Home

ତେଲେଙ୍ଗାନା ଗଣ ବଳାତ୍କାରକୁ ନେଇ କମ୍ପିଲା ଗୃହ

ନୂଆଦିଲ୍ଲୀ,୨।୧୨: ସଂସଦର ଶୀତ ଅଧିବେଶନ ସମୟରେ ସୋମବାର ତେଲେଙ୍ଗାନା ଗଣ ବଳାତ୍କାରକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଛନ୍ତି। କେବଳ ସେତିକି ନୁହେଁ ଆମ୍‌ ଆଦମୀ ପାର୍ଟି(ଏଏପି) ଏମ୍‌ପି ସଞ୍ଜୟ ସିଂ ନିର୍ଭୟା ଗଣ ବଳାତ୍କାର କଥା ମଧ୍ୟ ଉଠାଇଛନ୍ତି। ସେ କହିଛନ୍ତି…

ଜିଲାସ୍ତରୀୟ ଯୁବ ଉତ୍ସବ: ଉଦ୍‌ଘାଟନ କଲେ ଅତିରିକ୍ତ ଜିଲାପାଳ

ବରଗଡ଼ ଅଫିସ,୨।୧୨: ବରଗଡ଼ ଜିଲା ପ୍ରଶାସନ ତଥା ଜିଲା କ୍ରୀଡ଼ା ବିଭାଗ ପକ୍ଷରୁ ସୋମବାର ଜିଲାସ୍ତରୀୟ ଯୁବ ଉତ୍ସବ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ସୌଖୀନ ରଙ୍ଗମଞ୍ଚରେ ଚାଲିଥିବା ଏହି ଯୁବ ଉତ୍ସବକୁ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଉଦ୍‌ଘାଟନ କରିଥିଲେ। ଦ୍ବିଦିବସୀୟ…

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର,୨।୧୨(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବନଖଣ୍ଡ ମହୁଲମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି । ସେହି ଗ୍ରାମର ସୁନୀଲ ଏକ୍କା (୪୫) ସୋମବାର ଭୋର୍‌ ସମୟରେ ଘରକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଫଳରେ ହାତୀଟି…

ମୋଦି-ଶାହ ଅନୁପ୍ରବେଶକାରୀ କହିଲେ ଅଧିର ରଞ୍ଜନ: ଲୋକସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଅନୁପ୍ରବେଶକାରୀ ବୋଲି କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି। ସେମାନେ ଗୁଜରାଟରୁ ଦିଲ୍ଲୀରେ ଅନୁପ୍ରବେଶ କରିଛନ୍ତି। ଏବେ ଦେଶସାରା ଏନ୍‌ଆର୍‌ସି ଲାଗୁ କରିବା ଲାଗି ସେମାନେ ଯୋଜନା…

ହାଇଦ୍ରାବାଦର ଗଣବଳାତ୍କାର ମାମଲା: କୋହଲି କହିଲେ, ଅତ୍ୟନ୍ତ ଲଜ୍ଜାଜନକ

ହାଇଦ୍ରାବାଦ,୨।୧୨: ତେଲେଙ୍ଗାନାର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶକୁ ଦୋହଲାଇ ଦେଇଛି। ଏହି ଘଟଣାରେ ଦୋଷୀଙ୍କୁ ଫାଶୀ ଦେବା ପାଇଁ ସାରା ଦେଶରେ ଦାବି ଉଠିଛି। ଏସବୁ ଭିତରେ ଭାରତୀୟ ବିରାଟ କୋହଲିଙ୍କ ସମେତ ସମଗ୍ର କ୍ରୀଡା…

ବାର୍‌ହା ଶିକାରୀ ଗିରଫ: ମାଂସ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ

ଛେଣ୍ଡିପଦା,୨।୧୨(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଜାମୁଣ୍ଡା ବିଟ ବଅଁରଡିହ ଅଞ୍ଚଳରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ଜଣେ ଶିକାରୀଙ୍କୁ ଗିରଫ କରାଯିବା ସହିତ ତାଙ୍କଠାରୁ ୫ କିଗ୍ରା ମାଂସ, ଶିକାରରେ…

ଜୁଆଆଡ୍ଡାରେ ଚଢ଼ାଉ: ଟଙ୍କା, ମୋବାଇଲ ଜବତ; ୫ ଗିରଫ

ପୁରୁଷୋତ୍ତମପୁର,୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିଖରପୁର ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ରବିବାର ରାତିରେ ପୋଲିସ ପକ୍ଷରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୫ ଜଣଙ୍କୁ ଗିରଫ କରାଯିବା ସହ ୩ଟି ମୋବାଇଲ, ୧୪ ହଜାର…

ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ,୨।୧୨: ଟାଉନ୍‌ ଥାନା ଅନ୍ତର୍ଗତ ସହରର ଖଡ଼ଇଙ୍ଗସ୍ଥ ସୁରେନ୍ଦ୍ର କୁମାର ସିଂଙ୍କ ସ୍ତ୍ରୀ ଅନସୂୟା((୫୨)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘରୁ ଉଦ୍ଧାର ହୋଇଛି। ଅଗ୍ନିକାଣ୍ଡ ଯୋଗୁ ଏପରି ଘଟିଥିବା କୁହାଯାଉଛି। ଟାଉନ୍‌ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି…

ପ୍ରିୟଙ୍କା ଗାନ୍ଧୀଙ୍କୁ ଭୁଲିଗଲେ କଂଗ୍ରେସ ନେତା: କହିଲେ ପ୍ରିୟଙ୍କା ଚୋପ୍ରା ଜିନ୍ଦାବାଦ

ନୂଆଦିଲ୍ଲୀ,୨।୧୨: ଏବେ ସୋସିଆଲ ମିିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କେତେଜଣ କଂଗ୍ରେସ କର୍ମୀ ଓ ନେତାଙ୍କୁ ଦେଖିବାକୁ ମିଳିଛି। ଏଥିରେ କିନ୍ତୁ ପ୍ରିୟଙ୍କା ଚୋପ୍ରା ଜିନ୍ଦାବାଦ ବୋଲି କୁହାଯାଉଛି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ ଭିଡିଓଟି…

ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପକ୍ଷରୁ କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ

ଶ୍ରୀନଗର,୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ଜାରି ରହିଥିଲା। ତେବେ ଭାରତୀୟ ସେନା ପକ୍ଷରୁ ଶାହପୁର ସେକ୍ଟରରେ…

ବୁଲେଟ୍‌ ଟ୍ରେନ୍‌ ପରିଯୋଜନାର ସମୀକ୍ଷା କରିବେ ଉଦ୍ଧବ ସରକାର

ମୁମ୍ବାଇ,୨।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବା ପରେ ଉଦ୍ଧବ ଠାକରେ ବୁଲେଟ୍‌ ଟ୍ରେନ୍‌ ପରିଯୋଜନା ସହ ମହାରାଷ୍ଟ୍ରର ଅନ୍ୟ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ବୁଲେଟ୍‌ ଟ୍ରେନ୍‌ ପରିଯୋଜନାକୁ କୃଷକ ଓ ଅନୁସୂଚିତ ଜନଜାତି ବିରୋଧ…

ତାମିଲନାଡୁରେ ପ୍ରବଳ ବର୍ଷା: କାନ୍ଥ ଭୂଷୁଡି ୧୫ ମୃତ

ମେଟୁପାଲୟମ୍‌,୨।୧୨: ତାମିଲନାଡୁରେ ରବିବାର ପ୍ରବଳ ବର୍ଷା ହୋଇଛି। ଏହା ଫଳରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ସୋମବାର ସକାଳେ ଏହି ବର୍ଷା ଫଳରେ ମେଟୁପାଲୟମ୍‌ର ନାଦୁର କନ୍ନାପନ ଲେଆଉଟ୍‌ଠାରେ ଏକ କାନ୍ଥ ଭୂଷୁଡି ପଡିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri