ରହସ୍ୟମୟୀ ପିରାମିଡ୍ ‘ ଦ ଗ୍ରେଟ୍ ପିରାମିଡ୍ ଅଫ୍ ଗିଜା’
ମିଶରରେ ଥିବା ୪ ହଜାର ବର୍ଷର ପୁରୁଣା ପିରାମିଡ୍ର ରହସ୍ୟ ସମ୍ପର୍କରେ ସଠିକ୍ ତଥ୍ୟ ଆଜିପର୍ଯ୍ୟନ୍ତ ମିଳିନାହିଁ। କିନ୍ତୁ ରାଜା ରାଣୀଙ୍କ କବର ପାଇଁ ଏହା ନିର୍ମାଣ କରାଯାଇଥିଲା ବୋଲି କୁହାଯାଏ। ଏଠାକାର ସବୁଠୁ ପୁରୁଣା ତଥା ରହସ୍ୟମୟୀ ପିରାମିଡ୍ ହେଉଛି…
ଏଭଳି ଶୋଇଲେ ଶରୀର ଉପରେ ପଡ଼େ ଖରାପ ପ୍ରଭାବ…
ଶୋଇବାର କେତେକ ସାଧାରଣ ନିୟମ ରହିଛି। ଏହାକୁ ପାଳନ କଲେ ଶରୀର ଉପରେ ଭଲ ପ୍ରଭାବ ପଡ଼ିଥାଏ। ପେଟ ମାଡ଼ିହୋଇ ଶୋଇବା ଦ୍ୱାରା ବହୁ ସମସ୍ୟା ଦେଖାଦେଇଥାଏ। ଏହାଯୋଗୁ ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇଥାଏ। ସେହିପରି ଏଭଳି ଶୋଇବା ଅଭ୍ୟାସ ଯୋଗୁ ଖାଦ୍ୟ…
ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ
କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍ ସ୍ବାସ୍ଥ୍ୟାବସ୍ଥା…
ଏସବୁ ଘରୋଇ ଉପାୟରେ କମିଥାଏ ଥଣ୍ଡା
ଥଣ୍ଡା ଧରିଥିଲେ କିଛି ଘରୋଇ ଉପାୟ ଅବଲମ୍ବନ କଲେ ଏହି ସମସ୍ୟା ଶୀଘ୍ର ଦୂର ହୋଇଥାଏ। ଜାଣନ୍ତୁ ଏ ସମ୍ପର୍କରେ… ୧. ପାଣିରେ ହଳଦୀ ଓ ଲୁଣ ପକାଇ ଗରମ କରନ୍ତୁ। ଏହାର ବାମ୍ଫକୁ ୪/୫ଥର ନାକବାଟେ ନିଅନ୍ତୁ। ତୁଳସୀପତ୍ରକୁ ପାଣିରେ…
ଉଦ୍ଧବଙ୍କୁ ମିଳିଲାନି ଭାଇ ରାଜ ଠାକରେଙ୍କ ଭୋଟ
ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ବିଧାନସଭାରେ ଶନିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଥିଲେ। ତାଙ୍କ ସପକ୍ଷରେ ୧୬୯ଭୋଟ ଆସିଥିବା ବେଳେ ଏବେ ସେ ତାଙ୍କ କ୍ୟାବିନେଟ ବିସ୍ତାର କରିବାର ରାସ୍ତା ସଫା ହୋଇଗଲା ବୋଲି ଆଲୋଚନା ହେଲାଣି। ସବୁଠାରୁ ବଡକଥା…
ବୁଥ୍ ବାହାରେ କଂଗ୍ରେସ ପ୍ରାର୍ଥୀଙ୍କ ଦାଦାଗିରି
ରାଞ୍ଚି,୩୦।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟର ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଏଠାରେ ୧୩ଟି ଆସନ ପାଇଁ ପ୍ରାୟ ୪,୮୯୨ଟି କେନ୍ଦ୍ରରେ ମତଦାନ ଚାଲିଛି। ଏହାରି ଭିତରେ ପଲାମୁ ଜିଲାର କୋସିୟାରା ଗାଁର ଏକ ମତଦାନକେନ୍ଦ୍ର ବାହାରେ କଂଗ୍ରେସ ଓ…
ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ର : ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ଯୋଡ଼ା,୩୦।୧୧(ଡି.ଏନ୍.ଏ): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିବାରୁ ଅଭିଭାବକମାନେ ଶନିବାର ସ୍କୁଲରେ ତାଲା ପକାଇ ଦେଇଛନ୍ତି। ଏ ସମ୍ପର୍କରେ ଅଭିଭାବକ ବସନ୍ତ ମୁଣ୍ଡା, ଲକ୍ଷ୍ମଣ ନାଏକ, ଇନ୍ଦୁମତୀ ନାଏକ, ଦମୟନ୍ତୀ…
ବୋମା ବିସ୍ଫୋରଣରେ କମାଣ୍ଡରଙ୍କ ମୃତ୍ୟୁ
କାବୁଲ,୩୦।୧୧: ଆଫଗାନୀସ୍ତାନରେ ଏକ ବୋମା ବିସ୍ଫୋରଣରେ ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ରାସ୍ତା କଡ଼ରେ ଥିବା ଏକ ବୋମାରେ ସୈନ୍ୟ ବାହିନୀ ଗାଡ଼ି ଧକ୍କା ହେବାରୁ ଏଭଳି ଘଟିଥିବା କୁହାଯାଉଛି। ହେଲମାଣ୍ଡ୍ ପ୍ରଦେଶର ମାର୍ଜହା ଜିଲାରେ ଏହା ଘଟିଛି। ମୃତକଙ୍କୁ ବ୍ରିଗେଡ଼ିୟର…
ରୁଷ ସେନାର କ୍ୟାଡେଟ ଗାଇଲେ ‘ଏ ଓ୍ବତନ.. ତେରୀ କସମ୍’
ମସ୍କୋ,୩୦।୧୧: ଭାରତର ଦେଶଭକ୍ତି ଗୀତକୁ ଗାଇ ଝୁମିଲେ ରୁଷ ସେନା। ମସ୍କୋରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁଷ ସେନାର କ୍ୟାଡେଟମାନେ ଭାରତର ଦେଶଭକ୍ତି ସଙ୍ଗୀତ ‘ଏ ଓ୍ବତନ.. ଏ ଓ୍ବତନ, ହମକୋ ତେରି କସମ୍ ଗୀତ ଗାଇଛନ୍ତି। ଏହି ଗୀତ ବଲିଉଡ୍…
ଏଣିକି ରାସ୍ତାରେ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବନି ପୋଲିସ: ଘରକୁ ପଠାଯିବ ଚାଲାଣ, ନ ଦେଲେ ଆର୍ଟିଓ ଖାତାରେ ଗଡ଼ିବ ସୁଧମୂଳ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରବିବାରଠାରୁ ସଂଶୋଧିତ ନୂତନ ଟ୍ରାଫିକ ନିୟମ କଡ଼ାକଡ଼ି ହେବାକୁ ଯାଉଛି। ଏଥର ପୋଲିସ ଆଉ ରାସ୍ତା ମଝିରେ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବ ନାହିଁ। ନୂଆ ବ୍ୟବସ୍ଥାରେ କମିଶନରେଟ ପୋଲିସ ଉଲ୍ଲଘଂନକାରୀଙ୍କଠାରୁ କଡ଼ାଗଣ୍ଡା କରି ସୁଧମୂଳ ଅସୁଲ କରିବ।…
ଶୀତଦିନେ କାହିଁକି ବଢ଼େ ମାନସିକ ଅବସାଦ…
ଶୀତଦିନେ କେତେକଙ୍କଠାରେ ମାନସିକ ଅବସାଦ ବୃଦ୍ଧି ପାଉଥିବାର ଦେଖିବାକୁ ମିଳିଥାଏ। ଏହି ସମୟରେ ପରିବେଶ ଥଣ୍ଡା ରହିବା ଯୋଗୁ ଶରୀରରେ କ୍ଷରଣ ହେଉଥିବା କେତେକ ହରମୋନ୍ ସ୍ବାଭାବିକ ଭାବେ କାର୍ଯ୍ୟ କରି ନ ଥାଏ। ମେଟାବୋଲିଜିମ୍ ପ୍ରକିୟା ଧିମା ହେବା ଯୋଗୁ…
ଉଦ୍ଧବ ଦେଲେ ଶକ୍ତି ପରୀକ୍ଷା: ୧୬୯ ବିଧାୟକଙ୍କ ସମର୍ଥନ
ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଶନିବାର ବିଧାନ ଭବନରେ ଶକ୍ତି ପରୀକ୍ଷା ଦେଇଛନ୍ତି। ଶକ୍ତି ପରୀକ୍ଷାରେ ଉଦ୍ଧବ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଛନ୍ତି। ୧୬୯ ବିଧାୟକ ଉଦ୍ଧବ ସରକାରଙ୍କ ସପକ୍ଷରେ ଭୋଟ ଦେଇଛନ୍ତି। ସରକାରଙ୍କ ବିପକ୍ଷରେ କୌଣସି ସଦସ୍ୟ ଭୋଟ…
Archives


