Home

ଭାଜପା ସହ ମେଣ୍ଟ ପରେ ଇସିଙ୍କ ଶୁଭଦୃଷ୍ଟି: ନିର୍ବାଚନ ଲଢ଼ିପାରିବେ ସିକିମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୦ା୯(ପି.ଟି.): ଉପନିର୍ବାଚନ ପୂର୍ବରୁ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ୍‌ ସିଂ ତମାଙ୍ଗ୍‌ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ନିର୍ବାଚନ କମିଶନ (ଇସି) ରବିବାର ତାଙ୍କର ଅଯୋଗ୍ୟତା ଅବଧିକୁ ୫ ବର୍ଷ କମାଇ ଦେଇଛନ୍ତି। ଫଳରେ ସେ ଏବେ ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବା ପାଇଁ…

ଅଣପାରମ୍ପରିକ ହେବ ଆଗାମୀ ଅତିରିକ୍ତ ବଜେଟ

ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଣିବାକୁ ଯାଉଛନ୍ତି। ହେଲେ ଏହାକୁ ପୂର୍ବପରି ପାରମ୍ପରିକ ବଦଳରେ ସମ୍ପୂର୍ଣ୍ଣଭାବେ ସମଯୋଜନ(ଆଡ୍‌ଜଷ୍ଟମେଣ୍ଟ) ବଜେଟ୍‌ କରିବା ପାଇଁ ଅର୍ଥ ବିଭାଗ ପରାମର୍ଶ ଦେଇଛି। ବିଶ୍ୱବ୍ୟାପୀ ଦେଖାଦେଇଥିବା ମାନ୍ଦାବସ୍ଥା ପ୍ରଭାବରେ…

ଗାନ୍ଧୀ ଜୟନ୍ତୀରେ ମୁକୁଳିବେ ୬୦୦ ବନ୍ଦୀ

ନୂଆଦିଲ୍ଲୀ,୩୦ା୯(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଅକ୍ଟୋବର ୨ରେ ବିଭିନ୍ନ ଜେଲରେ ଥିବା ପାଖାପାଖି ୬୦୦ ବନ୍ଦୀଙ୍କୁ ମୁକ୍ତକରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ ସହଯୋଗରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବନ୍ଦୀମାନଙ୍କ ତାଲିକା…

୫୧ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ/ମୁମ୍ବାଇ,୩୦ା୯(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ରବିବାର ପ୍ରଥମ ପର୍ଯ୍ୟାୟରେ ୫୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନଙ୍କୁ ଭୋକାର ଆସନରୁ ପ୍ରାର୍ଥୀ କରାଯାଇଥିବାବେଳେ ଦଳର ରାଜ୍ୟ ସଭାପତି ବିଜୟ ଓରଫ ବାଲାସାହେବ ଥୋରାଟ…

ନିଶା ବେପାରୀଙ୍କ ଟାର୍ଗେଟ୍‌ରେ ଯୁବପିଢ଼ି

ରୂପ୍‌ସା, ୩୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଏବେ ନିଶା ବ୍ୟବସାୟୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ବାଲେଶ୍ୱର ସହର ସମେତ ସମଗ୍ର ଉତ୍ତର ଓଡ଼ିଶାରେ ଚୋରା ଦେଶୀ, ବିଦେଶୀ ମଦର ପ୍ରସାର ଘଟିଚାଲିଛି। ପଶ୍ଚିମବଙ୍ଗରୁ ଅଣାଯାଉଥିବା ଚୋରାମଦଠାରୁ ଆରମ୍ଭ କରି ନକଲି ମଦ, ଗଞ୍ଜେଇ, ବ୍ରାଉନ୍‌ସୁଗାର…

ବିଜୁ କନ୍ୟାରତ୍ନ ଯୋଜନା ବାଟବଣା; କମୁଛନ୍ତି ଶିଶୁ କନ୍ୟା

ଅନୁଗୋଳ ଅଫିସ, ୩୦।୯: ଗଞ୍ଜାମ, ନୟାଗଡ ସମେତ ଅନୁଗୋଳରେ ଶିଶୁ କନ୍ୟା ହାର କମିବାରୁ ରାଜ୍ୟ ସରକାର ୨୦୧୬ରେ ଏହି ଜିଲାରେ ଆରମ୍ଭ କରିଥିଲେ ବିଜୁ କନ୍ୟା ରତ୍ନ ଯୋଜନାର ପାଇଲଟ ପ୍ରକଳ୍ପ। ଏଥିପାଇଁ ପ୍ରତି ଜିଲାକୁ ବାର୍ଷିକ ୨୦ ଲକ୍ଷ ଲେଖାଏ…

ବିପିସିଏଲ୍‌ର ଘରୋଇକରଣ ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୩୦-୯: ଦେଶର ଦ୍ୱିତୀୟ ବୃହତ୍ତ ତୈଳ ବିପଣନ କମ୍ପାନୀ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌)ର ଘରୋଇକରଣ ନେଇ ସରକାର ଯୋଜନା ରଖିଛନ୍ତି। ଏହି ପ୍ରସ୍ତାବ ଉପରେ ସରକାର ବର୍ତ୍ତମାନ ବିଚାର କରୁଛନ୍ତି। ବିଦେଶୀ ଏବଂ ଘରୋଇ ଫାର୍ମଗୁଡିକୁ ଏହାର ବିକ୍ରି ନେଇ…

‘କଶ୍ମୀରୀଙ୍କୁ ସମର୍ଥନ ଏକ ଜେହାଦ’

ଇସ୍‌ଲାମାବାଦ,୩୦ା୯(ପି.ଟି.): କଶ୍ମୀର ପ୍ରସଙ୍ଗରେ ବିଶ୍ୱର ସମର୍ଥନ ନ ମିଳିଲେ ନାହିଁ, ପାକିସ୍ତାନ କିନ୍ତୁ ତା’ର ଅଭିଯାନ ଜାରି ରଖିବ। କଶ୍ମୀରୀଙ୍କ ସହ ଛିଡ଼ା ହେବା ଏକ ଜେହାଦ(ଧର୍ମଯୁଦ୍ଧ) ବୋଲି ଆମେରିକାରୁ ଫେରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ କହିଛନ୍ତି। ସାଧାରଣ…

କଶ୍ମୀରକୁ ଦଖଲ କରିଛି ଭାରତ

ନ୍ୟୁୟର୍କ,୩୦ା୯(ଆଇଏଏନ୍‌ଏସ୍‌): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ବିରୋଧୀ ଅଭିଯାନରେ ଚାଇନା ଓ ତୁର୍କୀ ସହ ମାଲେସିଆ ଯୋଗଦେଇଛି। କଶ୍ମୀରକୁ ଭାରତ ଆକ୍ରମଣ ଓ ଦଖଲ କରିଛି ବୋଲି ମାଲେସିଆ ପ୍ରଧାନମନ୍ତ୍ରୀ ମାହାଥିର ମହମ୍ମଦ ଅଭିଯୋଗ ଆଣିଛନ୍ତି।…

ପୁଣି ଦବିଲା ଆନନ୍ଦପୁର ବୈତରଣୀ ସେତୁ

ଆନନ୍ଦପୁର,୩୦। ୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ଗୋଟିଏ ପିଲର ଯୋଡେଇ ସ୍ଥାନ ପୁନର୍ବାର ଦବିଯିବା ପରିଲକ୍ଷିତ ହୋଇଛି। ପିଲର ଉପରେ ଥିବା ୨ଟି ସ୍ପାନ୍‌ର ଜଏଣ୍ଟ ସ୍ଥାନ ଏବେ ପ୍ରାୟ ୨ ଇଞ୍ଚ ଉପର ତଳ ହୋଇ…

ନିଆରା ବ୍ରହ୍ମଚାରୀ ସାଧକ ବିଶ୍ୱମ୍ବର: ‘ସାଧନା କେବେ ବ୍ୟର୍ଥ ଯାଏ ନାହିଁ’

ଭଣ୍ଡାରିପୋଖରୀ, ୩୦।୯-ଛାତ୍ର ଜୀବନରୁ ବେଦ ବେଦାନ୍ତ, ଗୀତା ଭାଗବତର ବୈଜ୍ଞାନିକ କାରଣ ଖୋଜି ବାହାର କରିବା ଲକ୍ଷ୍ୟ ତାଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା। ପିଲାଦିନରୁ ସନ୍ନ୍ୟାସ ମାର୍ଗରେ ଯିବାକୁ ମନ ଥିଲା। ସେଥିଲାଗି ବ୍ରହ୍ମଚାରୀ ଜୀବନ ଆପଣାଇ ସାଧନା ଜାରି…

ଓ୍ବର୍ଲିରୁ ଲଢ଼ିବେ ଆଦିତ୍ୟ

ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ପୁଅ ଆଦିତ୍ୟଙ୍କୁ ମୁମ୍ବାଇର ଓ୍ବର୍ଲି ଆସନରୁ ପ୍ରାର୍ଥୀ କରାଯାଇଛି। ଫଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri