Home

ବାହ୍ୟ ବିପଦର ମୁକାବିଲା କରିବ ରାଷ୍ଟ୍ରୀୟ ଏକତା

ନୂଆଦିଲ୍ଲୀ: ଭାରତରେ ରାଜନୈତିକ ଏକତ୍ରୀକରଣ ପାଇଁ ଭାରତର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଓ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ବାଧୀନତା ପରେ ଦେଶରେ ପାଖାପାଖିତ୍ ୫୦୦ଟି ସ୍ବତନ୍ତ୍ର ରାଜ୍ୟକୁ ଏକସୂତ୍ରରେ ବାନ୍ଧିବା ଭଳି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିଥିଲେ…

ଅନୁଚ୍ଛେଦ ୩୭୦ ଜମ୍ମୁ-କଶ୍ମୀରରେ ସୃଷ୍ଟି କରିଛି ଆତଙ୍କବାଦ ପରିବେଶ: ମୋଦି

ଅହମ୍ମଦାବାଦ୍‌,୩୧।୧୦: ଅନୁଚ୍ଛେଦ ୩୭୦ କେବଳ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ପରିବେଶ ସୃଷ୍ଟି କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦେଶର ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୪୪ ଜୟନ୍ତୀ ଅବସରରେ ଗୁଜରାଟର କଓ୍ବେଡ଼ିଆଠାରେ ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସର୍ଦ୍ଦାର…

ଏହି ଟିମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ସନି ଲିଓନି

ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍‌ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି। ସବୁ ଫ୍ରାଞ୍ଚାଇଜ୍‌ ନିଜ ଦଳର ପାଇଁ ପ୍ରଚାରପ୍ରସାର ଆରମ୍ଭ କରିଦେଇଛନ୍ତି।…

ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ଜାରି କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୩୧।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବାଗ୍‌ଦାଦିଙ୍କ ଏନ୍‌କାଉଣ୍ଟର ସମୟର ଭିଡ଼ିଓ ଏବଂ ଫଟୋ ପେଣ୍ଟାଗନ ପକ୍ଷରୁ ଜାରି କରାଯାଇଛି। କଳାଧଳାରେ ଏହି ଫଟୋ ପେଣ୍ଟାଗନ ଜାରି କରିଛି। ସିରିୟାର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବା…

ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ଅଫିସ୍‌ରେ ତାଲା

ପୁରୁଣା ଭୁବନେଶ୍ୱର,୩୧ା୧୦ (ଡି.ଏନ.ଏ.): ଶ୍ରୀଲିଙ୍ଗରଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ କାର୍ଯ୍ୟାଳୟରେ ବୁଧବାର ହଠାତ୍‌ ପୂର୍ବାହ୍ନ ୧୦ଟାରେ କେତେଜଣ ସେବାୟତ ପହଞ୍ଚତ୍ଥିଲେ। କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଅଫିସ୍‌ ବାହାରକୁ ଆସିବାକୁ କହିଥିଲେ।…

ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ

ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ଉପକୂଳରେ ପହଞ୍ଚିଥିବା ଆଣ୍ଡାମାନର ନାବିକ ଅମ୍ରିତ କୁଜୁର(୩୬) ନିଜ ଘରକୁ ଫେରିଯାଇଛନ୍ତି।…

୧୮ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଅଭିଯୋଗକାରୀ ସନ୍ତୋଷ ମାଷ୍ଟରମାଇଣ୍ଡ

କଟକ ଅଫିସ, ୩୧ା୧୦: କଟକ ଜିଲା ଖୁଣ୍ଟୁଣୀ ଥାନା ନିକଟରେ ମଙ୍ଗଳବାର ଘଟିଥିବା ୧୮ ଲକ୍ଷ ଟଙ୍କା ଲୁଟ୍‌ ଘଟାଣର ବୁଧବାର ପର୍ଦ୍ଦାଫାଶ ହୋଇଛି। କୌଣସି ଦୁର୍ବୃତ୍ତ ଏହି ଲୁଟ୍‌ରେ ସାମିଲ ନାହାନ୍ତି। ଟଙ୍କା ନେଇ ଯାଉଥିବା କର୍ମଚାରୀ ଜଣଙ୍କ ନିଜେ…

