Home

ପୁଞ୍ଚ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ରବିବାର ପୁଞ୍ଚ୍‌ ଜିଲାର ମେଣ୍ଡାର ଏବଂ କ୍ରିଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର…

ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ ହେଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ପୁଣିଥରେ ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶର ଶାସକ ଦଳ ଅଓ୍ବାମି ଲିଗ୍‌ର ରାଷ୍ଟ୍ରୀୟ ପରିଷଦ ହସିନାଙ୍କୁ ପାର୍ଟିର ଅଧ୍ୟକ୍ଷ ଓ ଅବୈଦୁଲ କ୍ୱାଦେରଙ୍କୁ ପୁଣିଥରେ ମହାସଚିବ ଭାବେ ମନୋନୀତ କରିଛି।…

ମନ ପସନ୍ଦର ସିଟ୍‌ ନ ମିଳିବାରୁ ସ୍ପାଇସ୍‌ ଜେଟ୍‌ ବିମାନରେ ୨୦ ମିନିଟ୍‌ ଧାରଣା ଦେଲେ ପ୍ରଜ୍ଞା ସିଂ ଠାକୁର

ଭୋପାଳ,୨୨।୧୨: ସ୍ପାଇସ୍‌ ଜେଟ୍‌ ବିମାନରେ ମନ ପସନ୍ଦର ସିଟ୍‌ ନ ମିଳିବାରୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ୨୦ ମିନିଟ୍‌ ଧାରଣା ଦେଇଥିବା କୁହାଯାଉଛି। ବିମାନଟି ଦିଲ୍ଲୀରୁ ଭୋପାଳ ଯାଉଥିଲା। ଏଥିରେ ପ୍ରଜ୍ଞାଙ୍କୁ ୨-ଏ ସିଟ୍‌ ଦିଆଯାଇଥିଲା। ତେବେ ପ୍ରୋଟୋକଲ…

ଗୁଳି ମାନିଲାନି ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌: ନୂଆ ଜୀବନ ପାଇଲେ କନଷ୍ଟେବଳ

ଫିରୋଜାବାଦ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧର ନିଆଁ ଜଳୁଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାର ବାତାବରଣ ସୃଷ୍ଟି ହୋଇଛି। ଏତିକି ବେଳେ ବିରୋଧ ପ୍ରଦର୍ଶନକାରୀଙ୍କୁ ଅଟକାଇବାକୁ ଯାଇ ପୋଲିସ ମଧ୍ୟ ନାକେଦମ ହେଲାଣି। ଉତ୍ତର ପ୍ରଦେଶରେ ସିଏଏ…

ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ମାଷ୍ଟରକ୍ୟାଣ୍ଟିନରୁ ଷ୍ଟାଡିୟମ ପର୍ଯ୍ୟନ୍ତ ଚାଲୁଛି ସ୍ବତନ୍ତ୍ର ବସ୍‌

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): କଟକ ବାରବାଟୀରେ ରବିବାର ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ। ଏହାକୁ ନେଇ ‘ମୋ ବସ୍‌’ପକ୍ଷରୁ ସ୍ବତନ୍ତ୍ର ବସ୍‌ ଚଳାଚଳ ହେଉଛି। ଭୁବନେଶ୍ୱର ରେଳଷ୍ଟେଶନଠାରୁ ବାରବାଟୀ ଷ୍ଟାଡିୟମ ପର୍ଯ୍ୟନ୍ତ ୨୦ଟି ବସ୍‌ ଚାଲୁଥିବା ସୂଚନା ମିଳିଛି। ଚଳିତ ସିରିଜ ୧-୧…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଦମକଳ ବାହିନୀ ପୋଷାକ ପିନ୍ଧିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଏବୋଟଙ୍କ ଫଟୋ ଭାଇରାଲ

ସିଡ୍‌ନୀ,୨୨।୧୨: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲିଭିବାର ନାଁ ଧରୁନି। ଏବେ ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଏବୋଟଙ୍କ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୬୨ ବର୍ଷ ବୟସ୍କ ଟୋନି ଦମକଳ ବାହିନୀ ପୋଷାକ ପିନ୍ଧି ନିଆଁ ଲିଭାଉଥିବାର ଫଟୋକୁ ଶେୟାର…

ରାମଲୀଳା ମଇଦାନରେ ଧନ୍ୟବାଦ ରାଲିରେ ଯୋଗଦେବେ ମୋଦି

ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳ ୧୧ଟା ୩୦ରେ ରାଜଧାନୀ ଦିଲ୍ଲୀରେ ଥିବା ରାମଲୀଳା ମଇଦାନରେ ଅନୁଷ୍ଠିତ ଏକ ରାଲିରେ ଯୋଗ ଦେବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବା ବେଳେ ସେ…

ବିଟେକ୍‌ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ରାଞ୍ଚି, ୨୨ା୧୨(ପି.ଟି.): ତିନିବର୍ଷ ପୂର୍ବେ ରାଞ୍ଚିର ଜଣେ ବିଟେକ୍‌ ଛାତ୍ରୀଙ୍କୁ ନିଜ ଘରେ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଶନିବାର ଏହି ମାମଲାର ଦୋଷୀ ବିହାରର ନାଳନ୍ଦା ଜିଲା ନିବାସୀ ରାହୁଲ ରାଜ୍‌ଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟ ଫାଶୀ ଦଣ୍ଡାଦେଶ ଦେବା…

ଥରୁର୍‌ଙ୍କ ନଁ।ରେ ଗିରଫ ପରଓ୍ବାନା

ନୂଆଦିଲ୍ଲୀ, ୨୨ା୧୨: କଂଗ୍ରେସ ଏମ୍‌ପି ଶଶୀ ଥରୁର୍‌ଙ୍କ ବିରୋଧରେ ଥିରୁବନନ୍ତପୁରମ୍‌ କୋର୍ଟ ଗିରଫ ପରଓ୍ବାନା ଜାରି କରିଛନ୍ତି। ବାରମ୍ବାର ସମନ୍‌ ସତ୍ତ୍ୱେ ସେ କୋର୍ଟରେ ହାଜର ହୋଇ ନ ଥିଲେ। ଥରୁର୍‌ ତାଙ୍କ ଉପନ୍ୟାସ ‘ଦ ଗ୍ରେଟ୍‌ ଇଣ୍ଡିଆନ୍‌ ନୋବେଲ୍‌’ ରେ…

ଫୈଜାବାଦ କୋର୍ଟ ବିସ୍ଫୋରଣ ମାମଲା: ୨ ଜଣଙ୍କୁ ଆଜୀବନ ଜେଲ

ଫୈଜାବାଦ, ୨୨ା୧୨(ପି.ଟି.): ୨୦୦୭ ନଭେମ୍ବରରେ ଉତ୍ତର ପ୍ରଦେଶର ଫୈଜାବାଦ କୋର୍ଟରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ଶନିବାର ସ୍ବତନ୍ତ୍ର ଆତଙ୍କ ନିରୋଧୀ ଅଦାଲତ ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। କୋର୍ଟ ପରିସରରେ ୨ଟି ବିସ୍ଫୋରଣ କରାଯିବା ଫଳରେ ୫…

ପାକ୍‌ରେ ପ୍ରଫେସରଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଇସ୍‌ଲାମାବାଦ, ୨୨ା୧୨(ପି.ଟି.): ଫେସ୍‌ବୁକ୍‌ରେ ଈଶ୍ୱରଙ୍କୁ ନିନ୍ଦାକରିବା ଅଭିଯୋଗରେ ଶନିବାର ପାକିସ୍ତାନର ଏକ କୋର୍ଟ ମୁସ୍‌ଲିମ ପ୍ରଫେସର ଜୁନୈଦ ହାଫିଜ୍‌ଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ପଞ୍ଜାବର ମୁଲ୍‌ତାନସ୍ଥିତ ହାଫିଜ୍‌ ବହଉଦ୍ଦିନ ଜାକାରିୟା ବିଶ୍ୱବିଦ୍ୟାଳୟରେ ହାଫିଜ୍‌ ଭିଜିଟିଂ ଅଧ୍ୟାପକ ଭାବେ କାମ କରନ୍ତି। ୨୦୧୩ ମାର୍ଚ୍ଚରେ…

ବନ୍ଦ ମଦ ଦୋକାନ ଖୋଲି ରାଜସ୍ବ ବଢ଼ାଅ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବନ୍ଦ ହୋଇପଡ଼ିଥିବା ମଞ୍ଜୁରୀପ୍ରାପ୍ତ ମଦ ଦୋକାନ ପୁନଃକାର୍ଯ୍ୟକ୍ଷମ କରି ରାଜସ୍ବ ବଢ଼ାଅ। ଭୁବନେଶ୍ୱରରେ ଅବକାରୀ ବିଭାଗର ତ୍ରୟମାସିକ ସମୀକ୍ଷା ବୈଠକରେ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଭାଗୀୟ ଅଧିକାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ମଦମୃତ୍ୟୁ ରୋକିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?