ଶ୍ରଦ୍ଧାପୁର ସରପଞ୍ଚ ଉପନିର୍ବାଚନ: ବିଜେଡ଼ି ସମର୍ଥିତ ପ୍ରାର୍ଥୀ ବିଜୟୀ
ଭୋଗରାଇ, ୩୦ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍ ଅଧୀନ ଶ୍ରଦ୍ଧାପୁର ଉପନିର୍ବାଚନରେ ବିଜେଡ଼ି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ବିଜୟୀ ହୋଇଛନ୍ତି। ଶନିବାର ବ୍ଲକ ପରିସରରେ କଡ଼ା ନିରାପତ୍ତା ମଧ୍ୟରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯାଇଛି। ବିଜୟୀ…
ହିମସ୍ଖଳନ: ୨ ଯବାନ ଶହୀଦ
ଶ୍ରୀନଗର,୩୦ା୧୧(ପି.ଟି.) : କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍ ଗ୍ଲାସିୟର୍ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ କରୁଥିଲେ…
ଖଟ୍ଟର ସରକାରଙ୍କ ବିରୋଧରେ କଂଗ୍ରେସର ଖଣି ଦୁର୍ନୀତି ଅଭିଯୋଗ
ଚଣ୍ଡିଗଡ଼, ୩୦ା୧୧(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏହାର…
ଝାଡ଼ଖଣ୍ଡରେ ୬୩% ମତଦାନ: ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍
ରାଞ୍ଚି, ୩୦ା୧୧ : ଝାଡ଼ଖଣ୍ଡ ବିଧାନସଭା ଲାଗି ହେଉଥିବା ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଶନିବାର ଅନୁଷ୍ଠିତ ଏହି ନିର୍ବାଚନରେ ମତଦାନ ହାର ୬୨.୮୭ ପ୍ରତିଶତ ରହିଛି। ପ୍ରଥମ ପର୍ଯ୍ୟାୟରେ ୬ ଜିଲାରେ ୧୩…
ଏସବୁ ଲକ୍ଷଣରୁ ଜାଣନ୍ତୁ ପୁଅଟିଏ ବିବାହିତ କି ଅବିବାହିତ
ଜଣେ ଝିଅ ବିବାହିତା କି ଅବିବାହିତା ସେ ସମ୍ପର୍କରେ ଜାଣିବା ଆଦୌ କଷ୍ଟକର ନୁହେଁ। କାରଣ ମଥାରେ ସିନ୍ଦୁର, ହାତରେ ଶଙ୍ଖା, ପାଦରେ ପାଉଁଜି, ବେକରେ ମଙ୍ଗଳସୂତ୍ର ଦେଖିଲେ ସହଜରେ ବୁଝିଯିବେ ଝିଅଟିଏ ବିବାହିତା କି ଅବିବାହିତା। କିନ୍ତୁ ଜଣେ ପୁଅ…
ମହିଳାଙ୍କ ବେକରୁ ଦୁର୍ବୃତ୍ତ ଝାମ୍ପିନେଲେ ୨ ସୁନା ଚେନ୍
ହିଞ୍ଜିଳିକାଟୁ,୩୦।୧୧(ଡି.ଏନ୍.ଏ.) : ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ମାଣିକ ନଗରଠାରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ବେକରୁ ବାଇକ୍ରେ ଆସି ୨ ଜଣ ଦୁର୍ବୃତ୍ତ ପ୍ରାୟ ୪ ଭରି ଓଜନର ୨ଟି ସୁନା ଚେନ୍ ଝାମ୍ପି ନେଇଛନ୍ତିି। ଏନେଇ ହିଞ୍ଜିଳି ଥାନାରେ ଅଭିଯୋଗ…
ବାଇକ୍ ଡିକିରୁ ୪୭ ହଜାର ଲୁଟ୍
ବଡ଼ସାହି,୩୦।୧୧(ସ୍ବ.ପ୍ର.) : ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ନିକଟରୁ ଦୁର୍ବୃତ୍ତମାନେ ଶନିବାର ପୂର୍ବାହ୍ନରେ ଗାନ୍ଧୀଛକ ନିକଟ ଏମ୍ସିସି ବ୍ୟାଙ୍କ ସମ୍ମୁଖରୁ ବାଇକ ଡିକି ଭାଙ୍ଗି ୪୭ ହଜାର ଟଙ୍କା ଲୁଟ୍ କରିନେଇଛନ୍ତି। ଏ ନେଇ ବଡ଼ସାହି ଥାନାରେ ଲିଖିତ ଅଭିଯୋଗ ହେବା…
ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ବାଇକ୍ ରାଲି
ଭଦ୍ରକ ଅଫିସ, ୩୦।୧୧: ଭଦ୍ରକରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବିଭିନ୍ନ ମହଲରୁ ଦାବି ଏବେ ଜୋର ଧରିଛି। ଜିଲାରେ ସମସ୍ତ ପ୍ରକାର ଭିତ୍ତିଭୂମି ଥିବାବେଳେ ସରକାର ଜିଲାବାସୀଙ୍କୁ ବାରମ୍ବାର ଅଣଦେଖା ସହ ପ୍ରତାରଣା କରିଆସିଛନ୍ତି। ଜିଲାର ସାମୂହିକ ବୃହତ୍ତର…
ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ଗୁରୁତର ହେବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ
କୋକସରା,୩୦।୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ବିଜମରା ଗ୍ରାମରେ ଶନିବାର ଧାନଖଳାରେ ଖେଳୁଥିବା ବେଳେ ନିଆଁ ଲାଗି ୩ ଶିଶୁ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ,ମଧ୍ୟାହ୍ନରେ ଧାନଖଳାରେ ଖେଳୁଥିବା ବେଳେ…
ବେଆଇନ ବାଲି, ପଥର ବୋଝେଇ ଟ୍ରାକ୍ଟର; ହାଇୱା ଜବତ
ଛେଣ୍ଡିପଦା,୩୦।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରୁ ଶନିବାର ବେଆଇନ ବାଲି ବୋଝେଇ ଟ୍ରାକ୍ଟର ଓ ଏକ ପଥର ବୋଝେଇ ହାଇୱା ଜବତ କରାଯାଇଛି। ସୂଚନାନୁଯାୟୀ, ବେଆଇନ ବାଲି ପଥର ଓ ମୋରମ ଜିଲାର ବିଭିନ୍ନ ଅଞ୍ଚଳକୁ ମାଫିଆମାନେ ଚାଲାଣ କରୁଥିବା…
ଚାନ୍ଦବାଲି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟବ୍ରତ ମନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ନଗର ଉନ୍ନୟନ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି। ସତ୍ୟବ୍ରତଙ୍କ ବିରୋଧରେ ଜାଲିଆତି, ବେଆଇନ ନିଯୁକ୍ତି,…
ଦିଶାଙ୍କ ଫଟୋକୁ ଟାଇଗରଙ୍କ ମା’, ଭଉଣୀଙ୍କ ପ୍ରଶଂସା
ବମ୍ବେ: ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ଟାଇଗର ଶ୍ରଫଙ୍କୁ ଯୋଡାଯାଏ। ଏହା ପଛରେ ବଳିଷ୍ଠ କାରଣ ମଧ୍ୟ ରହିଛି। ସାଙ୍ଗରେ ସମୟ ବିତାଇବା ହେଉ ଅଥବା କୌଣସି ପାର୍ଟି, ସବୁଠାରେ ଉଭୟଙ୍କୁ ଦେଖିବାକୁ ମିଳିଥାଏ। ଟାଇଗର ମଧ୍ୟ ଦିଶାଙ୍କ ପ୍ରଶଂସାରେ…
Archives


