ହାଇଦ୍ରାବାଦ ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡ ଦାବି କଲା ମହିଳା ସମିତି
ବରଗଡ଼ ଅଫିସ,୩।୧୨: ହାଇଦ୍ରାବାଦ ବଳାତ୍କାର, ହତ୍ୟା ଘଟଣାକୁ ନେଇ ମଙ୍ଗଳବାର ବରଗଡ଼ ମହିଳା ସମିତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ସ୍ମାରକପତ୍ର ପଠାଇଛି । ସମିତିର କାର୍ଯ୍ୟକାରୀ ସଭାପତି ଗୀତା ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବରଗଡ଼ ଜିଲାପାଳ…
ଅଜବ ଆକୃତିର କଫିନ୍, ଦେଖିଲେ ପଡ଼ିବେ ଦ୍ୱନ୍ଦ୍ୱରେ
ସାଧାରଣତଃ ମୃତଦେହ ନେବା ପାଇଁ କଫିନ୍ଗୁଡ଼ିକ କାଠ କିମ୍ବା କୌଣସି ଧାତୁରେ ତିଆରି ହୋଇଥାଏ। ଯାହା ଦେଖିବାକୁ ଏକ ବାକ୍ସ ସଦୃଶ। ମାତ୍ର ବିଶ୍ୱରେ ଏମିତି ଦେଶ ଅଛି, ଯେଉଁଠି କଫିନ୍ଗୁଡ଼ିକ ବିଭିନ୍ନ ଆକୃତିର ହୋଇଥାଏ। ଉଡ଼ାଜାହାଜ, ମାଛ, ସାପ, ଜୋତା,…
ବଳାତ୍କାରୀଙ୍କୁ ସବୁଦିନ ପାଇଁ ଜେଲ୍ରେ ରଖାଯାଉ: ହେମା
ନୂଆଦିଲ୍ଲୀ,୩।୧୨: ଦେଶରେ ବଢି ଚାଲିଥିବା ବଳାତ୍କାର ମାମଲାକୁ ନେଇ ଉତ୍ତର ପ୍ରଦେଶ ମଥୁରାର ଭାରତୀୟ ଜନତା ପାର୍ଟି (ଭାଜପା)ଏମ୍ପି ତଥା ବଲିଉଡ୍ ଅଭିନେତ୍ରୀ ହେମା ମାଳିନୀ ମତ ରଖିଛନ୍ତି। ସେ କହିଛନ୍ତି ତେଲେଙ୍ଗାନାରେ ଯେଉଁଭଳି ଭାବେ ଜଣେ ଭେଟେରିନାରି ମହିଳା ଡାକ୍ତରାଣଙ୍କୁ…
ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ପୁଣି ଜଣେ ଗିରଫ, ଚିହ୍ନଟ ହେଲା ପୋଲିସ କ୍ୱାର୍ଟର୍ସ
ପୁରୀ ଅଫିସ,୨।୧୨: ପୋଲିସ କ୍ୱାର୍ଟର୍ସରେ ଜନୈକା ନାବାଳିକାଙ୍କୁ ଗଣବଳତ୍କାର ମାମଲାରେ ସୋମବାର ବିଳମ୍ବିତ ରାତିରେ କୁମ୍ଭାରପଡା ପୋଲିସ ଆଉ ଜଣକଙ୍କୁ ଗିରଫ କରିଛି। ଗିରଫଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ପ୍ରଦାନ କରିନାହିଁ। ଏହି ଘଟଣାରେ ବହିଷ୍କୃତ ପୋଲିସ କନେଷ୍ଟବଳ ଜିତେନ୍ଦ୍ର…
ଭାଜପା ସଂସଦୀୟ ଦଳ ବୈଠକ: ସଦସ୍ୟଙ୍କ ଉପସ୍ଥାନ ଏବଂ ଭାଷା ସଞ୍ଜମତା ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ,୩।୧୨: ଭାଜପା ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ଭାଜପା ସଦସ୍ୟଙ୍କ ଉପସ୍ଥାପନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୁଷ୍ଟ ନ ଥିବା ସୂଚନା ଦେଇଛନ୍ତି। ତେଣୁ ଭାଜପା ସଦସ୍ୟଙ୍କ…
କଂଗ୍ରେସକୁ ଆୟକର ବିଭାଗର ନୋଟିସ: ହଓ୍ବାଲା ଦ୍ୱାରା ୧୭୦କୋଟି ପାଣ୍ଠି ସଂଗ୍ରହ ଅଭିଯୋଗ
ନୂଆଦିଲ୍ଲୀ,୩।୧୨: ଦେଶର ମୁଖ୍ୟ ବିରୋଧୀ ଦଳ ଭାରତୀୟ ଜାତୀୟ କଂଗ୍ରେସ(ଆଇଏନ୍ସି)କୁ ଆୟକର ବିଭାଗ ପକ୍ଷରୁ ନୋଟିସ କରାଯାଇଛି। ରାଜନୈତିକ ଚାନ୍ଦାକୁ ନେଇ କଂଗ୍ରେସକୁ ଡିସେମ୍ବର ୨ରେ ଏହି ନୋଟିସ କରାଯାଇଛି। ହାଇଦ୍ରାବାଦର ଇମ୍ଫ୍ରାଷ୍ଟକ୍ଚର କମ୍ପାନୀ ସହ ସଂପୃକ୍ତ ଥିବା ନେଣଦେଣକୁ ନେଇ…
ମହାତ୍ମା ଗାନ୍ଧୀଙ୍କ ବାଣୀ ଶୁଣାଇ ଆଲୋଚକଙ୍କୁ କଡା ଜବାବ ଦେଲେ ଓ୍ବାର୍ଣ୍ଣରଙ୍କ ସ୍ତ୍ରୀ
ଆଡିଲେଡ୍,୩।୧୨: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ପାକିସ୍ତାନ ବିପକ୍ଷରେ ଚାଲିଥିବା ପିଙ୍କ ବଲ ଟେଷ୍ଟରେ ୱାର୍ଣ୍ଣର ଅପରାଜିତ ୩୩୫ ରନର ଇନିଂସ ଖେଳି ତାଙ୍କ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ତାଙ୍କ ଟ୍ରିପଲ ଟନ ପାଳି ହେଖି ଷ୍ଟାଡିୟମରେ ଉପସ୍ଥିତ ଥିବା…
ଶୋଇଥିଲାବେଳେ ଜଳିଗଲେ ବ୍ୟକ୍ତି
ବାଲେଶ୍ୱର ଅଫିସ୍, ୩।୧୨: ବାଲେଶ୍ୱର ଜିଲା ସଦର ଥାନା ଅଧୀନସ୍ଥ ସୁନ୍ଧୁରି ଛକରେ ଥିବା ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ହଠାତ୍ ନିଆଁ ଲାଗିଯାଇଛି। ଫଳରେ ଘର ମାଲିକ କୁଶ ଭାରତୀ(୫୧)ଙ୍କ ଶୋଇଥିବା ଅବସ୍ଥାରେ ନିଆଁରେ ପୋଡିହୋଇ ମୃତ୍ୟୁ…
ଅଯୋଧ୍ୟା: ଟ୍ରଷ୍ଟ ଗଠନ ପୂର୍ବରୁ ମନ୍ଦିର ପୂଜାରୀ ନେଇ ଟଣାଓଟରା
ଅଯୋଧ୍ୟା,୩।୧୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ନେଇ ୩ ମାସ ମଧ୍ୟରେ ଟ୍ରଷ୍ଟ ଗଠନ କରିବାକୁ ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଇତିମଧ୍ୟରେ ଏକ ମାସ ବିତି ଯାଇଛି। ଟ୍ରଷ୍ଟ ଗଠନ ପୂର୍ବରୁ ମନ୍ଦିର ପୂଜାରୀ ହେବାକୁ ନେଇ ଟଣାଓଟରା ଆରମ୍ଭ…
ଖୁବ୍ଶୀଘ୍ର ବଡ଼ ପରଦାକୁ ଫେରିବେ ବଲିଉଡ୍ ବାଦଶାହ
ମୁମ୍ବାଇ:ଗତ କିଛି ଦିନରୁ ବଲିଉଡ୍ ବାଦଶାହ ଶାହରୁଖ ଖାଁଙ୍କ ଫିଲ୍ମ ବକ୍ସ ଅଫିସ୍ରେ ଭଲ ବ୍ୟବସାୟ କରିପାରିନାହିଁ। ୨୦୧୮ରେ ରିଲିଜ୍ ହୋଇଥିବା ଫିଲ୍ମ ‘ଜିରୋ’ ମଧ୍ୟ ତାଙ୍କୁ କିଛି ଖାସ୍ ସଫଳତା ଦେଇ ନ ଥିଲା। ଏବେ ପଯର୍ର୍ୟନ୍ତ ଶାହରୁଖ ଗୋଟିଏ…
ବିଛିନ୍ନାଞ୍ଚଳରେ ପ୍ରଜାମେଳି: ବିଏସଏଫ କ୍ୟାମ୍ପ ନିର୍ମାଣକୁ ବିରୋଧ କରି ଏକାଠି ହେଲେ ଶହ ଶହ ଆଦିବାସୀ
କୋରୁକୋଣ୍ଡା/ଚିତ୍ରକୋଣ୍ଡା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳରେ ପୁଣି ଥରେ ପ୍ରଜାମେଳି ହେବା ଦେଖାଦେଇଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳର ଯୋଡ଼ାଆମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ହୋଇଥିଲା। ଏହି ପ୍ରଜାମେଳିରେ ବିଛିନ୍ନାଞ୍ଚଳବାସୀ କେବଳ ନୂତନ କରି ହେଉଥିବା ରାସ୍ତା ନିର୍ମାଣ ଏବଂ ସେଠାରେ ଆଗକୁ…
ମଣିଭଦ୍ରା ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍ଯାପିତ ପଞ୍ଚୁପାଣ୍ଡବଙ୍କ ନାମରେ ଯଜ୍ଞକୁଣ୍ଡ
ଗଣିଆ,୩।୧୨(ଡି.ଏନ.ଏ.)-ନୟାଗଡ଼ ଜିଲା ଗଣିଆ ବ୍ଲକ ମା’ କଳାପାଟ ପୀଠ ପରିସରରେ ଗତ ୩ଦିନ ଧରି ଚାଲୁ ରହିଥିବା ମଣିଭଦ୍ରା ବିଶ୍ୱଶାନ୍ତି ମହାଯଜ୍ଞ ସୋମବାର ଓଢ଼ଣଷଷ୍ଠୀ ତିଥିରେ ପଞ୍ଚକୁଣ୍ଡୀୟ ମହାଯଜ୍ଞର ପୂର୍ଣ୍ଣାହୁତି ସହ ଉଦ୍ଯାପିତ ହୋଇଯାଇଛି। ସ୍ବର୍ଗତ ସିଦ୍ଧଯୋଗୀ ବାବା ରାମଦାସଙ୍କର ୬୯ତମ…
Archives


