Home

ସିଆଚେନରେ ହିମସ୍ଖଳନ : ୨ ଯବାନ ଶହୀଦ

ଶ୍ରୀନଗର, ୧ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ କରୁଥିଲେ…

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା: ୩ ପୋଲିସ ନିଲମ୍ବିତ

ହାଇଦ୍ରାବାଦ, ୧ା୧୨ (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶନିବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମାମଲା ରୁଜୁ କରିବାରେ ବିଳମ୍ବ କରିଥିବା ୩ ପୋଲିସ…

ପାକିସ୍ତାନକୁ ଭାରତ ଓ ଜାପାନର ଆହ୍ବାନ: ଆତଙ୍କବାଦକୁ ଲଗାମ ଦିଅ

ନୂଆଦିଲ୍ଲୀ,୧ା୧୨: ପାକିସ୍ତାନରେ ଥିବା ଆତଙ୍କବାଦୀ ନେଟଓ୍ବର୍କ ଆଞ୍ଚଳିକ ସୁରକ୍ଷା ପ୍ରତି ବିପଦ ବୋଲି ଭାରତ ଓ ଜାପାନ ଏକ ମିଳିତ ବିବୃତିରେ କହିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ଇସ୍‌ଲାମାବାଦ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ଦୁଇ ରାଷ୍ଟ୍ର ଆହ୍ବାନ ଦେଇଛନ୍ତି।…

କିଡ୍‌ନୀ ଷ୍ଟୋନ ଦୂରକରିବାକୁ ଚାହୁଁଛନ୍ତି, ଆପଣାନ୍ତୁ ଏହି ଉପାୟ..

ସପୁରୀ, ଏକ ସ୍ବାଦିଷ୍ଟ ଫଳ। ଏଥିରେ ଭିଟାମିନ୍‌ ଏ, ଭିଟାମିନ୍‌ ସି, ପୋଟାସିୟମ, ଫାଇବର, ଆଣ୍ଟିଅକ୍ସିଡାଣ୍ଟ ଓ ଫସଫରସ୍‌ ଭରପୂର ମାତ୍ରାରେ ରହିଥାଏ। ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦିଅନ୍ତି। -ଆଥର୍‌ରାଇଟିସ୍‌ ସମସ୍ୟା ଥିଲେ…

୨୯ରେ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ବାର୍ଷିକ ଅଧିବେଶନ: ଯୋଗଦେବେ ସୁପ୍ରିମକୋର୍ଟ ବିଚାରପତି

ଅନୁଗୋଳ ଅଫିସ, ୧।୧୨ – ରାଜ୍ୟ ଆଇନଜୀବୀମାନଙ୍କ ସର୍ବପୁରାତନ ସଙ୍ଗଠନ ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ୪୮ତମ ବାର୍ଷିକ ଉତ୍ସବ ଅନୁଗୋଳ ଷ୍ଟାଡ଼ିୟମଠାରେ ଆସନ୍ତା ଡିସେମ୍ବର ୨୯ ଓ ୩୦ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ଅନୁଗୋଳ ଓକିଲ ସଂଘ…

ଆଜିଠୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ : ଜଗିବ ସିସି କ୍ୟାମେରା

ଛତ୍ରପୁର,୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ରବିବାରରୁ ଟ୍ରାଫିକ୍‌ ନିୟମ କଡାକଡି ପାଳନ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନରଙ୍କଠାରୁ ଏକ ଚିଠି ଗଞ୍ଜାମ ଜିଲାପାଳଙ୍କ ପାଖକୁ ଆସିଛି। ଏହିପରିପ୍ରେକ୍ଷୀରେ ସ୍ପିଡ୍‌ ଗାଡି ଚଳାଇବା, ରେଡ୍‌ ଲାଇଟ୍‌ ଜମ୍ପିଂ, ମଦ୍ୟ…

ବିଶ୍ୱ ଏଡ୍‌ସ ଦିବସ ଆଜି: ଏବର୍ଷ ୮୦ ରୋଗୀ ଚିହ୍ନଟ, ୧୮ ମୃତ

ବାରିପଦା ଅଫିସ,୧।୧୨- ଏଡସ ନିରାକରଣ ଲାଗି ସଚେତନତା ଆଦି କାର୍ଯ୍ୟକ୍ରମ କରାଯାଉ ଥିଲେ ବି ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ରୋଗୀ ସଂଖ୍ୟା ବଢିବାରେ ଲାଗିଛି। ଏହି ଜିଲାରେ ୨୦୦୬ ରୁ ୨୦୧୯ ଅକ୍ଟୋବର ମଧ୍ୟରେ ୧୧୨୯ ଏଡସ ରୋଗୀ ଚିହ୍ନଟ…

ଗରା, ବାଲ୍‌ଟି ଧରି ରାସ୍ତା ଅବରୋଧ

ଉଦଳା, ୧।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସିର ୯ନଂ ୱାର୍ଡର ବାସିନ୍ଦା ଜଳକଷ୍ଟର ଶିକାର ହେଉଛନ୍ତି। ପାନୀୟ ଜଳ ଯୋଗାଣ ଲାଗି ଦୀର୍ଘବର୍ଷ ହେଲା ପାଇପ୍‌ ବିଛା ଯାଇଥିଲେ ବି ଲୋକଙ୍କୁ ଜଳ ଯୋଗାଇ ଦିଆଯାଉନାହିଁ ା ପ୍ରଶାସନ ଏହାର କୌଣସି…

‘ଅଗ୍ନି-୩’ ରାତ୍ରକାଳୀନ ପରୀକ୍ଷା ସଫଳ

ବାଲେଶ୍ୱର ଅଫିସ, ୧।୧୨-ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଭାରତ ଆଉ ଏକ ସଫଳତା ହାସଲ କରିଛି। ଶନିବାର ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡିଓ ପକ୍ଷରୁ ଭଦ୍ରକ ଜିଲା କଲାମ ଦ୍ୱୀପରୁ କରାଯାଇଥିବା ‘ଅଗ୍ନି-୩’ କ୍ଷେପଣାସ୍ତ୍ରର ରାତ୍ରକାଳୀନ ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ସନ୍ଧ୍ୟା…

ଚାଷୀଙ୍କ ଅଜାଣତରେ ଉଠାଯାଇଛି ଋଣ

ବାହାନଗା, ୧ା୧୨(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତରେ ଥିବା ସେବା ସମବାୟ ସମିତିରେ କୋଟି କୋଟି ଟଙ୍କା ହେରଫେର୍‌ ହୋଇଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ କେତେକ ଚାଷୀ ଜିଲାପାଳ ଓ ଭିଜିଲାନ୍ସଠାରେ ଦାବି କରିଛନ୍ତି।…

ଡେଭିସ୍‌ କପ୍‌: ପାକିସ୍ତାନକୁ ୪-୦ରେ ହରାଇଲା ଭାରତ

ନୁର- ସୁଲତାନ,୩୦।୧୧(ପି.ଟି.): କାଜାଖସ୍ଥାନ ରାଜଧାନୀ ନୁର- ସୁଲତାନରେ ଅନୁଷ୍ଠିତ ଡେଭିସ୍‌ କପ୍‌ ମ୍ୟାଚ୍‌ରେ ଶନିବାର ଭାରତ ୪-୦ରେ ପାରମ୍ଭରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଓ୍ବାଲର୍‌ଡ ଗ୍ରୁପ୍‌ କ୍ୱାଲିଫାୟର୍ସ ଖେଳିବା ପାଇଁ ଯୋଗ୍ୟତା ହାସଲ କରିଛି।…

ହାମିଲଟନ ଟେଷ୍ଟ: ନ୍ୟୁଜିଲାଣ୍ଡ ସ୍ଥିତି ଦୃଢ଼

ହାମିଲଟନ, ୩୦।୧୧(ଏଏଫପି): ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୬୫ ରନରେ ବିଜୟ ହାସଲ କରିବା ପରେ ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ନ୍ୟୁଜିଲାଣ୍ଡ ଦମ୍‌ଦାର ପ୍ରଦର୍ଶନ କରିଛି। ଟସ୍‌ ହାରି ବ୍ୟାଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri