Home

‘ହକ୍‌ ଆଇ’ ଆପ୍‌ ଦ୍ୱାରା ଚୋରି ମୋବାଇଲ୍‌ ଉଦ୍ଧାର

ହାଇଦ୍ରାବାଦ୍‌: ଏକ ମୋବାଇଲ୍‌ ଆପ୍‌ ଜରିଆରେ ହାଇଦ୍ରାବାଦ ପୋଲିସ ୬୭ଟି ଚୋରି ମୋବାଇଲ୍‌ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଜନସାଧାରଣଙ୍କ ସହ ଯୋଡ଼ିହେବା ପାଇଁ ହାଇଦ୍ରାବାଦ ପୋଲିସ ପକ୍ଷରୁ ୨୦୧୫ରେ ‘ହକ୍‌ ଆଇ’ ନାମକ ଏହି ମୋବାଇଲ୍‌ ଆପ୍‌ ଜାରି…

୮ ହଜାର କୋଟିର ଅଳଙ୍କାର ଲୁଟ୍‌

ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍‌ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ ଥିବା କୁହାଯାଉଛି। ସଂଗ୍ରହାଳୟରୁ ଚୋରମାନେ ୮ ହଜାର କୋଟିର ଅଳଙ୍କାର ଏବଂ ବହୁମୂଲ୍ୟ ସାମଗ୍ରୀ…

ପ୍ରଜ୍ଞା ଠାକୁର ଜଣେ ଆତଙ୍କବାଦୀ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୧୧: ନାଥୁରାମ ଗଡସେକୁ ଦେଶ ଭକ୍ତ କହି ପୁଣି ବିବାଦ ଘେରକୁ ଆସିଛନ୍ତି ଭାଜପା ଏମ୍‌ପି ପ୍ରଜ୍ଞା ଠାକୁର। ଏଥିପାଇଁ ତାଙ୍କୁ ପଦ ହରାଇବାକୁ ପଡିଛି। ବୁଧବାର ଲୋକସଭାରେ ଏସପିଜି ସଂଶୋଧନ ବିଲ ଉପରେ ଚର୍ଚ୍ଚା ଚାଲିଥିବା ସମୟରେ ପ୍ରସଙ୍ଗ କ୍ରମେ…

ସଙ୍ଗୀତ ମାୟାରେ ରୁନୁ

ପିଲାଟି ଦିନରୁ ତାଙ୍କର ସଙ୍ଗୀତ ପ୍ରତି ରୁଚି ଥିଲା। ଏହା ଦେଖି ତାଙ୍କର ମା’ ରଶ୍ମିତା ପଣ୍ଡା ଏବଂ ବାପା ଚନ୍ଦ୍ରମଣି ପଣ୍ଡା ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ। ନିହାର ରଞ୍ଜନ ପତିଙ୍କ ନିକଟରୁ ସଙ୍ଗୀତ ଶିକ୍ଷା ଶେଷ ପରେ…

ହଳଦୀ ମିଶା କ୍ଷୀରପାନ ଅବସାଦ ଦୂରକରେ

ନୂଆଦିଲ୍ଲୀ: ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ ଏହା ମୁକ୍ତି ଦେଇଥାଏ। କ୍ଷୀରରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍‌, ଆଇରନ୍‌, ପ୍ରୋଟିନ୍‌…

ରାଜ୍ୟପାଳ ହେଲେ ଏହି ପ୍ରସିଦ୍ଧ କ୍ରିକେଟର

କଲମ୍ବୋ,୨୮।୧୧: କ୍ରିକେଟରେ ରାଜ୍‌ କରିବା ପରେ ଏବେ ରାଜନୈତିକ ମୈଦାନରେ ଜଲଓ୍ବା ଦେଖାଇବାକୁ ଯାଉଛନ୍ତି ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନ। ତାମିଲ ବହୁଳ ଉତ୍ତର ପ୍ରାନ୍ତରେ ତାଙ୍କୁ ରାଜ୍ୟପାଳ ନିଯୁକ୍ତ କରାଯାଇଛି। ମୁରଲିଧରନ ଭାରତୀୟ ମୂଳର ତାଲିମ ଅଟନ୍ତି। ସେ…

ମତାନ୍ତର ଭୁଲି ଏକତାସୂତ୍ରରେ ବାନ୍ଧି ହୁଅ: ନିରଞ୍ଜନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ତୃଣମୂଳସ୍ତରରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଦଳର ୩୩ ସାଙ୍ଗଠନିକ ଜିଲାରୁ କ୍ୟାଡର ସୃଷ୍ଟି କରିବା ପାଇଁ କଂଗ୍ରେସ ଭବନଠାରେ ଦୁଇଦିନିଆ ଚୟନ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଏହି ଉପଲକ୍ଷେ ନିଖିଳ ଭାରତ କଂଗ୍ରେସ ପ୍ରଶିକ୍ଷଣ ଇନଚାର୍ଜ…

ଇକୋ-ଟୁରିଜମ ସ୍ଥଳୀ ଭାବେ ବିକଶିତ ହେବ ୭ ସ୍ଥାନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଚାନ୍ଦିପୁର, ଚିତ୍ରକୋଣ୍ଡା, ସତୀଗୁଡା, କୋରାପୁଟ, ଟେନ୍‌ସା, ନୂଆପଡ଼ାର ପାତ୍ରୋଡା ଡ୍ୟାମ୍‌ ଏବଂ ବରଗଡ଼ର ନୃସିଂହନାଥ ଆଦି ୭ଟି ସ୍ଥାନକୁ ନୂଆ ଇକୋ-ଟୁରିଜମ ସ୍ଥଳୀଭାବେ ବିକଶିତ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହିସବୁ ସ୍ଥାନକୁ ପ୍ଲାଷ୍ଟିକ ମୁକ୍ତ ରଖିବା ଏବଂ ସେଠାରେ…

ରାଜ୍ୟରେ ଅବକ୍ଷୟମୁଖୀ ଚିନିକଳ ଶିଳ୍ପ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ ଚିନି କଳ ବ୍ୟବସାୟ ଲାଭଜନକ ନୁହେଁ। ଉତ୍ପାଦନ ଖର୍ଚ୍ଚର ଅହେତୁକ ବୃଦ୍ଧି ଘଟିଛି। ହେଲେ ସମାନୁପାତିକ ମୂଲ୍ୟରେ ବିକ୍ରି କରାଯାଉନାହିଁ। କେତେକ କାରଖାନା ପାଇଁ ଉପଯୁକ୍ତ ପରିମାଣର କଞ୍ଚାମାଲ ଅଭାବ ମଧ୍ୟ ରହୁଛି। ରାଜ୍ୟର ବିଭିନ୍ନ ଚିନି କାରଖାନା…

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: ୩ ଦିନିଆ ବନ୍ଦ ପାଳନ ଆରମ୍ଭ

ସମ୍ବଲପୁର,୨୮।୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଜାରି ରହିଥିବାବେଳେ ଗୁରୁବାର ଠାରୁ ୩ ଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ଓ କାର୍ଯ୍ୟାଳୟ, ସେହିପରି ବେସରକାରୀ…

ପାକିସ୍ତାନ ଲିଙ୍କ୍‌ ଅଭିଯୋଗ: ବିଧାନସଭାରେ କେୟାର ହସ୍ପିଟାଲ ପ୍ରସଙ୍ଗ ଉଠାଇଲେ ବିରୋଧୀ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲର ପାକିସ୍ତାନ ସହ ଲିଙ୍କ୍‌ ଥିବାନେଇ ବିଧାନସଭାରେ ବିରୋଧୀ ଆପତ୍ତି ଉଠାଇଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଥିଲେ। ବୁଧବାର…

ମାହାଙ୍ଗା ରାସ୍ତା ନିର୍ମାଣରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କଟକ ପୂର୍ତ୍ତ ଡିଭିଜନ-୨ ଅନ୍ତର୍ଗତ ସାଲେପୁର ସବ୍‌ଡିଭିଜନର ମାହାଙ୍ଗା ସେକ୍ସନରେ ହୋଇଥିବା ରାସ୍ତା ନିର୍ମାଣ ଟେଣ୍ଡର ଦୁର୍ନୀତିର ତଦନ୍ତ କରିବାକୁ ଲୋକାୟୁକ୍ତ ବୁଧବାର ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri