Home

ପ୍ରି ଓ୍ବେଡିଂ ଫଟୋ ଶୁଟ୍‌ରେ ସିଏଏ-ଏନ୍‌ଆର୍‌ସିକୁ ନା

ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ଏମିତି ଏକ ଚିତ୍ର ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। କେରଳ ଥିରୁଭାନନ୍ତପୁରମର ଏକ…

ଝାଡ଼ଖଣ୍ଡରେ ତ୍ରିଶଙ୍କୁ ସ୍ଥିତି ସମ୍ଭାବନା

ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ସକାଳ ୮ଟାରୁ ୨୪ ଜିଲା ମୁଖ୍ୟାଳୟରେ ଆରମ୍ଭ ହୋଇଛି। ରାଜ୍ୟରେ ତ୍ରିଶଙ୍କୁ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।…

ମତ୍ସ୍ୟଜୀବୀଙ୍କ ପାଇଁ ୫ ବର୍ଷୀୟା ଯୋଜନା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତରେ ପାରମ୍ପରିକ କୃଷିକୁ ଛାଡ଼ି ଦେଲେ ଅନେକ ଲୋକ ମତ୍ସ୍ୟଜୀବୀ ଭାବେ ଜୀବିକା ନିର୍ବାହ କରିଥାନ୍ତି। କୃଷି ଭଳି ମତ୍ସ୍ୟଜୀବୀଙ୍କୁ ଅଧିକ ସଶକ୍ତୀକରଣ ସହ ସେମାନଙ୍କ ରୋଜଗାର ବୃଦ୍ଧି ପାଇଁ କେନ୍ଦ୍ର ସରକାର ଚିନ୍ତା କରୁଛନ୍ତି। ଏଥିପାଇଁ ଖୁବଶୀଘ୍ର ରାଜ୍ୟଗୁଡ଼ିକ…

ଗୁରୁବାରଠାରୁ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା କଳା, ସଂସ୍କୃତି

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଗୁରୁବାରଠାରୁ ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ ପ୍ରଦର୍ଶିତ ହେବ। ଏହାସହ ଓଡ଼ିଶୀ, ଛଉନୃତ୍ୟ, ପ୍ରତ୍ନତତ୍ତ୍ୱ କାରୁକାର୍ଯ୍ୟ, ଜଙ୍ଗଲ, ଜୀବଜନ୍ତୁ ରାଜଧାନୀ ଏକ୍ସପ୍ରେସର ବାହାରପାର୍ଶ୍ୱରେ ସ୍ଥାନ ପାଇବ। ଏଥିପାଇଁ ନାଲ୍‌କୋ ଓ…

ଭାଜପାରେ ରାଜ୍ୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ସଭାପତି ପଦ ପାଇଁ ଦିଲ୍ଲୀ ଦୌଡୁଛନ୍ତି ନେତା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାଜପାର ରାଜ୍ୟ ସଭାପତି ଚୟନ ଚଳିତ ମାସ ଶେଷସୁଦ୍ଧା ଶେଷ ହେବ। ଏଥିପାଇଁ ଦଳର ସାଙ୍ଗଠନିକ ନିର୍ବାଚନ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ଦଳ ପକ୍ଷରୁ ୩୬ଟି ସାଙ୍ଗଠନିକ ଜିଲା ମଧ୍ୟରୁ ୩୪ଟି ପାଇଁ ନୂଆ ସଭାପତି ଚୟନ ଶେଷ…

କ୍ରିକେଟରେ ୧୫ ବର୍ଷ ପୂରଣ କଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। କ୍ୟାପେଟନ କୁଲ ଭାବେ ପରିଚିତ ଧୋନୀକୁ ସବୁ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ୨୦୦୪ମସିହାରେ ଡିସେମ୍ବର ୨୩ରେ ବାଂଲାଦେଶ ବିପକ୍ଷରେ ଦିନିକିଆ…

୨୧୬ ଦିନରେ ୩ଶହ ଲୋକୋମୋଟିଭ ଇଞ୍ଜିନ ନିର୍ମାଣ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ) : ଟ୍ରେନ୍‌ ଇଞ୍ଜିନ ତିଆରି କରୁଥିବା ଚିତ୍ତରଞ୍ଜନ ଲୋକୋମୋଟିଭ ଓ୍ବାର୍କସ (ସିଏଲ୍‌ଡବ୍ଲ୍ୟୁ) ଶନିବାର ଆଉଏକ ନୂଆ ରେକର୍ଡ଼ ସ୍ଥାପନ କରିଛି। ଚଳିତ ଆର୍ଥିକ ବର୍ଷରେ ସିଏଲ୍‌ଡବ୍ଲ୍ୟୁ ୨୧୬ ଦିନରେ ୩ଶହ ଲୋକୋମୋଟିଭ ଇଞ୍ଜିନ ତିଆରି କରିପାରିଛି। ଶେଷ ୧୦୦ଟି ଲୋକୋମୋଟିଭ…

ବିଶ୍ୱଦରବାରରେ ପରିଚିତ ହେବ ଓଡ଼ିଶା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ ପୁଞ୍ଜିନିବେଶ, ପର୍ଯ୍ୟଟନର ପ୍ରଚାର ଇତ୍ୟାଦି କାର୍ଯ୍ୟକୁ ଅଧିକ ସୁସଙ୍ଗଠିତ ଢଙ୍ଗରେ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ପଦକ୍ଷେପ ନିଆଯାଇଛି। ସେହିକ୍ରମରେ ଓଡ଼ିଶା ପାଇଁ ୧୧ ଜଣ ଭାରତୀୟ ବୈଦେଶିକ ସେବା(ଆଇଏଫ୍‌ଏସ୍‌) ଅଧିକାରୀଙ୍କୁ ସ୍ବତନ୍ତ୍ର…

ଝେଲମ୍‌ରେ ବ୍ରିଜ୍‌ ଲାଗି ସହଯୋଗ କଲେ ମୁସଲ୍‌ମାନ: ଭଙ୍ଗାଯିବ ୪୦ ବର୍ଷର ମସ୍‌ଜିଦ

ଶ୍ରୀନଗର୍‌, ୨୩ା୧୨(ପି.ଟି.): ଜମ୍ମୁ-କଶ୍ମୀରର ଝେଲମ୍‌ ନଦୀ ଉପରେ ବ୍ରିଜ୍‌ ନିର୍ମାଣ ଶେଷକରିବା ଲାଗି ମୁସଲ୍‌ମାନ ସମ୍ପ୍ରଦାୟ ସହଯୋଗର ହାତ ବଢ଼ାଇଛି। ଦୀର୍ଘ ୪୦ ବର୍ଷର ମସ୍‌ଜିଦ ଭାଙ୍ଗିବା ସହ ବ୍ରିଜ୍‌ କାମ ସମ୍ପୂର୍ଣ୍ଣ କରିବା ଲାଗି ସେମାନେ ରାଜି ହୋଇ ଏକ…

ନିଶାମୁକ୍ତି ଅଭିଯାନରେ ଖଳିସାହି ଗ୍ରାମବାସୀ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଗ୍ରାମରେ ନିଶାଦ୍ରବ୍ୟର ଅବାଧ କାରବାର ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିଲା। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ସୁଫଳ ନ ପାଇବାରୁ ନିଶାମୁକ୍ତ ଗ୍ରାମ ଗଠନ ନିମନ୍ତେ ଅଣ୍ଟା ଭିଡିଛନ୍ତି। ରବିବାର…

ବିଦେଶରେ ଚାକିରି ଦେବାକୁ କହି ଠକେଇ ଘଟଣା: କାର୍ଯ୍ୟାଳୟ ସିଲ୍‌ରେ ଅଟକିଛି ପୋଲିସ

ନୟାଗଡ଼ ଅଫିସ,୨୩ା୧୨: ବିଦେଶରେ ଚାକିରି କରାଇଦେବାକୁ କହି ଟଙ୍କା ଠକେଇ ଘଟଣାର ନୟାଗଡ଼ ଟାଉନ ପୋଲିସ କେବଳ କାର୍ଯ୍ୟାଳୟ ସିଲ୍‌ରେ ଅଟକିଛି। ଘଟଣାର ମାସେ ବିତିଯାଇଥିଲେ ମଧ୍ୟ ପୋଲିସ କେବଳ ମାମଲା ରୁଜୁ କରି ହାତବାନ୍ଧି ବସିଛି। ନଭେମ୍ବର ୨୦ ତାରିଖରେ…

ଅବହେଳିତ ପରିବେଶ ପର୍ଯ୍ୟଟନସ୍ଥଳୀ: ଯୋଗୀଯୋଗିଆଣୀ ବୌଦ୍ଧ ପୀଠ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ବୌଦ୍ଧପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାର ୩ ବର୍ଷ ବିତିଲାଣି ।ମାତ୍ର ଏହି ପୀଠର ଉନ୍ନତି ଦିଗରେ ପର୍ଯ୍ୟଟନ ବିଭାଗ ଧ୍ୟାନ ଦେଉ ନ ଥିବାରୁ ପର୍ଯ୍ୟଟକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?