Home

୫୪ ବର୍ଷରେ କିଙ୍ଗ୍‌ ଖାଁ: ଗୌରୀଙ୍କୁ ନେଇ ପ୍ରେମ କାହାଣୀ ରହିଥିଲା ଚର୍ଚ୍ଚାରେ…

ମୁମ୍ବାଇ,୨।୧୧: କିଙ୍ଗ୍‌ ଖାଁ ଶାହରୁଖ୍‌ ଶନିବାର ୫୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୫ ନଭେମ୍ବର ୨ରେ ସେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଗୌରୀଙ୍କୁ ନେଇ ତାଙ୍କର ପ୍ରେମ କାହାଣୀ ବେଶ୍‌ ଚର୍ଚ୍ଚାରେ ରହିଥିଲା। ଟିଭି ସିରିଏଲ୍‌ ସର୍କସରେ ଅଭିନୟ କରିବା ପରେ…

ବାହାଡା ଦାନ୍ତ ପାଇଁ ତିନି ତଲାକ୍‌

ହାଇଦ୍ରାବାଦ, ୨ା୧୧(ପି.ଟି.): ହାଇଦ୍ରାବାଦର କୁଶାଇଗୁଡ଼ାରେ ଜଣେ ଅଟୋ ଡ୍ରାଇଭର ନିଜ ସ୍ତ୍ରୀଙ୍କ ବାହାଡା ଦାନ୍ତ ପାଇଁ ତାଙ୍କୁ ତିନି ତଲାକ୍‌ ଦେଇଥିବା ଅଭିଯୋଗ ହୋଇଛିି। ଏନେଇ ଥାନାରେ ମାମଲା ରୁଜୁହେବା ପରେ ଯୁବକଙ୍କ ବିରୋଧରେ ଆଇପିସିର ବିଭିନ୍ନ ଦଫା ଲଗାଯାଇଛି। ବାହାଘରକୁ…

ନିର୍ମାଲ୍ୟ ସମ୍ମାନ ସମାରୋହ: ରାଇମୋହନଙ୍କୁ ଲାଇଫ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ପୁରୀ ଅଫିସ, ୨ା୧୧: ନିର୍ମାଲ୍ୟ ସଙ୍ଗଠନ ଆନୁକୂଲ୍ୟରେ ଶୁକ୍ରବାର ପୁରୀ ମୁକ୍ତାକାଶ ରଙ୍ଗମଞ୍ଚରେ ନିର୍ମାଲ୍ୟ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଅଭିନେତା ରାଇମୋହନ ପରିଡ଼ାଙ୍କୁ ଲାଇଫଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏଥିସହିତ ଚଳଚ୍ଚିତ୍ର…

ବିମାନବନ୍ଦରରେ ଆଣ୍ଟି ଏୟାରକ୍ରାଫ୍ଟ ହାଇଜାକ୍‌ ମକ୍‌ ଡ୍ରିଲ୍‌

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଆଣ୍ଟି ଏୟାରକ୍ରାଫ୍ଟ ହାଇଜାକ୍‌ ମକ୍‌ ଡ୍ରିଲ୍‌ କରାଯାଇଛି। ଆତଙ୍କବାଦୀମାନେ ଯଦି କୌଣସି ପରିସ୍ଥିତିରେ ବିମାନ ଅପହରଣ ବା ବିମାନବନ୍ଦର ଆକ୍ରମଣ କରିବାକୁ ଉଦ୍ୟମ କରନ୍ତି, ତାହାକୁ କିପରି ପ୍ରତିହତ କରିହେବ…

କର୍‌ତାରପୁର ଯିବା ଲାଗି ଭାରତୀୟ ଶିଖ୍‌ଙ୍କୁ ପାସ୍‌ପୋର୍ଟ ଦରକାର ନାହିଁ

ଇସ୍‌ଲାମାବାଦ,୨ା୧୧(ପି.ଟି.): କର୍‌ତାରପୁର ଦର୍‌ବାର ସାହିବ ଗୁରୁଦ୍ୱାର ଯିବା ଲାଗି ଭାରତୀୟ ଶିଖ୍‌ ତୀର୍ଥଯାତ୍ରୀମାନଙ୍କ କ୍ଷେତ୍ରରେ ପାସ୍‌ପୋର୍ଟ ଆବଶ୍ୟକ ନାହିଁ। ଏଥିସହିତ ସେମାନଙ୍କୁ ୧୦ଦିନ ପୂର୍ବରୁ ଆଗୁଆ ନାମ ପଞ୍ଜୀକରଣ କରିବାକୁ ମଧ୍ୟ ପଡ଼ିବନି। ତୀର୍ଥଯାତ୍ରୀମାନଙ୍କୁ କେବଳ ଏକ ବୈଧ ପରିଚୟପତ୍ର ସାଙ୍ଗରେ…

ଶରୀରଦାନ ସତ୍ୟପାଠ କ୍ଷେତ୍ରରେ ନୂଆ ରେକର୍ଡ

କଟକ ଅଫିସ, ୨ା୧୧: ଏସ୍‌ସିବି ମେଡିକାଲ କଲେଜଠାରେ ଶରୀର ତତ୍ତ୍ବ ବିଭାଗକୁ ଶୁକ୍ରବାର ଭାରତ ଶରୀର ଓ ଅଙ୍ଗଦାନ ସମିତି(ବଡି) ପକ୍ଷରୁ ୭୫୦ଟି ଶରୀର ଦାନ ଶପଥ ପତ୍ର ପ୍ରଦାନ କରାଯାଇଛି। ଏହା ସର୍ବଭାରତୀୟ ସ୍ତରରେ ଏକ ରେକର୍ଡ ବୋଲି ସମିତି…

ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ମଣ୍ଡଳୀ

କଟକ ଅଫିସ, ୨ା୧୧: କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ଦାବିରେ ଏକ ପ୍ରତିନିଧି ମଣ୍ଡଳୀ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ସହରର ପ୍ରମୁଖ ସଙ୍ଗଠନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏହି ସମୟରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ,…

ଅଯୋଧ୍ୟା ରାୟ ପୂର୍ବରୁ ଶାନ୍ତ ରହିବାକୁ ଧର୍ମୀୟ ନେତାଙ୍କ ଆହ୍ବାନ

ଲକ୍ଷ୍ନୌ,୨ା୧୧: ଅଯୋଧ୍ୟା ଜମି ବିବାଦ ମାମଲା ରାୟ ଖୁବ୍‌ଶୀଘ୍ର ପ୍ରକାଶ ପାଇବାକୁ ଥିବାବେଳେ ଏହା ପୂର୍ବରୁ ଜନସାଧାରଣଙ୍କୁ ଶାନ୍ତ ରହିବା ପାଇଁ ବିଭିନ୍ନ ହିନ୍ଦୁ ଓ ମୁସଲମାନ ସଂଗଠନ ଏବଂ ଧର୍ମୀୟ ନେତାମାନେ ଆହ୍ବାନ ଦେଇଛନ୍ତି। ସାମ୍ପ୍ରଦାୟିକ ସଦ୍‌ଭାବନା ବଜାୟ ରଖିବା…

ଜୀବବିଜ୍ଞାନ ପ୍ରତିଷ୍ଠାନର ୧୮ତମ ବାର୍ଷିକ ଅଧିବେଶନ: ଦକ୍ଷ ହେବେ ସ୍କୁଲ୍‌, କଲେଜ ବିଜ୍ଞାନ ଶିକ୍ଷକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ବିଜ୍ଞାନ ଶିକ୍ଷକଙ୍କୁ ଅଧିକ ଦକ୍ଷ କରିବା ଲାଗି ସ୍ବତନ୍ତ୍ର ତାଲିମ ଦେବେ ରାଜ୍ୟ ସରକାର। ରାଜ୍ୟରେ କାର୍ଯ୍ୟରତ ସ୍କୁଲ ଓ କଲେଜର ବିଜ୍ଞାନ ଶିକ୍ଷକ ଓ ଅଧ୍ୟାପକଙ୍କୁ ଉଚ୍ଚତର ତଥା ଗୁଣାତ୍ମକ ତାଲିମ ଦେବା ନିମନ୍ତେ ବିଜ୍ଞାନ ଓ କାରିଗରି…

କେରଳ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଏସ୍‌ଡିଏ ଅଧ୍ୟକ୍ଷ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଶୁକ୍ରବାର କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ କେ.କେ. ଶୈଳଜା ଟିଚରଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ଓଏସ୍‌ଡିଏ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଶୈଳଜା ବୁଝିଥିଲେ। ସମଗ୍ର ଦେଶରେ…

ନଡ଼ା ପୋଡ଼ି ୪୧% କମିଛି

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣ ପାଇଁ ପଡୋଶୀ ପଞ୍ଜାବ ଓ ହରିୟାଣାରେ ପର୍ଯ୍ୟାପ୍ତ ନଡ଼ା ପୋଡ଼ାଯିବାକୁ ଅଧିକାଂଶ ଦାୟୀ କରୁଛନ୍ତି। ତେବେ ପୂର୍ବ ୩ ବର୍ଷ ତୁଳନାରେ ଉପରୋକ୍ତ ଦୁଇ ରାଜ୍ୟରେ ନଡ଼ା ପୋଡ଼ାଯିବା ପାଖାପାଖି ୪୧ ପ୍ରତିଶତ ହ୍ରାସ…

ଛାତ୍ରୀଛାତ୍ରଙ୍କୁ ଗଣିତ ପଢ଼ାଇଲେ କ୍ରୀଡ଼ା ମନ୍ତ୍ରୀ

କାକଟପୁର, ୨ା୧୧(ଡି.ଏନ୍‌.ଏ.): କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁକ୍ରବାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ନୂଆଗଡ଼ ଗ୍ରାମସ୍ଥିତ ବାସୁଳେଇ ବିଦ୍ୟାପୀଠ ଯାଇ ଦଶମଶ୍ରେଣୀ ଛାତୀଛାତ୍ରଙ୍କ ପାଠ ପଢ଼ାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ମନ୍ତ୍ରୀ ଗଣିତ ପଢ଼ାଇଥିଲେ। ଛାତ୍ରୀଛାତ୍ରମାନେ ମଧ୍ୟ ଜଣେ ଆଇଆଇଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri