ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ
ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍ ପରିଚିତ ଥିବା ରେସ୍ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା ଚରଖି ଦାଦରି ଜିଲାର ବଲାଲି ଗାଁରେ ଉକ୍ତ ବିବାହ ରବିବାର ଅନୁଷ୍ଠିତ ହୋଇଥିଲା। ହିନ୍ଦୁ…
ଓରାଲ ଆଣ୍ଟିବାୟୋଟିକ ଓ ପାର୍କିନସନସ
କେତେକ ଓରାଲ ଆଣ୍ଟିବାୟୋଟିକ ଦୀର୍ଘ ବର୍ଷ ଧରି ଖାଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିଥାଏ। ଓ୍ବାଶିଂଟନ୍ ୟୁନିଭର୍ସିଟିର ସ୍ନାୟୂୁଶଲ୍ୟ ବିଶେଷଜ୍ଞମାନେ ଏପରି ସତର୍କ ସୂଚନା ଦେଇଛନ୍ତି। ଦୀର୍ଘ ବର୍ଷ ଧରି ଓରାଲ ଆଣ୍ଟିବାୟୋଟିକ ଖାଇବା ଦ୍ୱାରା ଆମ ଶରୀର…
୩୫ ବର୍ଷରେ ଭୋପାଳ ବିଷାକ୍ତ ଗ୍ୟାସ୍ ବିଭୀଷିକା: ଏବେ ବି ମିଳିନି ମୃତକଙ୍କୁ ନ୍ୟାୟ !
ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍ ବିଭୀଷିକାକୁ ଇତିମଧ୍ୟରେ ୩୫ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି ଯାଇଥିବା ଆଲୋଚନା ହେଉଛି । ୧୯୮୪ ଡିସେମ୍ବର ୨-୩ ତାରିଖ କାଳରାତିରେ ସ୍ଥାନୀୟ ପେଷ୍ଟିସାଇଡ୍…
ଅରୁଣ ସୌରିି ଅସୁସ୍ଥ
ପୁଣେ,୨।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ସାମ୍ବାଦିକ ଅରୁଣ ସୌରି ଅସୁସ୍ଥ ହୋଇପଡିଛନ୍ତି। ରବିବାର ରାତିରେ ସେ ଚେତାଶୂନ୍ୟ ହୋଇଯିବାରୁ ତାଙ୍କୁ ପୁଣେର ରୁବି ହାଲ୍ କ୍ଲିନକରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ୭୮ ବର୍ଷିୟ ସୌରିଙ୍କର ହସ୍ପିଟାଲରେ ସମସ୍ତ ପରୀକ୍ଷା…
ଫାଇଲେରିଆର ପ୍ରାଦୁର୍ଭାବ
”ଫାଇଲେରିଆ ଗୋଟିଏ ମଶା ବାହକ ରୋଗ। ଅସ୍ବାସ୍ଥ୍ୟକର ପରିବେଶ ଓ ଢାଙ୍କୁଣି ନ ଥିବା ନର୍ଦ୍ଦମା ପାଣିରେ ମଶାମାନେ ଅଣ୍ଡା ଦେଇ ବଂଶ ବିସ୍ତାର କରନ୍ତି। ଏହି ରୋଗରେ ମୃତ୍ୟୁହାର ନଗଣ୍ୟ ହୋଇଥିବାରୁ ପ୍ରଶାସନ ଉଦାସୀନ। ରୋଗୀ ସାରା ଜୀବନ ଜ୍ୱର…
ଫଡ୍ନବିସଙ୍କ ୮୦ ଘଣ୍ଟିଆ ମୁଖ୍ୟମନ୍ତ୍ରୀ ହେବାର ଗୁମର ଫିଟିଲା: କେନ୍ଦ୍ରର ୪୦ ହଜାର କୋଟି ସୁରକ୍ଷିତ !
ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କର ଶାସନ ଆରମ୍ଭ ହୋଇଛି। ତେବେ ଆବଶ୍ୟକ ସଂଖ୍ୟାଗରିଷ୍ଠତା ନ ଥାଇ ମଧ୍ୟ କାହିଁକି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ ୮୦ ଘଣ୍ଟା ପାଇଁ ଶାସନ ଡୋରି ଧରିଲେ ତାହାର ଗୁମର ଫିଟିଛି। ଭାଜପା…
ଏହି ଅଭିନେତ୍ରୀଙ୍କୁ ବିବାହ କରିବେ କ୍ରିକେଟର ମନୀଷ ପାଣ୍ଡେ
ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ତଥା କର୍ନାଟକ ରଣଜୀ ଦଳର ଅଧିନାୟକ ମନୀଷ ପାଣ୍ଡେ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ଆଡମ୍ବରର ସହ ବିବାହ ଆୟୋଜନ…
‘ହଜାରେ ଜରିମାନା ଦେଇଛି, ହେଲମେଟ୍ ନ ପିନ୍ଧି ବୁଲିବି’
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଯାଞ୍ଚବେଳେ କଟକ ଭଳି ଭୁବନେଶ୍ୱରରେ ମଧ୍ୟ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ସହ ଅଜବ ଯୁକ୍ତି କରିଥିଲେ। ରାଜମହଲ ଛକରେ ଫୋର୍ସ ଉପସ୍ଥିତିରେ ପୋଲିସ ଯାଞ୍ଚବେଳେ ହେଲ୍ମେଟ୍ ନ ପିନ୍ଧି ବାଇକ୍ ଚଳାଇ ଯାଉଥିବା ଜଣେ ଯୁବକ ଧରାପଡିଥିଲେ। ପୋଲିସ…
ସାଢ଼େ ୫ବର୍ଷରେ ସରକାର ଋଣ ନେଇଛନ୍ତି ୬୧୨୨୯.୫୮ କୋଟି ଟଙ୍କା
ଭୁବନେଶ୍ୱର,୨।୧୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ସୁଦ୍ଧା ରାଜ୍ୟ ସରକାର ମୋଟ ୮୩,୩୦୭.୧୯କୋଟି ଟଙ୍କା ଋଣ ନେଇଛନ୍ତି। ୨୦୧୪-୧୫ ଆର୍ଥିକ ବର୍ଷରୁ ୨୦୧୯-୨୦ ସେପ୍ଟେମ୍ବର ଶେଷସୁଦ୍ଧା ନେଇଥିବା ଋଣ ପରିଶୋଧ ପାଇଁ ବିଭିନ୍ନ ପଦକ୍ଷେପ ନେଉଥିବା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି। ବିଜେଡି ସଦସ୍ୟ…
ଶିଳ୍ପ ସଂସ୍ଥା ଉପରେ ୩୨୨୫ କୋଟି ଜଳକର ବାକି: ଅଦାଲତରେ ଗଡୁଛି ମାମଲା
ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗଢି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ଦୈନିକ କେତେ ଜଳ ବ୍ୟବହାର କରିବେ, ସେଥିପାଇଁ ନିର୍ଦ୍ଦିଷ୍ଟ ନିୟମ ରହିଛି। ଶିଳ୍ପ ସଂସ୍ଥାର ଆବଶ୍ୟକତା ଦେଖି ଜଳ ବ୍ୟବହାର କରିବାକୁ ଜଳସମ୍ପଦ ବିଭାଗ ଏବଂ ସମୃକ୍ତ ଶିଳ୍ପସଂସ୍ଥା ମଧ୍ୟରେ ଚୁକ୍ତି ହୋଇଥାଏ।…
ସୁନ୍ଦରମ୍ ଫାଇନାନ୍ସରୁ ୧.୪୩ କୋଟି ଋଣ ଠକେଇ: ସଂସ୍ଥାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ, ସାନଭାଇ ଗିରଫ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜାଲ କାଗଜପତ୍ରରେ ସୁନ୍ଦରମ ଫାଇନାନ୍ସ ଲିମିଟେଡ୍ରୁ ୧ କୋଟି ୪୩ ଲକ୍ଷ ଟଙ୍କା ଋଣ ଠକେଇରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶନିବାର ଗିରଫ କରିଛି। ସେମାନେ ହେଲେ ଉକ୍ତ ସଂସ୍ଥାର ବାଲେଶ୍ୱର ଶାଖାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ…
ଭାଇବୋହୂଙ୍କୁ ମାଡ଼ମାରି ଦେଡ଼ଶୁର ଗିରଫ
ପାତ୍ରପଡା,୨।୧୨(ଡି.ଏନ.ଏ.): ନିଜ ଭାଇବୋହୂଙ୍କୁ ମାଡ ମାରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଦେଡ଼ଶୁରଙ୍କୁ ଗିରଫ କରିଛି। ସେ ହେଲେ ଭରତପୁର ଅଞ୍ଚଳର ପ୍ରଫୁଲ ନାଏକ(୪୦)। ପୋଲିସ ସୂଚନା ମୁତାବକ ପ୍ରଫୁଲ ନିଜ ଭାଇବୋହୂ ରଶ୍ମିତାଙ୍କୁ ନିଶାସକ୍ତ ଅବସ୍ଥାରେ ଶନିବାର ରାତିରେ…
Archives


