କଶ୍ମୀର ପ୍ରସଙ୍ଗରେ ଯେଉଁ ଦେଶ ଭାରତକୁ ସମର୍ଥନ କରିବ, ତା’ ଉପରେ କ୍ଷେପଣାସ୍ତ୍ର ମାଡ ହେବ: ପାକିସ୍ତାନ ମନ୍ତ୍ରୀ
ଇସଲାମାବାଦ,୩୦।୧୦:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ଉତ୍ତେଜିତ ହୋଇପଡିଛି ପାକିସ୍ତାନ। ଦେଶର ଅନେକ ନେତା ଏବଂ ମନ୍ତ୍ରୀ ଭାରତ ବିରୋଧୀ ମନ୍ତବ୍ୟମାନ ଦେଉଛନ୍ତି। ଏବେ କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ମନ୍ତ୍ରୀ ଅଲ୍ଲୀ ଅମିନ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର ପରିସରକୁ…
ଉଦୟକଣି ଗ୍ରାମ ନିକଟରେ ପୁଣି କୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଗଲା ଲୁଣାଜୁଆର, ଗ୍ରାମବାସୀ ଆତଙ୍କିତ
କାକଟପୁର,୩୦।୧୦(ଡି.ଏନ୍.ଏ.): ପୁଣି ଥରେ ଅସ୍ତରଙ୍ଗ ଉପକୂଳ ଉଦୟକଣି ଗ୍ରାମଠାରେ କୂଳ ଲଙ୍ଘିଛି ଅଶାନ୍ତ ସମୁଦ୍ର। ମେଲା ପଡ଼ିଥିବା ବେଳାଭୂମି ଦେଇ ବୁଧବାର ଲୁଣା ଜୁଆର ସ୍ଥଳଭାଗକୁ ମାଡ଼ି ଚାଲିଛି। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର, କଟକଣା, ବାଘଡ଼ିହା…
ଜମ୍ମୁ-କଶ୍ମୀରରେ ୫ ଶ୍ରମିକଙ୍କୁ ହତ୍ୟା ଘଟଣା: ନିନ୍ଦା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
କୋଲକାତା,୩୦।୧୦: ମଙ୍ଗଳବାର ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ ୫ ଜଣ ଶ୍ରମିକଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏମାନେ ସମସ୍ତେ ପଶ୍ଚିମବଙ୍ଗର ମୁର୍ଶିଦାବାଦରୁ କଶ୍ମୀର ଯାଇ ପଥର କାରିଗର କାମ କରୁଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…
ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ଆଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ବୁଧବାର ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ କୁପଓ୍ବାରା ଜିଲାର କେତେକ ଅଞ୍ଚଳ ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ସ୍ଥାନୀୟ ମାଛିଲ ସେକ୍ଟରରେ ହୋଇଥିବା ଅସ୍ତ୍ରବିରତି…
ବ୍ୟବସାୟୀଙ୍କୁ ତାଲାପକାଇ ସିରିଜ୍ ଚୋରି: ସିସିଟିଭିରେ ଚୋରଙ୍କ କାରନାମା କଏଦ୍
ଖୋର୍ଦ୍ଧା ଅଫିସ, ୩୦।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ଓ ଗୋଡିପୋଖରୀ ଛକରୁ ମଙ୍ଗଳବାର ରାତିରେ ସିରିଜ୍ ଚୋରି ହୋଇଛି। ଷ୍ଟିଲ ଓ ଫର୍ନିଚର ବ୍ୟବସାୟୀଙ୍କୁ ଗୋଟିଏ ରୁମ୍ରେ ତାଲା ପକାଇ ଚୋରମାନେ ଚୋରି କରିଛନ୍ତି। ସେହିପରି ଗୋଡିପୋଖରୀ…
ବେଆଇନ ସ’ମିଲ୍ ଉପରେ ଚଢ଼ାଉ: ଯନ୍ତ୍ରାଂଶ, କାଠଗଣ୍ଡି ଜବତ
ଭଣ୍ଡାରିପୋଖରୀ,୩୦।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତ ଦାଣ୍ଡକୁଳଠାରେ ବେଆଇନ ଭାବେ ଚାଲୁଥିବା ଏକ ସ’ମିଲ୍ ଉପରେ ବୁଧବାର ସକାଳେ ବନବିଭାଗ ଚଢ଼ାଉ କରିଛି। ବନବିଭାଗ କର୍ମଚାରୀମାନେ ଏକ ଜେସିବି ସାହାଯ୍ୟରେ ସ’ମିଲକୁ ଭାଙ୍ଗିବା ସହ ଯନ୍ତ୍ରାଂଶ, କାଠଗଣ୍ଡି ଜବତ…
କଶ୍ମୀର ନେଇ ଇୟୁ ପ୍ରତିନିଧି ଦଳଙ୍କ ବୟାନ: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଆଭ୍ୟନ୍ତରୀଣ ପ୍ରସଙ୍ଗ, ଆତଙ୍କବାଦ ବିରୋଧୀ ଲଢ଼େଇକୁ ସମର୍ଥନ
ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀର ଗସ୍ତରେ ଆସିଥିବା ଇୟୁ ପ୍ରତିନିଧି ଦଳ ସେମାନଙ୍କର ବୟାନ ଜାରି କରିଛନ୍ତି। ସେମାନେ କହିଛନ୍ତି ଯେ, ଅନୁଚ୍ଛେଦ ୩୭୦ ଉଚ୍ଛେଦ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ। ତେବେ ଭାରତ ଜାରି ରଖିଥିବା ଆତଙ୍କବାଦ ବିରୋଧୀ ଲଢ଼େଇକୁ ଇୟୁ ଦଳ ସମର୍ଥନ…
ଚତୁର୍ଥ ପିଢିର ପ୍ରଥମ କ୍ରିକେଟର ଭାବେ ଇତିହାସ ରଚିଲେ ମାଇକେଲ
ଅକ୍ଲାଣ୍ଡ,୩୦।୧୦:ନ୍ୟୁଜିଲାଣ୍ଡର ଘରୋଇ କ୍ରିକେଟ ଟୁର୍ନାମେଣ୍ଟରେ ଓ୍ବେଲିଂଣ୍ଟନ ଫାୟାରବାର୍ଡସ ଏବଂ କେଣ୍ଟରବରି ମଧ୍ୟରେ ମଙ୍ଗଳବାର ମ୍ୟାଚ୍ ଖେଳାଯାଇଥିଲା। ଏହି ମ୍ୟାଚରେ ଓ୍ବେଲିଂଣ୍ଟନ ଟିମ୍ ଏକାଦଶରେ ସାମିଲ ହୋଇଥିଲେ ମାଇକେଲ ସ୍ନେଡେନ। ୨୨ ବର୍ଷୀୟ ମାଇକେଲଙ୍କ ଏହା ପ୍ରଥମ ଫାଷ୍ଟ କ୍ଲାସ ମ୍ୟାଚ୍। ସେ…
ଗୁରୁବାରଠାରୁ ଜମ୍ମୁ-କଶ୍ମୀର ଓ ଲଦାଖ ହେବେ କେନ୍ଦ୍ରଶାସିତ ଅଞ୍ଚଳ: ଆଧାର ସହିତ ଲାଗୁ ହେବ ୧୦୬ ଆଇନ
ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀର ଏବଂ ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ କରିବେ। ଏଠାରେ ଆଧାର ସହିତ ୧୦୬ ନୂଆ ଆଇନ୍ ଲାଗୁ ହେବ। ସେହିପରି ୧୫୩ ସ୍ବତନ୍ତ୍ର ଆଇନ ଶେଷ ହୋଇଯିବ। ଏହାଦ୍ୱାରା ଭାରତର ରାଜ୍ୟ ସଂଖ୍ୟା କମି ୨୮…
ଜମି ଦୁର୍ନୀତି ମାମଲା: ସ୍ବତନ୍ତ୍ର କୋର୍ଟରେ ହାଜର ହେଲେ ହୁଡ୍ଡା
ଚଣ୍ଡିଗଡ଼,୩୦।୧୦: ହରିୟାଣା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେନ୍ଦ୍ର ସିଂ ହୁଡ୍ଡାଙ୍କୁ ପଞ୍ଚକୁଲା ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। ତାଙ୍କ ନାମରେ ଥିବା ଜମି ଦୁର୍ନୀତି ମାମଲାର ବିଚାର ଲାଗି ସେ କୋର୍ଟରେ ହାଜର…
ବ୍ଲଡ୍ କ୍ୟାନସର ପୀଡ଼ିତା ଯୁବତୀ ହେଲେ ଗୋଟିଏ ଦିନ ପାଇଁ ପୋଲିସ କମିଶନର
ହାଇଦ୍ରାବାଦ୍,୩୦।୧୦: ତେଲେଙ୍ଗାନାରେ ପୋଲିସ ବିଭାଗ ପକ୍ଷରୁ ଜଣେ ବ୍ଲଡ୍ କ୍ୟାନସର ପୀଡ଼ିତା ଯୁବତୀଙ୍କର ସ୍ବପ୍ନକୁ ପୂରଣ କରିବା ପାଇଁ ଉଦ୍ୟମ କରାଯାଇଛି। ସ୍ଥାନୀୟ ରାଚାକୋଣ୍ଡା ପୋଲିସ ବିଭାଗ ଏଭଳି କାର୍ଯ୍ୟ କରିଛି। ଏବେ ଏହା ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ…
ଭାଜପା ଏମ୍ପିଙ୍କ ପୁଅ ଅନଲାଇନରେ ମୋବାଇଲ୍ ମଗାଇଲେ, ଆସିଲା ପଥର
ମାଲଦା,୩୦।୧୦: ଅନଲାଇନ ଶପିଂ ଭାରତରେ ଧୀରେ ଧୀରେ ଲୋକପ୍ରିୟତା ଅର୍ଜନ କରିଛି। ଉତ୍ସବ ଦିନରେ କମ୍ପାନୀଗୁଡିକ ଲୋକଙ୍କୁ ଲୋଭନୀୟ ଅଫର୍ ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି। ଗତ ଦୀପାବଳିରେ ଏଭଳି ଅଫର୍ ଦେଖି ଏକ ମୋବାଇଲ୍ ଅର୍ଡର କରିଥିଲେ ପଶ୍ଚିମବଙ୍ଗ…
Archives