ଜଗଦ୍ଧାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୩୧।୧୦: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଗୁରୁବାର ମା’ ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ବାଘ ବାହନ ଥିବା ବେଳେ…

ଦେଶକୁ ଏକ ସୂତ୍ରରେ ବାନ୍ଧି ରଖିଥିଲେ ସର୍ଦ୍ଦାର ପଟେଲ: ମୋଦି

କେବଡିଆ,୩୧।୧୦: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ଆଜି ହେଉଛି ୧୪୪ ତମ ଜନ୍ମଦିବସ। ଏହି ଦିବସକୁ ରାଷ୍ଟ୍ରୀୟ ଏକତା ଦିବସ ବା ‘ରନ୍‌ ଫର୍‌ ୟୁନିଟି’ ଭାବେ ସାରା ଦେଶରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଲଦାଖ ହେଲା କେନ୍ଦ୍ରଶାସିତ ଅଞ୍ଚଳ: ରାଧାକୃଷ୍ଣ ମାଥୁର ପ୍ରଥମ ଉପରାଜ୍ୟପାଳ

ଶ୍ରୀନଗର,୩୧।୧୦: ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ ଆରମ୍ଭ କରିଛି। ଏହାର ପ୍ରଥମ ଉପରାଜ୍ୟପାଳ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ରାଧାକୃଷ୍ଣ ମାଥୁର ଶପଥ ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଇଏଏସ୍‌ ଅଫିସର ଉମଙ୍ଗ ନରୁଲାଙ୍କୁ ଉପରାଜ୍ୟପାଳଙ୍କ ପରାମର୍ଶଦାତା ଭାବେ…

ଭାରତ ପକ୍ଷରୁ ଖେଳିବା ପାଇଁ ଅନ୍ୟ ଦେଶର ଅଧିନାୟକ ପଦ ଛାଡିଲେ, ଏବେ ରଣଜୀ ଟ୍ରଫିରେ ଦେଖାଇବେ ଜଲଓ୍ବା

ନୂଆଦିଲ୍ଲୀ,୩୧।୧୦:୨୦୧୮ ଦୁବାଇରେ ଖେଳାଯାଇଥିବା ଏସିଆ କପରେ ଭାରତୀୟ ଦଳ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଥିବା ଖେଳାଳି ଅଶୁଂମାନ ରଥ ଏବେ ଭାରତ ପାଇଁ ରଣଜୀ ଖେଳିବାକୁ ଯାଉଛନ୍ତି। ଏଥିପାଇଁ ସେ ହଂକଂ ଦଳର ଅଧିନାୟକ ପଦ ଛାଡିଛନ୍ତି। ରଣଜୀରେ ଭଲ ପ୍ରଦର୍ଶନ…

ତେଜଗାମ ଏକ୍ସପ୍ରେସରେ ନିଆଁ

କରାଚି,୩୧।୧୦: ପାକିସ୍ତାନର କରାଚି-ରାଓ୍ବଲପିଣ୍ଡି ତେଜଗ୍ରାମ ଏକ୍ସପ୍ରେସରେ ଗୁରୁବାର ସକାଳେ ନିଆଁ ଲାଗିଯାଇଛି। ରହିମ୍‌ ୟାର ଖାନ୍‌ ନିକଟ ଲିଆକତପୁରର ତାଲଓ୍ବାରି ଷ୍ଟେଶନଠାରେ ଉକ୍ତ ଟ୍ରେନରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ନିଆଁ ଟ୍ରେନର ୩ଟି ବଗିରେ ଲାଗିଥିବା କୁହାଯାଉଛି। ଏବେସୁଦ୍ଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri