Home

ଆଲବାନିଆରେ ଭୂମିକମ୍ପ: ୪୯ ମୃତ

ଟିରାନା,୩୦ା୧୧(ଏଏଫ୍‌ପି): ଆଲବାନିଆ ଭୂମିକମ୍ପରେ ୪୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୫୦ ଆହତ ହୋଇଛନ୍ତି। ୫ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମଙ୍ଗଳବାର ଭୋର ସମୟରେ ଆଲବାନିଆରେ ୬.୪ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ଏହାକୁ ଦଶନ୍ଧିର ସବୁଠୁ ଭୟାବହ ଭୂକମ୍ପ ବୋଲି…

ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ଜମାକାରୀଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ସଂସ୍ଥାର ନିର୍ଦ୍ଦେଶକ ବାଲାରାଜୁ ମଲିକାର୍ଜୁନ ରାଜୁ(୫୪)ଙ୍କୁ ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା) ଶୁକ୍ରବାର ଗିରଫ କରିଛି। ଇଓଡବ୍ଲ୍ୟୁର ଏକ ଟିମ୍‌ ଆନ୍ଧ୍ରପ୍ରଦେଶସ୍ଥିତ ତାଙ୍କ ଘରୁ ତାଙ୍କୁ ଗିରଫ…

ଲୋକ ସଭାରେ ଉଠିଲା ସ୍ମିତାରାଣୀ ପ୍ରସଙ୍ଗ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): କଂଗ୍ରେସ ଏମ୍‌ପି ସପ୍ତଗିରି ଉଲାକା ଯାଜପୁର ଜିଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ପ୍ରସଙ୍ଗ ଲୋକ ସଭାରେ ଉଠାଇଛନ୍ତି। ଶୁକ୍ରବାର ଶୂନ୍ୟକାଳ ଚାଲିଥିବା ସମୟରେ ଏହି ପ୍ରସଙ୍ଗ ଉଠାଇ ସପ୍ତଗିରି କହିଥିଲେ ଯେ, ସ୍ମିତାରାଣୀଙ୍କ ମୃତ୍ୟୁ ରହସ୍ୟଜନକ। ସ୍ଥାନୀୟ…

ମାଡ଼ି ଆସୁଛି ପାଣି ସଙ୍କଟ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଭୟଙ୍କର ବିପଦର ଆଭାସ ଦେଲାଣି। ପାଣିମୁନ୍ଦେ ପାଇଁ ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ନେଇ ଏବେଠାରୁ ଜଳ ଜଳ ହୋଇ ଦିଶିଲାଣି। ନଦୀ, ହ୍ରଦ ଜଳସ୍ତର ହ୍ରାସ ପାଉଥିବାବେଳେ ଭୂତଳ…

ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବ ଠାକରେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ଉଦ୍ଧବଙ୍କୁ ଶୁଭେଚ୍ଛା। ତାଙ୍କ ନେତୃତ୍ୱ ଏବଂ…

ମାମୁ-ଭଣଜାଙ୍କ କଳି ପାଇଁ ବଳିପଡ଼ିିଲେ ଭଡ଼ାଟିଆ ଦୋକାନୀ: ଦୋକାନରେ ଭଙ୍ଗାରୁଜା ସହ ଔଷଧ ଫିଙ୍ଗିଲେ ମହିଳା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମାମୁ ଓ ଭଣଜାଙ୍କ ମଧ୍ୟରେ ଜମି ବିବାଦ ପାଇଁ ବଳିପଡ଼ିିଲେ ଭଡ଼ାଟିଆ ଦୋକାନୀ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନୟାପଲ୍ଲୀ ଥାନା ଅଧୀନ ଆଇଆରସି ଭିଲେଜ ଏନ୍‌-୫ ପ୍ଲଟ ନଂ-୫୪୦ରେ। ଶୁକ୍ରବାର ସକାଳୁ ଶତାଧିକ ମହିଳା ଶାବଳ ଏବଂ…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ମିରାଣ୍ଡ ହାଉସ୍‌ ମହାବିଦ୍ୟାଳୟ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ଦିଲ୍ଲୀର ମିରାଣ୍ଡ ହାଉସ୍‌ ମହାବିଦ୍ୟାଳୟ ମଧ୍ୟରେ ଶୁକ୍ରବାର ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ପ୍ରଥମ ବିଧାୟିକା, ପ୍ରଥମ ବାଚସ୍ପତି, ଜେଲ ଯାଇଥିବା ପ୍ରଥମ ମହିଳା ସ୍ବାଧୀନତା ସଂଗ୍ରାମୀ ସରଳା…

କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା

କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍‌. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ ମଧ୍ୟ ଏକ ସ୍ବତନ୍ତ୍ର ସ୍କୁଟରରେ ଦେଶ ପରିକ୍ରମାରେ ସେ ବାହାରିଛନ୍ତି। ରାଜଧାନୀ ଦିଲ୍ଲୀ ହେଉକି…

ଭଦ୍ରକ ଜିଲା ଚିକିତ୍ସାଳୟର ଏମ୍‌ସିଏଚ୍‌ ସମ୍ପ୍ରସାରଣ ହେବ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଭଦ୍ରକ ଜିଲା ଚିକିତ୍ସାଳୟରେ ଥିବା ଏମ୍‌ସିଏଚ୍‌କୁ ସମ୍ପ୍ରସାରଣ କରାଯାଇ ୧୦୦ ଶଯ୍ୟାବିଶିଷ୍ଟରେ ପରିଣତ କରାଯିବ। ହସ୍ପିଟାଲ୍‌ର ଚାରିପାଖେ ପାଚେରି ଓ ରାସ୍ତା ନିର୍ମାଣ ଲାଗି ୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

ପ୍ରଶଂସା ସାଉଣ୍ଟୁଛି ଆସାଦ୍‌ଙ୍କ ‘ଆଫିୟାନ୍ସ’

କଟକ ଅଫିସ,୩୦ା୧୧: ଆଜି କଟକ ସହରକୁ ଓଡ଼ିଆ ସଙ୍ଗୀତର ଅନ୍ତୁଡ଼ିଶାଳ ବୋଲି କୁହାଯାଉଛି। ହେଲେ ୮୦ ଦଶକ ପୂର୍ବରୁ ଏଭଳି ଚିତ୍ର ନ ଥିଲା। ସେତେବେଳେ କୋଲକାତା, ମାଡ୍ରାସ ଓ ବମ୍ବେ ସହର ଉପରେ ଓଡ଼ିଶା ସଙ୍ଗୀତ ଜଗତ ଭରସା କରୁଥିଲା।…

ସ୍ପନ୍ଦନ ଷ୍ଟାର ଓଲିଉଡ୍‌ ଆୱାର୍ଡ ୨୦୧୯: ମିହିର ଦାସ ‘ଏଭରଗ୍ରୀନ୍‌ ଅଭିନେତା’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରଙ୍ଗିଲା ଡ୍ୟାନ୍ସ ଇଣ୍ଟରନ୍ୟାଶନାଲ ସହଯୋଗରେ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ ପକ୍ଷରୁ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ-୨୦୧୯ ଶୁକ୍ରବାର ସୂଚନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ…

ବରଡ଼ା ଛପର ତଳେ ବିଦ୍ୟାଳୟ

ଆଠମଲ୍ଲିକ, ୩୦ା୧୧(ଡି.ଏନ.ଏ.) – ପତ୍ରଫଡିରୁ ଆରମ୍ଭ ହୋଇ ଗ୍ରାମବାସୀଙ୍କ ଉଦ୍ୟମରେ ବରଡା ଛପର ଘରେ ପହଞ୍ଚିଥିବା ବିଦ୍ୟାଳୟର ବିକାଶ ଭୁଲିଯାଇଛି ପ୍ରଶାସନ। ଫଳରେ ବିନା ଶ୍ରେଣୀଗୃହରେ ଖୋଲାମେଲାରେ ବିପଦସଙ୍କୁଳ ଭାବେ ପାଠ ପଢୁଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମା ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri