୪୦ ଟଙ୍କାରେ ପିଆଜ ବିକିଲା କଂଗ୍ରେସ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ…
ଦାନ୍ତ ଘଷିଲେ କମେ ହାର୍ଟଆଟାକ୍ ଆଶଙ୍କା !
ଓ୍ବାଶିଂଟନ,୨।୧୨: ଦାନ୍ତ ଘଷିବା ଦ୍ୱାରା ହାର୍ଟଆଟାକ୍ ଆଶଙ୍କା କମେ। ଏନେଇ ନିକଟରେ ଏକ ଗବେଷଣା ଭିତ୍ତିକ ରିପୋର୍ଟ ୟୁରୋପିଆନ୍ ଜର୍ନାଲ୍ ଅଫ୍ ପ୍ରିଭେଣ୍ଟିଭ୍ କାର୍ଡିଓଲୋଜିରେ ପ୍ରକାଶ ପାଇଛି। ଦାନ୍ତରେ ସୃଷ୍ଟି ହେଉଥିବା ବ୍ୟାକ୍ଟେରିଆ ଧମନୀରେ ରକ୍ତ ପ୍ରବାହ ପ୍ରକ୍ରିୟାକୁ ପ୍ରଭାବିତ କରିଥାଏ।…
ପୁରୀ ପଞ୍ଜାବୀ ମଠକୁ ସିଲ୍ କଲା ପୋଲିସ
ପୁରୀ ଅଫିସ୍, ୨।୧୨: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍ କରିଦେଇଛି। ରବିବାର ରାତିରେ ମଠରେ ନିଶାକାରବାର ହେଉଥିବା ଖବର ପାଇ ସୋମବାର ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ମଠ ପରିସରରେ କୋରେକ୍ସ ବୋତଲ…
ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ ଜାରି…
ସୈନ୍ୟ ବାହିନୀ ଗାଡ଼ି ଉପରକୁ ଗୁଳିମାଡ଼: ୨ ମୃତ
କାବୁଲ,୨।୧୨: ଆଫଗାନୀସ୍ତାନ କାବୁଲରେ ଏକ ସୈନ୍ୟ ବାହିନୀ ଗାଡ଼ି ଉପରକୁ ଜଣେ ଅଜଣା ବନ୍ଧୁକଧାରୀ ଆଖିବୁଜା ଗୁଳି ମାଡ଼ କରିଛନ୍ତି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ…
ମଙ୍ଗଳ ଗ୍ରହରେ ଜୀବସତ୍ତା ସମ୍ଭବ
ମଙ୍ଗଳ ଗ୍ରହକୁ ନେଇ ବିଭିନ୍ନ ଦେଶରେ ମହାକାଶବିଜ୍ଞାନୀ ଗବେଷଣା ଜାରି ରଖିଛନ୍ତି। ସେଠାରେ ଲୁକ୍କାୟିତ ବିଭିନ୍ନ ତଥ୍ୟକୁ ଲୋକଲୋଚନକୁ ଆଣିବାକୁ ବେଶ କିଛି ବର୍ଷ ଧରି ନିଜର ପ୍ରୟାସ ଜାରି ରଖିଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’। ଏହି ସଂସ୍ଥା…
ଗ୍ୟାସ୍ ଟାଙ୍କି ଫାଟି ସ୍ତ୍ରୀ-ସ୍ବାମୀ ଗୁରୁତର
ଖୋର୍ଦ୍ଧା ଅଫିସ,୨।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ନୂଆଗଡ଼ ପଞ୍ଚାୟତ କୃଷ୍ଣପୁର ଗ୍ରାମରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ଗ୍ୟାସ ଟାଙ୍କି ଫାଟି ସ୍ତ୍ରୀ – ସ୍ବାମୀ ଗୁରୁତର ହୋଇଛନ୍ତି। ସ୍ବାମୀଙ୍କ ନାମ ତପନ ପ୍ରଧାନ ଏବଂ ସ୍ତ୍ରୀ ଗୀତାଞ୍ଜଳି।…
୫ ଦିନିଆ ଭାରତ ଗସ୍ତରେ ସୁଇଡେନର ରାଜ ଦମ୍ପତ୍ତି
ନୂଆଦିଲ୍ଲୀ,୨।୧୨: ସୁଇଡେନର ରାଜା ଗୁସ୍ତାଫ ଓ ରାଣୀ ସିଲଭିୟା ୫ ଦିନିଆ ଗସ୍ତରେ ସୋମବାର ଭାରତକୁ ଆସିଛନ୍ତି। ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ସୁଇଡେନର ରାଜଦମ୍ପତିଙ୍କୁ ଭେଟି ଭବ୍ୟ ସ୍ବାଗତ ଜଣାଇଛନ୍ତି। ରାଜା ଗୁସ୍ତାଫ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ…
ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍ ଗଗନ ଧଳ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍ଡିସି) ତଥା ବରିଷ୍ଠ ଆଇଏଏସ୍ ଗଗନ ଧଳ ସୋମବାର ନିଜ ପଦବୀରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଭିଆରଏସ ପାଇଁ ଆବେଦନ କରିଥିଲେ। ଯାହାକୁ ସରକାର ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚ୍ର…
ଶିକାର କରିବାକୁ ଯାଇ ଜଣେ ଶିକାରୀ ମୃତ
ଦାରିଙ୍ଗବାଡ଼ି,୨।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶିକାର କରିବାକୁ ଯାଇଥିବା ଯୁବକଙ୍କ ଗୁଳିବିଦ୍ଧ ମୃତଦେହକୁ ଦାରିଙ୍ଗବାଡ଼ି ପୋଲିସ ସୋମବାର ଜବତ କରିଛି। ମୃତ ଯୁବକ ବି.ଡକେବାଡ଼ି ଗ୍ରାମର କ୍ରୀଷ୍ଣା ନାୟକ (୨୮) ବୋଲି ଆଇଆଇସି…
୭ କୋଟିର ଦାମିକା ଚେୟାର: ନୋଟ୍ରେ ହୋଇଛି ତିଆରି
ମସ୍କୋ,୨।୧୨: ରୁଷିଆରେ ଏକ ଆର୍ଟ ମ୍ୟୁଜିୟମ୍ରେ ଦାମିକା ଚେୟାର ରହିଛି। ଚେୟାରଟି ଏକ ଲକ୍ଷ ଡଲାର ନୋଟ୍ରେ ନିର୍ମିତ ହୋଇଛି। ଭାରତୀୟ ମୁଦ୍ରାରେ ଏହା ଦାମ ୭କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଏହାକୁ ସୁରକ୍ଷିତ ଭାବେ ଅଢ଼େଇ ଇଞ୍ଚ୍ ମୋଟା…
ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ
କଟକ ଅଫିସ୍,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଦାୟିତ୍ୱ ନେବା ପରେ ଡିଜି କହିଛନ୍ତି, ଟ୍ରାନ୍ସପରାନ୍ସି ଏବଂ ଟାଇମ୍ ବାଉଣ୍ଡ ଉପରେ ଗୁରୁତ୍ୱ…
Archives


