ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ
ମହାରାଷ୍ଟ୍ରର ଅମରାବତୀର ହର୍ବିନ୍ ସରକାରୀ ଡାକ୍ତରଖାନାରେ ଗରିବଙ୍କୁ ମିଳୁଛି ମାଗଣା ଖାଦ୍ୟ ସୁବିଧା। ଶିଖ୍ ସଂପ୍ରଦାୟର ‘ଦଶବନ୍ଦ’ ଶିକ୍ଷା ମାଧ୍ୟମରେ ଆରମ୍ଭ ହୋଇଛି ‘ଜଲାରାମ ପାନପୋଇ ରାମ ରୋଟି’ ଅଭିଯାନ। ‘ଦଶବନ୍ଦ’ର ଅର୍ଥ ନିଜ ରୋଜଗାରର ଦଶ ପ୍ରତିଶତ ଅଂଶକୁ ଗରିବ…
ଜମି ଅଧିଗ୍ରହଣ ପାଇଁ ଏସ୍ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ
ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍ ଏହି ସର୍ଭେ କରୁଛନ୍ତି।…
ବାଇକ୍ ପଛପଟୁ ପିଟିଲା ଟ୍ରକ୍: ମା’, ଝିଅ ମୃତ; ବାପା ଗୁରୁତର
ରୂପ୍ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍କୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ…
ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ
ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ…
ମା’ ଆଇଏଏସ୍, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ
ମା’ ଜଣେ ଆଇଏଏସ୍ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ହରିଆଣାରେ ହେବାକୁ ଥିବା ବିଧାନସଭାରେ ପୁନ୍ହାନା…
ମହାତ୍ମା ଗାନ୍ଧୀଙ୍କୁ ନିଜ ଅଟୋଗ୍ରାଫକୁ ୫ଟଙ୍କାରେ ବିକ୍ରି କରିବାକୁ ପଡ଼ିଥିଲା
ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ଏହି ଅବସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବହୁ ଆଡ଼ମ୍ବରରେ ପାଳନ କରାଯିବାକୁ ଯୋଜନା କରାଯାଇଛି। ୧୮୬୯ ଅକ୍ଟୋବର ୨ରେ ଗୁଜରାଟର ପୋରବନ୍ଦରଠାରେ ମୋହନଦାସ କରମଚାନ୍ଦ ଗାନ୍ଧୀ…
ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…
ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଏକ ମନ୍ଦିରରେ ସିନ୍ଦୁରରେ ନିର୍ମିତ ଗଣେଶ ମୂର୍ତ୍ତି ପୂଜା ପାଉଛନ୍ତି।…
ଗେଣ୍ଡୁଫୁଲର ଉପକାରିତା
ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ ଏବେ ଚର୍ମ ରୋଗ ଜଟିଳ ରୂପ ଧାରଣ କରିଛି। ଏଥିରେ ଆକ୍ରାନ୍ତ ଲୋକଙ୍କୁ ଯାଦୁ,…
କମିଲା ସୁନା ଦର
ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା। ଏବେ କିନ୍ତୁ ଗତ କିଛି ସପ୍ତାହ ହେବ ଉଭୟ ସୁନା ଓ ରୂପା ଦର…
ପାକିସ୍ତାନ ନାଳରୁ ମିଳିଲା ବିଏସଏଫ ଯବାନ ପରିତୋଷ ମଣ୍ଡଳଙ୍କ ମୃତଦେହ
ଇସଲାମାବାଦ,୧।୧୦: ଜମ୍ମୁ କଶ୍ମୀର ସୀମା ରେଖାରେ ଡ୍ୟୁଟିରେ ଥିବା ବେଳେ ନିଖୋଜ ହୋଇଯାଇଥିବା ବର୍ଡର ସିକ୍ୟୁରଟି ଫୋର୍ସ(ବିଏସଏଫ)ର ଯବାନ ପରିତୋଷ ମଣ୍ଡଳ(୫୪)ଙ୍କ ମୃତଦେହ ପାକିସ୍ତାନରୁ ଅଇକ୍ ନାଳରୁ ଉଦ୍ଧାର କରାଯାଇଛି। ପାକିସତାନ ରେଞ୍ଜର୍ସ ପକ୍ଷରୁ ଏହି ସୂଚନା ବିଏସଏଫ ଜମ୍ମୁ ୟୁନିଟକୁ…
୫୨୦ ଜାତୀୟ ରାଜପଥ ଟ୍ରାଫିକ୍ ଜାମ୍ରେ ଫସିଲା ଆମ୍ବୁଲାନ୍ସ, ଯନ୍ତ୍ରଣାରେ ଛଟପଟ ହେଲେ ଗର୍ଭବତୀ
ଯୋଡ଼ା,୧।୧୦ (ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ଲହଣ୍ଡାଠାରେ ମଙ୍ଗଳବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ରାସ୍ତାରେ ପ୍ରବଳ ଟ୍ରାଫିକ୍ ଜାମ ହୋଇଥିବାରୁ ଏକ ଆମ୍ବୁଲାନ୍ସ ଫସିଯାଇଥିଲା। ଫଳରେ ସେଥିରେ…
ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର
ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ ସଚିବାଳୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଭାଜପାର ବହୁ ନେତାମାନେ ସାମିଲ ହୋଇଥିଲେ।…
Archives


