ଆଇଏଏସ୍ ଅଫିସରଙ୍କୁ ମେଡିକାଲ ଦାୟିତ୍ୱ
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୦ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ତଦନୁଯାୟୀ ଉନ୍ନୟନ…
ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ ନେଇ ସଫଳତା ପାଇଛି। ପୂର୍ବ ଅପେକ୍ଷା ଏବେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲାଙ୍କ ବହୁମାତ୍ରାରେ ହ୍ରାସ ପାଇଛି…
ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼
କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି ପ୍ରମାଣ ନ ପାଇ ଶେଷରେ ସମ୍ପୃକ୍ତ ଅଟୋ ଚାଳକଙ୍କୁ ଛାଡି ଦେଇଛି। ସେ ହେଲେ…
ଅନୁଗୋଳ ଏନ୍କ୍ଲେଭର ଶିଳାନ୍ୟାସ: ୨ ପର୍ଯ୍ୟାୟରେ ନିର୍ମାଣ ହେବ ୬୧୩ ଘର
ଅନୁଗୋଳ ଅଫିସ, ୩୧ା୧୦ – ଦୀର୍ଘ ୧୫ ବର୍ଷର ପ୍ରତୀକ୍ଷା ପରେ ଓଡ଼ିଶା ଷ୍ଟେଟ ହାଉସିଂ ବୋର୍ଡ ପକ୍ଷରୁ ଅନୁଗୋଳ ଏନ୍କ୍ଲେଭର ଶିଳାନ୍ୟାସ କରାଯାଇଛି। ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ପଛ ପାର୍ଶ୍ୱରେ ଏହି ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ…
ପାଠ୍ୟପୁସ୍ତକ ଜ୍ଞାନକୁ ଜୀବନରେ ବିନିଯୋଗ କର: ଓ୍ବାଙ୍ଗ୍ଚୁକ୍
ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ):ଶିକ୍ଷା କ୍ରାନ୍ତି ବା କୌଣସି ବ୍ୟକ୍ତିର ଶିକ୍ଷାର ବିକାଶ ପାଇଁ ‘ପଢ଼ିବା, ଲେଖିବା ଓ ଗଣିତ’ର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଛାତ୍ରୀଛାତ୍ରମାନେ ସମାଜରେ ସକାରାତ୍ମକ ଚିନ୍ତନ ଆଣିବା ପାଇଁ ନିଜର ପାଠ୍ୟପୁସ୍ତକ ଜ୍ଞାନକୁ ବାସ୍ତବିକ ଜୀବନରେ ବିନିଯୋଗ କରି ନିଜକୁ ମଜଭୁତ୍…
କେୟାର ହସ୍ପିଟାଲରେ ଲୋକଙ୍କୁ ପାର୍କିଂ ମନା
ଭୁବନେଶ୍ୱର, ୩୧ା୧୦: ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍, ଆପାର୍ଟମେଣ୍ଟ, ମଲ୍ରେ ଲୋକଙ୍କ ଗାଡ଼ି ରଖିବା ଆବଶ୍ୟକ ପାର୍କିଂ ସ୍ଥାନ ରଖିବାକୁ ବାଧ୍ୟ। ଏବେ ପାର୍କିଂ ଫି ଆଦାୟ ଉପରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) କଟକଣା ଲଗାଇବା ସହ…
ମାଲକାନଗିରି ବିମାନ ବନ୍ଦର କାର୍ଯ୍ୟ ଆରମ୍ଭ
ମାଲକାନଗିରି,୩୧।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ପ୍ରସ୍ତାବିତ ବିମାନ ବନ୍ଦର କାର୍ଯ୍ୟ ଅନେକ ବର୍ଷ ପରେ ଆରମ୍ଭ ହୋଇଛି। ଏନେଇ ଜିଲାବାସୀଙ୍କ ମନରେ ଆଗାମୀ ଦିନରେ ବିମାନ ସେବା ପାଇଁ ଆଶା ସଞ୍ଚାର ହୋଇଛି ା ଏଥିପାଇଁ ୨୮ କୋଟିରୁ ଊର୍ଦ୍ଧ୍ୱ ବ୍ୟୟ ଅଟକଳ…
ସିମେଟ୍ ପାଲ ତଲେ ପରିବାର
ଲୋଇସିଂହା, ୩୧।୧୦(ଡି.ଏନ୍.ଏ.)- ଦିନାକେତେ ତଲେ ହେଇଥିବାର ଲଘୁଚାପ ବରଷାରେ ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗାଁର ଗିରିଶଙ୍କର ଗେଜୋକଁର ଘରର କାଁଥି ଭାଂଗି ଯାଇଛେ। ଭଂଗା କାଁଥି ଜାଗାରେ ସିମେଟ୍ ପାଲ ଢାପି ୪ ପରାନୀ କୁଟୁମ ବଡ଼ା ଗୁଲ୍ଗୁଲା ହେଇ ଜୀବନ୍…
ଡିସେମ୍ବର ୭ରୁ ଡଗ୍ ଶୋ’: ପ୍ରଥରଥର ପାଇଁ ହେବ ବିଗଲ ସ୍ପେଶିଆଲିଟି
ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଓଡ଼ିଶା କେନେଲ କ୍ଲବ ପକ୍ଷରୁ ପ୍ରତିବର୍ଷ ହେଉଥିବା ଡଗ୍ ଶୋ’ ଆସନ୍ତା ଡିସେମ୍ବର ୭ରୁ ଆରମ୍ଭ ହେବ। ୟୁନିଟ୍-୬ ବାଳକ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଏହା ଦୁଇଦିନ ଧରି ଚାଲିବ। ଶୋ’ ପାଇଁ କ୍ଲବ୍ ପକ୍ଷରୁ ପ୍ରସ୍ତୁତି ପ୍ରାୟତଃ…
ଷ୍ଟିଚ୍ ଖୋଲୁଖୋଲୁ ପେଟ ମେଲା ହୋଇଗଲା
କଟକ ଅଫିସ, ୩୧ା୧୦: ଷ୍ଟିଚ୍ ଖୋଲୁଖୋଲୁ ପେଟ ମେଲା ହୋଇଯାଇଛି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ରୋଗୀ ଜଣକ ଛଟପଟ ହେଉଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇନାହିଁ। ଉକ୍ତ ଘଟଣାକୁ ନେଇ ପାରାଲିଗାଲ ଭଲ୍ୟୁଣ୍ଟିୟର ବିଭୂତି ରାୟ ଏସ୍ସିବି ମେଡିକାଲ ଅଧୀକ୍ଷକଙ୍କୁ ଭେଟି…
ଐତିହାସିକ ବାସୁଦେବପୁର କାଳୀପୂଜା: ଶୋଭା ବଢ଼ାଉଛି ତୋରଣ, ଚିତ୍ରକଳ୍ପ
ବାସୁଦେବପୁର, ୩୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁରରେ ଜମୁଛି ଐତିହାସିକ କାଳୀପୂଜା। ୧୯୪୪ରେ ଏକ ଝାଟିମାଟି ଘରେ ଆରମ୍ଭ ହୋଇଥିଲା ଏହି ପୂଜା। ଚଳିତବର୍ଷ ସର୍ବପୁରାତନ ଆମ କାଳୀ କମିଟି ୭୫ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ପାଳନ…
ଜର୍ମାନୀ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ଯୋଗଦେବ ସି.ଭି. ରମଣ
ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଜର୍ମାନୀର ମୁନିଚ୍ଠାରେ ହେବାକୁ ଥିବା ବିଶ୍ୱବିଦ୍ୟାଳୟ ଚାମ୍ପିୟନଶିପ୍ ପାଇଁ ସି.ଭି. ରମଣ ଇଞ୍ଜିନିୟରିଂ କଲେଜ ଯୋଗ୍ୟ ବିବେଚିତ ହୋଇଛି। ଚଳିତବର୍ଷ ମୁମ୍ବାଇର ଆଇଫାଟ୍-୧୯ ଆନୁକୂଲ୍ୟରେ ଅନୁଷ୍ଠିତ ଓ୍ବାଟର ରିସୋର୍ସ ମ୍ୟାନେଜମେଣ୍ଟ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ସି.ଭି. ରମଣ କଲେଜର ଅଶ୍ୱଥା…
Archives


