ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ବିରୋଧ: ମରିଯିବୁ ପଛେ ଜାଗା ଦେବୁନି
ବଇଣ୍ଡା,୩୦।୧୧(ଡି.ଏନ୍.ଏ.) – ସଂସାରକୁ ଚଳାଉଥିବା ଭିଟାମାଟିକୁ ଛଡ଼ାଇ ନେଇ ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଯୋଜନା କରାଯାଉଛି। ହେଲେ ଦାନା ଦେଉଥିବା ଜମିରୁ ଇଞ୍ଚେ ବି ପ୍ରକଳ୍ପ ପାଇଁ ଛଡାଯିବନି ବୋଲି ଜିଦ୍ ଧରିବା ସହ ଶୁକ୍ରବାର ଆଠମଲ୍ଲିକ ବ୍ଲକ…
ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା
ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା ଇମାମୀ…
ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ
ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା ମୁହାଣ,…
ଜାଲ୍ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା
ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍ ସାର୍ଟିଫିକେଟ୍ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ ମାତ୍ର।…
ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ
କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା କଦଳୀ ପ୍ରୟୋଗ କରିବା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟା ସମସ୍ୟା ଦୂର ହୁଏ। କଞ୍ଚା କଦଳୀରେ…
ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ୍ ୯ ଉଇକେଟରେ ବିଜୟୀ
ଲକ୍ଷ୍ନୌ,୩୦।୧୧(ପି.ଟି.)- ଏଠାରେ ଖେଳାଯାଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ୍ ଶୁକ୍ରବାର ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ଅଫ୍ ସ୍ପିନର ରାଖିମ କର୍ନଓ୍ବାଲ କ୍ୟାରିୟର ଶ୍ରେଷ୍ଠ ୧୦ ଉଇକେଟ ଅକ୍ତିଆର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ…
ବଗଲା ଧର୍ମଶାଳା ଜମି ଆବଣ୍ଟନକୁ ନେଇ କେଁ
ପୁରୀ ଅଫିସ, ୨୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ ଯୋଗୁ ଜମି ହରାଇଥିବା ନିଯୋଗ, ଭବନ ଏବଂ ଲଜ୍ ମାଲିକଙ୍କୁ ବଡ଼ଦାଣ୍ଡସ୍ଥିତ ବଗଲା ଧର୍ମଶାଳା ଜମିରେ ଥଇଥାନ କରାଯିବ। ଏଥିପାଇଁ ବଗଲା ଧର୍ମଶାଳାର ଖାଲି ଜମିରେ ପ୍ଲଟିଂ କରାଯାଇଛି। ୨.୬୯ ଏକର ଜମିରେ…
ଦ୍ୱିତୀୟ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ଶତକ
ଆଡିଲେଡ, ୨୯।୧୧(ଏଏଫ୍ପି)- ସ୍ଥାନୀୟ ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଶୁକ୍ରବାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଛି। ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୫ ରନରେ ବିଜୟ ହାସଲ କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍ରେ…
ସୟଦ ମୁସ୍ତାକ ଅଲି ଟି୨୦: ଫାଇନାଲରେ କର୍ନାଟକ
ସୁରାଟ,୨୯।୧୧- ଅଭିମନ୍ୟୁ ମିଥୁନଙ୍କ ଘାତକ ବୋଲିଂ ପରେ ଓପନରଙ୍କ ଅର୍ଦ୍ଧଶତକ ବଳରେ କର୍ନାଟକ ୮ ଉଇକେଟ ହାତରେ ରଖି ହରିୟାଣାକୁ ହରାଇ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ୍ରେ ଅଭିମନ୍ୟୁ ମିଥୁନ ଗୋଟିଏ ଓଭରରେ…
ମ୍ୟୁଜିକ୍ ଶୋ’ ପୃଥିବୀ ପାଇଁ କ୍ଷତିକାରକ
ଲାଇଭ୍ ମ୍ୟୁଜିକ୍ ଶୋ’ ପୃଥିବୀ ପାଇଁ କ୍ଷତିକାରକ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। କାରଣ ଏହି ଲାଇଭ୍ ମ୍ୟୁଜିକ ଶୋ’ରୁ କେବଳ ବ୍ରିଟେନରେ ପ୍ରତିବର୍ଷ ୪.୦୫ ଟନ୍ ଗ୍ରୀନ୍ ହାଉସ୍ ଗ୍ୟାସ ନିର୍ଗତ ହେଉଛି। ଏହି ଗ୍ୟାସ୍ ପୃଥିବୀର…
ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ୧୦୧ ବର୍ଷ ବୟସରେ ପରଲୋକ
ଟୋକିଓ,୨୯।୧୧: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟାସୁହିରୋ ନାକାସୋନେଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା। ଶୁକ୍ରବାର ସକାଳେ ଟୋକିଓର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ସେ ୧୯୮୨-୧୯୮୭ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।…
କାମ ନ କଲେ ଲୋକେ କହିବେ ବାଲାସାହେବଙ୍କ ଅଯୋଗ୍ୟ ସନ୍ତାନ: ଉଦ୍ଧବ
ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ ମଧ୍ୟ କରି ସାରିଛନ୍ତି। ସେ କହିଛନ୍ତି ମୁମ୍ବାଇରେ…
Archives


