Home

ବ୍ଲଡ୍‌ କ୍ୟାନସର ପୀଡ଼ିତା ଯୁବତୀ ହେଲେ ଗୋଟିଏ ଦିନ ପାଇଁ ପୋଲିସ କମିଶନର

ହାଇଦ୍ରାବାଦ୍‌,୩୦।୧୦: ତେଲେଙ୍ଗାନାରେ ପୋଲିସ ବିଭାଗ ପକ୍ଷରୁ ଜଣେ ବ୍ଲଡ୍‌ କ୍ୟାନସର ପୀଡ଼ିତା ଯୁବତୀଙ୍କର ସ୍ବପ୍ନକୁ ପୂରଣ କରିବା ପାଇଁ ଉଦ୍ୟମ କରାଯାଇଛି। ସ୍ଥାନୀୟ ରାଚାକୋଣ୍ଡା ପୋଲିସ ବିଭାଗ ଏଭଳି କାର୍ଯ୍ୟ କରିଛି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ…

ଭାଜପା ଏମ୍‌ପିଙ୍କ ପୁଅ ଅନଲାଇନରେ ମୋବାଇଲ୍‌ ମଗାଇଲେ, ଆସିଲା ପଥର

ମାଲଦା,୩୦।୧୦: ଅନଲାଇନ ଶପିଂ ଭାରତରେ ଧୀରେ ଧୀରେ ଲୋକପ୍ରିୟତା ଅର୍ଜନ କରିଛି। ଉତ୍ସବ ଦିନରେ କମ୍ପାନୀଗୁଡିକ ଲୋକଙ୍କୁ ଲୋଭନୀୟ ଅଫର୍‌ ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି। ଗତ ଦୀପାବଳିରେ ଏଭଳି ଅଫର୍‌ ଦେଖି ଏକ ମୋବାଇଲ୍‌ ଅର୍ଡର କରିଥିଲେ ପଶ୍ଚିମବଙ୍ଗ…

ସୁରକ୍ଷାକର୍ମୀ ଏବଂ ସରକାରୀ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀଙ୍କ ନଜର: ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ପାକିସ୍ତାନ ଆର୍ମି ଏବଂ ଆଇଏସ୍‌ଆଇ ସହାୟତାରେ ଷଡ଼ଯନ୍ତ୍ର ରଚାଯାଇଛି। ସୁରକ୍ଷାକର୍ମୀ ଅପହରଣ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟାଳୟ ଉପରେ କବ୍‌ଜା କରିବା ଲାଗି ଯୋଜନା କରାଯାଇଥିବା ଭାରତୀୟ ଗୋଇନ୍ଦା…

ତାମିଲନାଡୁରେ ପ୍ରବଳ ବର୍ଷା: ସ୍କୁଲ, କଲେଜ ବନ୍ଦ

ଚେନ୍ନାଇ,୩୦।୧୦: ତାମିଲନାଡୁର ମଦୁରେ ଏବଂ ରାମନାଥପୁରମ ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଏବଂ କଲେଜ ବନ୍ଦ ଘୋଷଣା କରିଛନ୍ତି ସରକାର। ତିରୁନେଲଭେଲି, ତୁତିକୋରିନ,…

ବିବାଦରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):୨୦୧୭ ଏବଂ ୨୦୧୮ ମସିହା ଲାଗି ଘୋଷଣା ହୋଇଥିବା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରକୁ ନେଇ ପୁଣିଥରେ ବିବାଦ ଉପୁଜିଛି। ନାଟ୍ୟାନୁଷ୍ଠାନ ‘ଏବଂ ଆମେ’ର ସଭାପତି ତଥା କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପାଇଥିବା ଡ. ସଚ୍ଚି ଦାସ ଏବଂ…

ବିକ୍ରିହେଲା ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦ୍ୱାରା ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ଜାତୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଓ ବିକ୍ରୟ ମେଳା ‘ଖଦି ବଜାର’ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ବୋର୍ଡ ସଭାପତି ସଂଗ୍ରାମ…

ଭାଜପାକୁ ଟାର୍ଗେଟ୍‌ କଲା ଶିବସେନା: ଇୟୁ ପ୍ରତିନିଧି ଦଳଙ୍କ କଶ୍ମୀର ଗସ୍ତକୁ ବିରୋଧ

ମୁମ୍ବାଇ,୩୦।୧୦: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁନି। ଇତିମଧ୍ୟରେ ଭାଜପା ପକ୍ଷରୁ ଜମ୍ମୁ-କଶ୍ମୀର ସ୍ଥିତି ଅନୁଧ୍ୟାନ ପାଇଁ ଇୟୁ ପ୍ରତିନିଧି ଦଳଙ୍କ ଗସ୍ତ କରିବାକୁ ଶିବସେନା ବିରୋଧ କରିଛି। ଏନେଇ ଶିବସେନା ପକ୍ଷରୁ ଏହାର ମୁଖପତ୍ର ସାମ୍‌ନାରେ…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କୁ ମାଡ଼

କଟକ ଅଫିସ, ୩୦ା୧୦:ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଅଭିଯୋଗରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଅଟକ ରଖିଛି। ସେ ହେଲେ ସ୍ଥାନୀୟ କଲେଜ ଛକର ଡି. ଆପ୍ପାରାଓ (୨୧)। ଛାତ୍ରଙ୍କ ଅଭିଯୋଗକ୍ରମେ ପୋଲିସ…

ସୁପ୍ରିମକୋର୍ଟ, ବିସିଆଇଙ୍କ ତାଗିଦ୍‌ ସତ୍ତ୍ୱେ ଓଡ଼ିଶା ହାଇକୋର୍ଟ ବାର୍‌ ସଭାପତି କହିଲେ ଦାବି ପୂରଣ ନ ହେବାଯାଏ ଆନ୍ଦୋଳନ

କଟକ ଅଫିସ,୩୦ା୧୦:ବିଭିନ୍ନ ଦାବି ନେଇ ପ୍ରାୟ ୨ମାସ ହେବ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ ସମୟରେ…

ଶ୍ରୀମନ୍ଦିର ସୁରକ୍ଷା ଜୋନ:ପୁଣି ଜମି ହସ୍ତାନ୍ତର କଲେ ୨ ପରିବାର

ପୁରୀ ଅଫିସ,୩୦ା୧୦:ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ସରକାର ଜମି ଅଧିଗ୍ରହଣ ଆରମ୍ଭ କରିଛନ୍ତି। ଗତ ୨୧ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକ୍ରି କରିଥିବାବେଳେ ପରେ ୧୧ ପରିବାର ଜମି ହସ୍ତାନ୍ତର କରିଥିଲେ। ପୁନଶ୍ଚ ଏହି ଧାରା ଜାରି ରହିବା…

ଏସ୍‌ସିବିରେ ୫୮ ଡେଙ୍ଗୁ ରୋଗୀ

କଟକ ଅଫିସ,୩୦ା୧୦: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫୮ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫୨ଜଣ ୱାର୍ଡରେ ଓ ୬ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଅଦ୍ୟାବଧି ଏସ୍‌ସିବିରେ ମୋଟ ୧୨୭୧ ଜଣ ଡେଙ୍ଗୁ ଆକ୍ରାନ୍ତ…

ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ

ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ ଅମ୍ରିତ କୁଜୁର। ବୁଧବାର ସେ ଆଣ୍ଡାମାନ ଫେରିଯିବେ। ତାଙ୍କ ଫେରିବା ପାଇଁ ପର୍ଯ୍ୟଟନ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri