Home

ପୁଅ ବାହାଘରରେ ଉଡ଼ାଗଲା ୯୦ ଲକ୍ଷ ଟଙ୍କାର ନୋଟ୍‌

ଜାମନଗର,୧।୧୨: ଗୁଜରାଟ ଜାମନଗରରେ ପୁଅ ବାହାଘରରେ ୯୦ ଲକ୍ଷ ଟଙ୍କାର ନୋଟ୍‌ ଉଡ଼ାଯାଇଛି। ସ୍ଥାନୀୟ କୁନଡ ଗାଁରେ ଜାଡ଼େଜା ପରିବାର ପକ୍ଷରୁ ଏଭଳି କରାଯାଇଛି। ବର ବେଶରେ ଋଷିରାଜ ଜାଡ଼େଜା ହେଲକପ୍ଟରରେ ଚେଲା ଗଁାରେ କନ୍ୟା ଘରେ ପହଞ୍ଚିଥିଲେ। ଉଡ଼ାଯାଇଥିବା ନୋଟ୍‌କୁ…

ଆଜିଠୁ ୩୦ତମ କୋଣାର୍କ ଉତ୍ସବ: ନୂପୁରର ରୁଣୁଝୁଣୁ ଶବ୍ଦ ଅପେକ୍ଷାରେ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୧ା୧୨(ଡି.ଏନ୍‌.ଏ.): କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ରବିବାରଠାରୁ ଆରମ୍ଭ ହେବ ୩୦ତମ କୋଣାର୍କ ଉତ୍ସବ। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ରଙ୍ଗବେରଙ୍ଗର ପଟ୍ଟଚିତ୍ର, ଉଜ୍ଜ୍ୱଳ ଆଲୋକ ବ୍ୟବସ୍ଥା, ସୁନ୍ଦର ସାଜସଜ୍ଜା ସହିତ ପର୍ଯ୍ୟଟକଙ୍କ ବସିବା ପାଇଁ…

ବାଚସ୍ପତି ନିର୍ବାଚନରେ ଭାଗ ନେବନାହିଁ ଭାଜପା

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଆସ୍ଥା ଭୋଟରେ ଉଦ୍ଧବ ଠାକରେ ବାଜି ମାରିଲେ ସତ। ହେଲେ ରବିବାର ପୁଣି ଏକ ପରୀକ୍ଷା ଦେବେ ଉଦ୍ଧବ। ରବିବାର ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ। ହେଲେ ଏଥିରେ ଭାରତୀୟ ଜନତା ପାର୍ଟି(ଭାଜପା)…

ଡିସେମ୍ବର ୭ରେ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି

ଇସଲାମାବାଦ୍‌,୧।୧୨: ମୁମ୍ବାଇ ଆକ୍ରମଣ ଘଟଣାର ମାଷ୍ଟର ମାଇଣ୍ଡ୍‌ ହାଫିଜ୍‌ ସଇଦ୍‌ଙ୍କ ବିରୋଧ ଅଣାଯାଇଥିବା ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି ଡିସେମ୍ବର ୭ରେ ହେବ। ଏହାର ଶୁଣାଣି ଆତଙ୍କବାଦ ବିରୋଧୀ ଅଦାଲତରେ କରାଯିବ। ଏହି ମାମଲାର ପ୍ରତିଦିନ ଶୁଣାଣ କରିବାକୁ ସରକାରୀ…

ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା:୯ ମୃତ

ଓ୍ବାଶିଂଟନ,୧।୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଶନିବାର ହୋଇଥିବା ଏକ ବିମାନ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବାବଳେ ଅନ୍ୟ ୩ ଆହତ ହୋଇଛନ୍ତି। ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ହୋଇଥିବା କୁହାଯାଉଛି।…

୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରୀଛାତ୍ର ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। ଏ ନେଇ…

ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ: ସବୁ ସୁନାରେ ଏବେ ବିଆଇଏସ୍‌ କିମ୍ବା ହଲ୍‌ମାର୍କ ରହିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସୁନା କିଣିବା ବେଳେ ଏହା ବିଆଇଏସ୍‌ କିମ୍ବା ହଲମାର୍କ କି ନୁହେଁ ତାହା ଉପରେ ଗ୍ରାହକଙ୍କର ନଜର ନ ଥାଏ। ପସନ୍ଦ ହୋଇଥିବା ସୁନା କେତେ ଶୁଦ୍ଧ ତାହା ମଧ୍ୟ ଗ୍ରାହକ ଜାଣିିବା କଷ୍ଟକର। ଏହାର ଫାଇଦା ଉଠାଇ ଗ୍ରାହକଙ୍କ…

ନୂଆ ମୋଟର ଯାନ ଆଇନ: ଆଜିଠୁ କଡ଼ାକଡ଼ି ଯାଞ୍ଚ, ଖସିପାରିବେନି ଉଲ୍ଲଂଘନକାରୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁହେବ ନୂଆ ମୋଟର ଯାନ ଆଇନ। କେବଳ ଗାଡ଼ି କାଗଜପତ୍ର ଯାଞ୍ଚକୁ ୩ ମାସ କୋହଳ କରାଯାଇଥିବାବେଳେ ଅନ୍ୟ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ ହେବ। ଏ ନେଇ ପରିବହନ ବିଭାଗ…

ହରିୟାଣାରେ ୫ ହଜାର କୋଟିର ଖଣି ଦୁର୍ନୀତି ଅଭିଯୋଗ

ଚଣ୍ଡିଗଡ଼, ୧ା୧୨(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏହାର…

ସୁରିନାମ୍‌ ରାଷ୍ଟ୍ରପତିଙ୍କୁ ୨୦ ବର୍ଷ ଜେଲ୍‌

ପାରାମାରିବୋ,୧ା୧୨(ଏଏଫ୍‌ପି): ସୁରିନାମ୍‌ର ଏକ ସାମରିକ ଅଦାଲତ ରାଷ୍ଟ୍ରପତି ଡେସି ବୌଟେର୍ସେଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଶୀ ଦଶକରେ ବୌଟେର୍ସେ ଦକ୍ଷିଣ ଆମେରିକୀୟ ଦେଶର ଏକଚ୍ଛତ୍ରବାଦୀ ଶାସକ ଥିବାବେଳେ ରାଜନୈତିକ ବିରୋଧୀମାନଙ୍କୁ ମୃତ୍ୟୁଦଣ୍ଡ ଦେଇଥିଲେ। ସମ୍ପ୍ରତି ଚାଇନା ଗସ୍ତରେ ଥିବା…

ଇରାକରେ ସରକାର ବିରୋଧୀ ବିକ୍ଷୋଭ ଜୋରଦାର: ଇସ୍ତଫା ଦେବେ ପ୍ରଧାନମନ୍ତ୍ରୀ ମେହଦି

ବାଗଦାଦ୍‌,୧ା୧୨: ଇରାକ୍‌ରେ ଅକ୍ଟୋବରରୁ ଲାଗିରହିଥିବା ସରକାର ବିରୋଧୀ ବିକ୍ଷୋଭ କ୍ରମେ ଅଧିକ ସହରକୁ ବ୍ୟାପିଚାଲିଛି। ବିକ୍ଷୋଭ ହିଂସାରେ ୩୫୪ ଲୋକଙ୍କ ଜୀବନ ଗଲାଣି ଓ ୮୦୦୦ରୁ ଊର୍ଦ୍ଧ୍ୱ ଆହତ ହେଲେଣି। ଚାପରେ ପଡ଼ି ପ୍ରଧାନମନ୍ତ୍ରୀ ଆଦେଲ ଅବଦୁଲ ମେହଦି ଇସ୍ତଫା ଦେବେ…

ଲଣ୍ଡନ ବ୍ରିଜ୍‌ ଆକ୍ରମଣରେ ୨ ମୃତ

ଲଣ୍ଡନ,୧ା୧୨(ପି.ଟି.): ଲଣ୍ଡନ ବ୍ରିଜ୍‌ରେ ଶୁକ୍ରବାର ଜଣେ ଆତଙ୍କବାଦୀଙ୍କ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିଲେ। ପୋଲିସ ଗୁଳିରେ ଆକ୍ରମଣକାରୀ ନିହତ ହୋଇଛନ୍ତି। ଲଣ୍ଡନ ଷ୍ଟକ୍‌ ଏକ୍ସଚେଞ୍ଜ ବିସ୍ଫୋରଣ ଘଟଣାରେ ସେ ଦୋଷୀସାବ୍ୟସ୍ତ ହୋଇ ୭ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri