Home

ଭୋଗ ଦୋକାନରୁ ୫ ଫୁଟର ନାଗସାପ ଉଦ୍ଧାର

ପୁରୀ ଅଫିସ,୨୯।୯: ବାଟ ମଙ୍ଗଳା ମନ୍ଦିର ନିକଟ ଏକ ଭୋଗ ଦୋକାନ ପରିସରରୁ ରବିବାର ୫ ଫୁଟର ନାଗସାପ ପୁରୀ ସ୍ନେକ୍‌ ହେଲପ୍‌ ଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ଭୋରରୁ ଜଣେ ବ୍ୟବସାୟୀ ଦୋକାନ ଖୋଲିବା ସମୟରେ ଭୋଗ ସାମଗ୍ରୀ ଉପରେ…

ବିହାରରେ ପ୍ରବଳ ବନ୍ୟା, ୧୦ ମୃତ୍ୟୁ, ୧୩ ଟ୍ରେନ ବାତିଲ

ପାଟନା,୨୯।୯: ବିହାରରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ରାଜ୍ୟରେ ଏପର୍ଯ୍ୟନ୍ତ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟର ୧୫ଟି ଜିଲାରେ ହାଇଆଲର୍ଟ ଘୋଷଣା କରାଯାଇଛି। ବନ୍ୟାକୁ…

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୨୯।୯: ଗଞ୍ଜାମ ଜିଲା ବୈଦ୍ୟନାଥପୁର ପୋଲିସ ରବିବାର ସକାଳେ ବିଦ୍ୟୁତ୍‌ପୁର କଲୋନୀ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ବେକ କାଟି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଯୁବକ…

କୁତ୍ରା ବ୍ଲକ ଅଞ୍ଚଳରେ ଝାଡ଼ଖଣ୍ଡୀ ହାତୀପଲ: ରାଉରକେଲା-ସମ୍ବଲପୁର ଯାତାୟାତ ବାଧାପ୍ରାପ୍ତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଙ୍ଗାଜଳ ଗ୍ରାମ ନିକଟକୁ ଶନିବାର ରାତିରେ ଝାଡ଼ଖଣ୍ଡୀ ହାତୀପଲ ଚାଲି ଆସିଥିଲେ। ରବିବାର ହାତୀପଲକୁ ଘଉଡ଼ାଇବା ଲାଗି ବନ ବିଭାଗ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ ଓ୍ବେର ଗଙ୍ଗାଜଳ ବସଷ୍ଟାଣ୍ଡଠାରେ…

ବିକାଶଶୀଳ ଦେଶରେ ଅଧିକ ହାର୍ଟ ରୋଗୀ

ହୃଦ୍‌ ଜନିତ ସମସ୍ୟା ଯୋଗୁ ୧୯୯୦ରେ ୧୨.୩ ନିୟୁତ ଏବଂ ୨୦୧୩ରେ ୧୭.୩ ନିୟୁତ ଲୋକଙ୍କର ଜୀବନ ଯାଇଛି । ୧୯୭୦ ପରେ ହାର୍ଟ ରୋଗୀଙ୍କ ସଂଖ୍ୟା ବିକଶିତ ଦେଶ ତୁଳନାରେ ବିକାଶଶୀଳ ଦେଶରେ ଅଧିକ ହୋଇଛି । ଏଥିଯୋଗୁ ୮୦…

୧୦ଫୁଟର ଅଜଗର ଉଦ୍ଧାର

ପୁରୀ ଅଫିସ,୨୯।୯: ପୁରୀ ସଦର ବ୍ଲକ ଅନ୍ତର୍ଗତ ଧୋବନ୍ଧର ଭାର୍ଗବୀ ନଦୀରୁ ରବିବାର ୧୦ଫୁଟର ଅଜଗର ଉଦ୍ଧାର କରାଯାଇଛି। ପୁରୀ ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ସଂଗ୍ରାମ କେଶରୀ ଦାଶ ଏହି ଅଜଗରକୁ ଉଦ୍ଧାର କରିଛନ୍ତି। ଉଦ୍ଧାର ଅଜଗରକୁ ପରେ ଡିଏଫ୍‌ଓଙ୍କୁ ହସ୍ତାନ୍ତର…

ଖରସ୍ରୋତା ନଦୀରେ ଭାସିଗଲେ ବିଏସ୍‌ଏଫ୍‌ ଯବାନ: ଲୋଡ଼ାଗଲା ପାକିସ୍ତାନ ସହାୟତା

ଶ୍ରୀନଗର,୨୯।୯: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖା ନିକଟରେ ଥିବା ଆର୍ନିଆ ସେକ୍ଟରରେ ଜଣେ ବିଏସ୍‌ଏଫ୍‌ ଯବାନ ଖରସ୍ରୋତା ନଦୀରେ ଭାସିଯାଇଛନ୍ତି। ୫୪ ବର୍ଷ ବୟସ୍କ ବିଏସ୍‌ଏଫ୍‌ ସବ୍‌ ଇନସ୍ପେକ୍ଟର ପରିତୋଷ ମଣ୍ଡଳ ଦୁଇ ସୁରକ୍ଷାକର୍ମୀଙ୍କ ସହିତ ପାଟ୍ରୋଲିଂ କରୁଥିବାବେଳେ ନଦୀରେ ଖସିପଡ଼ିଥିଲେ। ପରେ…

ବିଶ୍ୱ ହୃତ୍‌ପିଣ୍ଡ ଦିବସ : ବାଲୁକାକଳାରେ ସଚେତନତା ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୯।୯: ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବେଳାଭୂମିରେ ବାଲୁକା କଳା ଆଙ୍କି ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରିଛନ୍ତି। ଦିନକୁ ଦିନ ବିଶ୍ୱରେ ହୃଦରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଦ୍ୟପାନ ଏବଂ ଧୂମପାନ କରୁଥିବା…

ଏହି ମନ୍ଦିର ପଛ ଦ୍ୱାରରେ ରହିଛି ନର୍କକୁ ରାସ୍ତା

ବିଶ୍ୱରେ ସମସ୍ତ ଧର୍ମରେ ସ୍ବର୍ଗ-ନର୍କର କଥା ବର୍ଣ୍ଣନା କରାଯାଇଛି। ସ୍ବର୍ଗ ଏମିତି ଏକ ସ୍ଥାନ, ଯେଉଁଠି ମୃତ୍ୟୁ ପରେ ପୁଣ୍ୟାତ୍ମାଙ୍କୁ ସ୍ଥାନ ମିଳିଥାଏ। ଆଉ ନର୍କକୁ ପାପୀଙ୍କର ସ୍ଥାନ ବୋଲି କୁହାଯାଇଥାଏ। ଆଜି ଏମିତି ଏକ ମନ୍ଦିର ସମ୍ପର୍କରେ କହିବୁ, ଯାହାକୁ…

ବିବାହ ପୂର୍ବରୁ ମା’ ହେବାକୁ ଯାଉଛନ୍ତି କଲ୍କି କୋଚଲିନ୍‌: ୫ ମାସର ଗର୍ଭବତୀ ଥିବା କଲେ ସ୍ବୀକାର

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତ୍ରୀ କଲ୍କି କୋଚଲିନ୍‌ ବିବାହ ପୂର୍ବରୁ ମା’ ହେବାକୁ ଯାଉଛନ୍ତି। ଏହା ସେ ନିଜେ ସ୍ବୀକାର କରିଛନ୍ତି। ଏବେ ସେ ୫ ମାସର ଗର୍ଭବତୀ ବୋଲି  ସୂଚନା ଦେଇଛନ୍ତି। ତାଙ୍କ ବୟଫ୍ରେଣ୍ଡ୍‌ ଗେ ହେର୍ସବର୍ଗ ଇସ୍ରାଏଲର ଜଣେ କ୍ଲାସିକାଲ…

ବହୁମୁଖୀ ବ୍ୟକ୍ତିତ୍ୱ: ଯାହାଙ୍କ ପ୍ରତିଭାରେ ସମୃଦ୍ଧ ହୋଇଛି ବିଶ୍ୱର ସାରସ୍ବତ ଇତିହାସ

ବିଶ୍ୱରେ ଏମିତି ଅନେକ ପୂଜ୍ୟ ପ୍ରତିଭା ଅଛନ୍ତି ଯେଉଁମାନେ କେବଳ ଗୋଟିଏ କଥାରେ ନିଜକୁ ସୀମିତ କରି ରଖିନାହାନ୍ତି। ସେମାନେ କେତେବେଳେ ଆକାଶର ଇଗଲ ଭଳି ଉଡ଼ିଛନ୍ତି ତ ଆଉ କେତେବେଳେ ଲଟେଇରୁ ଛିଣ୍ଡି ଯାଇଥିବା ଗୁଡ଼ି ଭଳି ଆକାଶରେ ଉଡ଼ିଛନ୍ତି।…

ଦେଶରେ ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ: ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ ସିଂ

ପଣଜୀ,୨୯।୯: ଦେଶରେ  ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ। ଏନେଇ ରବିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୋଆରେ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ଏକ ଯୋଗ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ଚେତାବନୀ ପାକିସ୍ତାନକୁ ଦେଇଛନ୍ତି। ପାକିସ୍ତାନ ଭାରତରେ ଆତଙ୍କବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri