Home

ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ୍‌ !

ନୂଆଦିଲ୍ଲୀ,୨୯।୧୧: ବିମୁଦ୍ରିକରଣ ପରେ ବଜାରକୁ ଆସିଥିବା ୨ହଜାର ଟଙ୍କିଆକୁ ନେଇ ଏବେ ଲୋକଙ୍କ ମନରେ ପୁଣି ଛନକା ପଶିଲାଣି। କାରଣ ଶୁକ୍ରବାର ପୂର୍ବତନ ଅର୍ଥ ସଚିବ ଏସ୍‌ସି ଗର୍ଗ ଏହାକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଏହା…

ଦିଲୀପ ଓ୍ବାଲସେ ହେଲେ ପ୍ରୋଟେମ ସ୍ପିକର

ମୁମ୍ବାଇ,୨୯।୧୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଦିଲୀପ ଓ୍ବାଲସେ ପାଟିଲ ମହାରାଷ୍ଟ୍ର ବିଧାନସଭାର ପ୍ରୋଟେମ ସ୍ପିକର ଭାବେ ଶୁକ୍ରବାର ନିଯୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଦିଲୀପଙ୍କୁ ପ୍ରୋଟେମ ସ୍ପିକର…

ଅବସର ନେବେ ମହାନାୟକ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ ସାଧାରଣ ଅର୍ଥରେ ବଲିଉଡ୍‌ ମହାନାୟକ କୁହାଯାଏ ନାହିଁ। ସେ ପ୍ରକୃତରେ ବଲିଉଡ୍‌ର ମହାନାୟକ। ଦଶନ୍ଧି ଦଶନ୍ଧି ଧରି ନିଜ ଅତୁଳନୀୟ ଅଭିନୟର ଯାଦୁରେ ଦର୍ଶକଙ୍କ ହୃଦୟରେ ଘର କରିଛନ୍ତି। ସବୁ ପିଢ଼ିର ହିରୋଇନ୍‌ଙ୍କ ସହ…

ଆତଙ୍କବାଦୀରୁ ସମାଜସେବୀ

ଜଣଙ୍କ ମନରେ କେତେବେଳେ ପରିବର୍ତ୍ତନ ଆସିବ ତାହା କହିହୁଏନି , ଯେମିତି ଘଟିଛି ଆସାମର ମୋନି ମାନିକ ଗୋଗୋଇଙ୍କ କ୍ଷେତ୍ରରେ। ମୋନିଙ୍କୁ ବୟସ ଏବେ ୫୭ ବର୍ଷ। ଦିବ୍ରୁଗଡ ଜିଲାର ଶାଲମାରି ଦିଘାଲିଆ ଗାଁରେ ତାଙ୍କ ଜନ୍ମ। ପ୍ରଥମରୁ ସେ ଜଣେ…

କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି: ମୁଖ୍ୟ ଶାସନ ସଚିବଙ୍କୁ ଛାତ୍ର ବିଜେଡିର ଦାବିପତ୍ର

ଭବାନୀପାଣା,୨୯।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ପରେ ବର୍ତ୍ତମାନ କଳାହାଣ୍ଡି ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି ଜୋର ଧରିଛି। ରାଜ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ କଳାହାଣ୍ଡି ଗସ୍ତରେ ଆସିଥିବା ବେଳେ କଳାହାଣ୍ଡି…

ସଫେଇ କର୍ମଚାରୀ ପଦ ଲାଗି ୭ ହଜାର ଇଞ୍ଜିନିୟରଙ୍କ ଆବେଦନ

କୋଏମ୍ବାଟୁର: ତାମିଲନାଡ଼ୁର କୋଏମ୍ବାଟୁରରେ ସଫେଇ କର୍ମଚାରୀ ପଦବୀ ଲାଗି ୭ ହଜାର ଇଞ୍ଜିଜିନିୟରଙ୍କ ଆବେଦନ ବେକାରି ସମସ୍ୟାର ବିକଳ ଚିତ୍ରକୁ ପଦାରେ ପକାଇଛି। ସିଟି କର୍ପୋରେଶନରେ ଖାଲିଥିବା ୪୪୯ ପଦ ଲାଗି ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ ପାସ୍‌ ଥିବାବେଳେ ୭ ହଜାର…

ଲୁଚିଲୁଚି ବାହା ହୋଇଥିଲେ ଏହି ଯୋଡ଼ି

ବଲିଉଡ୍‌ର ଅନେକ ଯୋଡ଼ି ଲୁଚି ଲୁଚି ବାହା ହୋଇଛନ୍ତି। ଏମିତି ଏକ ଯୋଡ଼ି ହେଉଛନ୍ତି ଊର୍ମିଳା ମାତେଣ୍ଡକର ଏବଂ ମହସିନ୍‌ ଅଖତର୍‌। ୨୦୧୬ରେ ଊର୍ମିଳା ତାଙ୍କ କଶ୍ମୀର ବୟଫ୍ରେଣ୍ଡ ମହସିନ୍‌ଙ୍କୁ ଲୁଚି ଲୁଚି ବାହା ହୋଇଯାଇଥିଲେ। ବିବାହ ଫଟୋ ସାମ୍ନାକୁ ଆସିବା…

ପିଆଜ ଦର ୧୦୦ ଟପିଲା

ଭବାନୀପାଟଣା,୨୯।୧୧(ଡି.ଏନ୍‌.ଏ.): ଅତ୍ୟାବଶ୍ୟକୀୟ ପିଆଜ ଦର ବର୍ତ୍ତମାନ ଆକାଶଛୁଆଁ ହୋଇଥିବାରୁ ଏହାର ପ୍ରଭାବ ସିଧାସଳଖ ଖାଉଟିଙ୍କ ଉପରେ ପଡ଼ିଛି। ପିଆଜ ଦର ବୃଦ୍ଧି ଯୋଗୁ ଅନେକ ଖାଦ୍ୟ ସାମଗ୍ରୀର ଦର ମଧ୍ୟ ବଢ଼ିଚାଲିଛି। କଳାହାଣ୍ଡି ଜିଲା ଭବାନୀପାଟଣାର ଅଧିକାଂଶ ଅଞ୍ଚଳରେ ପିଆଜ ଦର…

ଭଙ୍ଗାଗଲା ଶ୍ରୀଲିଙ୍ଗରାଜ ମାର୍କେଟ କମ୍ଲେକ୍ସ

ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପରେ ଶ୍ରୀ ଲିଙ୍ଗରାଜ ମାର୍କେଟ କମ୍ଲେକ୍ସକୁ ଶୁକ୍ରବାର ଭଙ୍ଗାଯାଇଛି। ପୂର୍ବାହ୍ନରେ ବିଡିଏ ଓ ବିଏମ୍‌ସିର ମିଳିତ ସ୍କ୍ବାର୍ଡ ଏବଂ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ଉପସ୍ଥିତିରେ ଏହି ବିଲ୍ଡିଂକୁ ଭଙ୍ଗାଯିବା କାର୍ଯ୍ୟ ଆରମ୍ଭ କରାଯାଇଥିବା ସୂଚନା…

ସୁହାନାଙ୍କୁ ପ୍ରଶଂସା କଲେ ଅନନ୍ୟା

ଅଭିନେତା ଶାହରୁଖ୍‌ ଖାନ୍‌ଙ୍କ ଝିଅ ସୁହାନା କେବେ ବଲିଉଡ୍‌ରେ ଏଣ୍ଟ୍ରି ମାରିବେ ତାଙ୍କୁ ନେଇ ଚର୍ଚ୍ଚା ଲାଗିରହିଛି। ସୁହାନାଙ୍କ ଡେବ୍ୟୁ ଶର୍ଟ ଫିଲ୍ମ ‘ଦ ଗ୍ରେ ପାର୍ଟ ଅଫ ବ୍ଲୁ’ ଇତିମଧ୍ୟରେ ରିଲିଜ ହେବାପରେ ଏହି ଚର୍ଚ୍ଚା ଆହୁରି ବଢିଛି। ତାଙ୍କ…

୪୭ ଟଙ୍କାରେ ଦେଖିପାରିବେ ଇଣ୍ଟରନ୍ୟାଶ୍‌ନାଲ କ୍ରିକେଟ ମ୍ୟାଚ୍‌

ଇସଲାମାବାଦ,୨୯।୧୧: ଦିନକୁ ଦିନ ପାକିସ୍ତାନର ଆର୍ଥିିକ ଅବସ୍ଥା ବିଗିଡିବାରେ ଲାଗିଛି। ଋଣ ବୋଝ ଯୋଗୁ ପାକିସ୍ତାନ ସରକାର ଏବେ ଚିନ୍ତାରେ ଅଛନ୍ତି। କେବଳ ପାକିସ୍ତାନ ସରକାର ନୁହେଁ, ଏହାର କ୍ରିକେଟ ବୋର୍ଡ ମଧ୍ୟ ଦେବାଳିଆ ହେବାରେ ଲାଗିଛି। ଶ୍ରୀଲଙ୍କା କ୍ରିକେଟରଙ୍କ ଉପରକୁ…

କାର୍ଯ୍ୟଭାର ଗ୍ରହଣ କଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଗୁରୁବାର ଠାକ୍‌ରେ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ ଉଦ୍ଧବ। ଶିବସେନା, କଂଗ୍ରେସ ଓ ଏନ୍‌ସିପି ସହ ମେଣ୍ଟ ହୋଇ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri