ସପ୍ତାହରେ ଥରେ ପିଅନ୍ତୁ ଛେଳି କ୍ଷୀର ଡେଙ୍ଗୁରୁ ରହିବେ ଦୂରେଇ…
ଛେଳି କ୍ଷୀର ଅନେକ ପୋଷକ ତତ୍ତ୍ୱର ଭରପୁର। ସପ୍ତାହରେ ଥରେ ଛେଳି କ୍ଷୀର ପିଇଲେ ଡେଙ୍ଗୁରୋଗର ହେବାର ଆଶଙ୍କା ନ ଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ କାର୍ବୋହାଇଡ୍ରେଟ୍, ପଟାସିୟମ୍, କପର, ଜିଙ୍କ୍ ଆଦି ପଦାର୍ଥ ରହିଛି। ଏହା ସହିତ…
ବଳକା ତେଲରେ ଖାଦ୍ୟ ପ୍ରସ୍ତୁତି କରୁଛନ୍ତି କି? ସାବଧାନ! ହୋଇପାରେ ଏସବୁ ମାରାତ୍ମକ ରୋଗ
ସାଧାରଣତଃ କିଛି ଖାଦ୍ୟପଦାର୍ଥ ଛାଣି ସାରିବା ପରେ ତେଲ ବଳି ଯାଇଥାଏ। ଅନେକ ଲୋକ ସେହି ତେଲକୁ ରଖି ପୁଣି ଥରେ ରୋଷେଇରେ ବ୍ୟବହାର କରିଥା’ନ୍ତି। କିନ୍ତୁ ଏହି ତେଲ ସ୍ବାସ୍ଥ୍ୟ ପକ୍ଷେ ଖୁବ୍ କ୍ଷତିକାରକ। ଏହା କର୍କଟ ଏବଂ ହୃଦ୍ରୋଗ…
ପିଆଜର ଉପକାରୀ ଗୁଣ
ଆୟୁର୍ବେଦ ଅନୁଯାୟୀ ପିଆଜ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ବେଶ୍ ସହାୟକ ହୋଇଥାଏ। ଏଥିରେ ରହିଛି ସଲଫର, ଏମିନୋ ଏସିଡ ଓ ଭିଟାମିନ୍ସ। ବିଶେଷ କରି କଞ୍ଚା ପିଆଜ ଖାଇଲେ ଏହା ଉପକାର ଅନେକ। -ନିୟମିତ ଖାଦ୍ୟରେ କଞ୍ଚା…
ଟେଷ୍ଟ କ୍ରିକେଟ୍ରେ ସବୁଠୁ ଅଧିକ ବଲ୍ର ସମ୍ମୁଖୀନ ହୋଇଥିବା ଖେଳାଳି ଜଣଙ୍କ କିଏ ଜାଣନ୍ତି
କ୍ରିକେଟ୍ରେ ଅନେକ ରେକର୍ଡ ସୃଷ୍ଟି ଏବଂ ଭାଙ୍ଗେ। କିନ୍ତୁ ଏମିତି କିଛି ରେକର୍ଡ ରହିଛି ଯାହା ଭାଙ୍ଗିବା କୌଣସି ଖେଳାଳିଙ୍କ ପାଇଁ କଷ୍ଟକର। ସେମିତି ଏକ ରେକର୍ଡ ରହିଛି ଭାରତୀୟ ଦଳର ‘ଦ ଓ୍ବାଲ୍’ କୁହାଯାଉଥିବା ରାହୁଲ ଦ୍ରାବିଡଙ୍କ ନାଁରେ। ଟେଷ୍ଟ…
ମହାରାଷ୍ଟ୍ର ରାଜନୀତି: ଉଦ୍ଧବଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ; କହିଲା ଶିବସେନା
ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଛକାପଞ୍ଝା ଜାରି ରହିଛି। ତେବେ ଉଦ୍ଧବ ଠାକ୍ରେଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ ରହିଥିବା ରବିବାର ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ସାମନାର ରୋକ୍ଠୋକ୍…
ଷ୍ଟାଚ୍ୟୁ ଅଫ୍ ୟୁନିଟ୍: ଗୋଟିଏ ବର୍ଷରେ ଆସିଛନ୍ତି ୨୬ ଲକ୍ଷ ପର୍ଯ୍ୟଟକ
ନୂଆଦିଲ୍ଲୀ,୨୭।୧୦: ଷ୍ଟାଚ୍ୟୁ ଅଫ୍ ୟୁନିଟ୍ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି। ଏହାକୁ ଦେଖିବାକୁ ଗୋଟିଏ ବର୍ଷରେ ୨୬ ଲକ୍ଷରୁ ଅଧିକ ପର୍ଯ୍ୟଟକ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମରେ…
ରାଜୌରୀରେ ମୋଦି: ଯବାନଙ୍କ ସହିତ ପାଳିଲେ ଦୀପାବଳି
ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର ରାଜୌରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଯବାନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। ଗତ ୬ ବର୍ଷ ଧରି ମୋଦି ଲଗାତାର ଯବାନମାନଙ୍କ ସହିତ ମିଶି ଦୀପାବଳି ପାଳନ କରୁଛନ୍ତି। ରାଜୌରୀ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ମୁତୟନ ଥିବା…
ପରଲୋକରେ ୯୯ ବର୍ଷ ବୟସ୍କା ଯୋଗ ପ୍ରଶିକ୍ଷିକା: କରିଥିଲେ ନିଜ ମୃତ୍ୟୁର ଭବିଷ୍ୟବାଣୀ
କୋୟମ୍ବାଟୁର,୨୭।୧୦: ଯୋଗ ଶିକ୍ଷା କ୍ଷେତ୍ରରେ ଖ୍ୟାତି ହାସଲ କରିଥିବା ଯୋଗ ପ୍ରଶିକ୍ଷିକା ପଦ୍ମଶ୍ରୀ ବି. ନାନମ୍ମଲ୍ଙ୍କର ୯୯ ବର୍ଷ ବୟସରେ ପରଲୋକ ହୋଇଛି। ତାମିଲ୍ନାଡୁର କୋୟମ୍ବାଟୁରଠାରେ ତାଙ୍କର ପରଲୋକ ହୋଇଯାଇଛି। ସେ ନିଜ ଜୀବନକାଳରେ ୧୦ ଲକ୍ଷରୁ ଅଧିକ ଶିକ୍ଷାର୍ଥୀଙ୍କୁ ଯୋଗଶିକ୍ଷା…
ଦୀପାବଳି ଶୁଭ ମୂହୁର୍ତ୍ତ ଟ୍ରେଡିଂ: ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ର ୬୨ ବର୍ଷର ପରମ୍ପରା; ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ
ମୁମ୍ବାଇ,୨୭।୧୦: ଦୀପାବଳି ଉପଲକ୍ଷେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ର ୬୨ ବର୍ଷର ପରମ୍ପରା ଶୁଭ ମୂହୁର୍ତ୍ତ ଟ୍ରେଡିଂ ରବିବାର ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ ହୋଇଛି। ଏହି ପରମ୍ପରା ୧୯୫୭ରୁ ଆରମ୍ଭ ହୋଇଥିଲା। ସେହିପରି ଏନ୍ଏସ୍ଇରେ…
ବାୟୁସେନାର ପରାକ୍ରମ: ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଏମ୍ଆଇ-୧୭ ଦ୍ୱାରା ୧୧ ହଜାର ୫ଶହ ଫୁଟ ଉଚ୍ଚରୁ ତଳେ ଓହ୍ଲାଇଲା
ଡେରାଡୁନ୍,୨୭।୧୦: ଭାରତୀୟ ବାୟୁସେନା ଏକ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟରକୁ ୧୧ ହଜାର ୫ଶହ ଫୁଟ ଉଚ୍ଚରୁ ତଳେ ଓହ୍ଲାଇ ନିଜର ପରାକ୍ରମ ଦେଖାଇଛି। ୟୁଟି ଏୟାର ପ୍ରାଇଭେଟ୍ ଲିମିଟେଡ୍ର ଏକ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଭାରତୀୟ ବାୟୁସେନାର ଏମ୍ଆଇ-୧୭ ସୁରକ୍ଷିତ ଭାବେ କେଦାରନାଥ…
କେବେ ଆରମ୍ଭ ହୋଇଥିଲା ଦୀପାବଳି
ଆଲୋକର ପର୍ବ ଦୀପାବଳି। ଦୀପାବଳି ଆସିଲେ ଘରେ ଘରେ ଖୁସିର ମାହୋଲ ଦେଖାଯାଇଥିବା ବେଳେ ଭିନ୍ନ ଭିନ୍ନ ପ୍ରକାରର ସୁସ୍ବାଦୁ ବ୍ୟଞ୍ଜନ ତିଆରି କରାଯାଇଥାଏ। ଲୋକେ କିଛି ଦିନ ଆଗରୁ ଘର ସଫା କାର୍ଯ୍ୟ ସାରିଦେଇଥିବା ବେଳେ ଦୀପାବଳି ଦିନ ଘରକୁ…
୧୨୦ ଏସିଡ୍ ପୀଡିତାଙ୍କୁ ସାହାଯ୍ୟ କରିବେ ଶାହାରୁଖ
ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖଙ୍କ ଦରିୟା ଦିଲ୍ ଦେଖିବାକୁ ମିଳିଛି। ଏବେ ତାଙ୍କ ଫାଉଣ୍ଡେଶନ ପ୍ରାୟ ୧୨୦ ଏସିଡ୍ ପୀଡିତାଙ୍କୁ ସହାୟତା ଯୋଗାଇ ଦେବ ବୋଲି ଶୁଣିବାକୁ ମିଳିଛି। ନିକଟରେ ଶାହାରୁଖ ତାଙ୍କ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଥିଲେ ଯେଉଁଥିରେ…
Archives


