Home

ମନମୋହନ ସିଂଙ୍କ ସରକାରରେ ଶେଷଥର ପାଇଁ ବଳାତ୍କାରୀଙ୍କୁ ମିଳିଥିଲା ଫାଶୀ: ଗତ ୧୫ ବର୍ଷରେ ୪ ଲକ୍ଷ ମାମଲା; ପ୍ରତିଘଣ୍ଟାରେ ୫ ଜଣ ହେଉଛନ୍ତି ଶିକାର

ନୂଆଦିଲ୍ଲୀ,୩।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ପାଣିର ଗାର ପାଲଟିଛି। ମହିଳାଙ୍କ ସୁରକ୍ଷା ପ୍ରତିଶ୍ରୁତି ପ୍ରବଞ୍ଚନା ପାଲଟିଛି ବୋଲି ବିରୋଧୀ ଦଳ ଅଭିଯୋଗ କରିଛନ୍ତି। ଏକ ରିପୋର୍ଟ ଅନୁସାରେ ଶେଷ ଥର ପାଇଁ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ…

ଆର୍‌ଜେଡି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଲାଲୁ

ପାଟନା,୩।୧୨: ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଭାବେ ପୁଣିଥରେ ବିନା ପ୍ରତିଦ୍ୱନ୍ଦିରେ ନିର୍ବାଚିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ। ୧୧ ଥର ଲାଗି ଲାଲୁ ଆର୍‌ଜେଡି ଅଧ୍ୟକ୍ଷ ପଦରେ ବସିଛନ୍ତି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଡିସେମ୍ବର ୨୩,…

ପିଲାବେଳୁ ଶାସ୍ତ୍ରୀୟ ନୃତ୍ୟରେ ଥିଲେ ପାରଙ୍ଗମ, କ୍ରିକେଟରେ କ୍ୟାରିୟର ଗଢି ଭାଙ୍ଗିଲେ ଅନେକ ରେକର୍ଡ

ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ମିତାଲି ରାଜ୍‌ ଆଜି ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ଭାରତରେ ପୁରୁଷ କ୍ରିକେଟରେ ସଚିନ ତେନ୍ଦୁଲକରଙ୍କ ମହାନ ସେହିପରି ମହିଳା କ୍ରିକେଟରେ ମିତାଲିଙ୍କୁ ମଧ୍ୟ ଶ୍ରେଷ୍ଠ କ୍ରିକେଟର ଆଖ୍ୟା ଦିଆଯାଇଛି। ୨୦ ବର୍ଷ…

ବଦଳିଲା ସିବିଏସ୍‌ଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ପଦ୍ଧତି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌) ପକ୍ଷରୁ ୨୦୧୯-୨୦ ଶିକ୍ଷା ବର୍ଷ ପାଇଁ ପରୀକ୍ଷା ପଦ୍ଧତିରେ ପରିବର୍ତ୍ତନ ଅଣାଯାଇଛି। ପ୍ରତି ବିଷୟରେ ଏଣିକି ୧ ନମ୍ବର ବିଶିଷ୍ଟ ୨୫ଟି ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନ ରହିବ। ଏହା ସହିତ ୩୩ ପ୍ରତିଶତ ପ୍ରଶ୍ନରେ…

ଯାତ୍ରୀଙ୍କଠାରୁ ଲକ୍ଷେ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ଛକଠାରୁ ବସ୍‌ରୁ ଓହ୍ଲାଇଥିବା ଜଣେ ଯାତ୍ରୀଙ୍କ ଠାରୁ ମଙ୍ଗଳବାର ପୂର୍ବାହ୍ନରେ ଲକ୍ଷେ ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୃତ୍ତ। ଆନନ୍ଦପୁର ଥାନା ଅଡହୁରିଆ ଗ୍ରାମର ତପନ ଜେନା ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ବ୍ରାଞ୍ଚରୁ ଲକ୍ଷେ ଟଙ୍କା…

ଦ୍ୱିଶତକ ହାସଲ ପରେ କାହିଁକି ଚିକେନ୍‌ ବର୍ଗର ଖାଇଥିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଯଦିଓ ଏବେ ଶାକାହାରୀ ହୋଇଯାଇଛନ୍ତି, କିନ୍ତୁ ଦେଢବର୍ଷ ପୂର୍ବରୁ ସେ ପ୍ରବଳ ମାଛମାଂସ ଖାଉଥିଲେ। ଏପରିକି ୨୦୧୬ରେ ଇଂଲଣ୍ଡ ବିପକ୍ଷରେ ଦ୍ୱିଶତକ ହାସଲ ପରେ ସେ ଚକୋଲେଟ୍‌ ସେକ୍‌ ସହ ଚିକେନ୍‌ ବର୍ଗର…

ଥାଇରଏଡ୍‌ ସମସ୍ୟାରୁ ଦୂରେଇ ରଖେ ଏସବୁ ଯୋଗାସନ…

ନୂଆଦିଲ୍ଲୀ: କେତେକ କାରଣରୁ କିଛି ଲୋକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଏଭଳି ସମସ୍ୟାରେ ଗଳାରେ ଥିବା ଥାଇରଏଡ୍‌ ଗ୍ଲାଣ୍ଡ୍‌କୁ ସ୍ବାଭାବିକ ଭାବେ କାର୍ଯ୍ୟ କରାଇବା ଲାଗି କେତେକ ଯୋଗାସନ କଲେ ସୁଫଳ ମିଳିଥାଏ। ଏହି ସମସ୍ୟାରେ ସେତୁବନ୍ଧାସନ କଲେ ଗଳାର ମାଂସପେଶୀରେ…

ବିନା ଔଷଧରେ ପିଠି ଯନ୍ତ୍ରଣାରୁ ମୁକ୍ତି ପାଇଁ କରନ୍ତୁ ଏପରି …

ନୂଆଦିଲ୍ଲୀ: ଖାଦ୍ୟପେୟରେ ଅନିୟମିତତା, ପରିବର୍ତ୍ତିତ ଜୀବନଶୈଳୀ ତଥା ଶୋଇବାରେ ଅସାବଧାନତା ଯୋଗୁ କେତେକଙ୍କଠାରେ ପିଠି ଯନ୍ତ୍ରଣା ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ଲାଗି କେହିକେହି ନାନା ପ୍ରକାର ପେନ୍‌ କିଲର୍‌ ବ୍ୟବହାର କରିଥାନ୍ତି। ମାତ୍ର ବିନା ଔଷଧରେ କେତେକ ଘରୋଇ…

ଗର୍ଭରେ ପିଲାଙ୍କୁ ସଂସ୍କାରି କରିବା ପାଇଁ ଏହି ରାଜ୍ୟ ସରକାର ଆପଣାଇଲେ ନିଆରା ପଦକ୍ଷେପ

ଲକ୍ଷ୍ନୌ,୩।୧୨: ମହିଳାଙ୍କ ଗର୍ଭରେ ବଢ଼ୁଥିବା ପିଲାଙ୍କ ଭିତରେ ସଂସ୍କାର ଆଣିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ନିଆରା ପଦକ୍ଷେପ ଆପଣାଇଛନ୍ତି। କାନପୁରର ଛତ୍ରପତି ସାହୁଜି ମହାରାଜ ବିଶ୍ୱବିଦ୍ୟାଳୟ (ସିଏମ୍‌ଜେଏମ୍‌ୟୁ) ପକ୍ଷରୁ ଏନେଇ ଏକ ଅଭିଯାନ ଆରମ୍ଭ କରାଯାଇଛି। ଗର୍ଭାବସ୍ଥାରେ ଶିଶୁଙ୍କୁ ସଂସ୍କାରି…

ସଙ୍କଟରେ ଦେଶର ଅର୍ଥବ୍ୟବସ୍ଥା; ଭାଜପା ପାଇଁ ଭଗବାନ ଭରସା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୩।୧୨: ଦେଶର ଅର୍ଥବ୍ୟବସ୍ଥା ସଙ୍କଟରେ ରହିଛି। ଏନେଇ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସରକାର ଏଭଳି ସ୍ଥିତିରେ ସୁଧାର ଆଣି ନ ପାରିଲେ ଭାଜପାକୁ ଭଗବାନଙ୍କ ଭରସାରେ ଛାଡ଼ିଦେବା ଆବଶ୍ୟକ ବୋଲି ସ୍ବାମୀ କହିଛନ୍ତି।…

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ମୋଦି ପ୍ରକାଶ କରିଛନ୍ତି। ସେଥିପାଇଁ ଭୋଟର ବହୁ…

ପୁରୀ ଗଣବଳାତ୍କାର ମାମଲା: ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ, ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀ ଗଣବଳାତ୍କାର ମାମଲାକୁ ନେଇ ରାଜନୀତି ଜୋର ଧରିଛି। ପୁରୀର ବିଭିନ୍ନ ସ୍ଥାନରେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଥିବାବେଳେ ରାଜଧାନୀରେ ମଧ୍ୟ ଏହାର ତାତି ଦେଖିବାକୁ ମିଳିଛି। ଛାତ୍ର କଂଗ୍ରେସ ପକ୍ଷରୁ ଶିଶୁ ଭବନ ଛକରେ ବିକ୍ଷୋଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri