Home

କରତକଳ ଅନୁମତି ଦାବିରେ ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ଘେରାଉ

ଚାନ୍ଦବାଲି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ କରତକଳ ସ୍ଥାପନ ନିମନ୍ତେ ସରକାରୀ ଅନୁମତି ପ୍ରଦାନ ଦାବିରେ ବୁଧବାର ଶତାଧିକ କରତକଳ ମାଲିକ, କାଠମିସ୍ତ୍ରୀ, କାଠ ବ୍ୟବସାୟୀ ଚାନ୍ଦବାଲିସ୍ଥିତ ଭଦ୍ରକ ଡିଏଫ୍‌ଓ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ କରତକଳକୁ ଅନୁମତି ନ…

ସ୍ତ୍ରୀ ସାକ୍ଷୀଙ୍କ ସହ କେମିତି ଖୁସିରେ ଅଛନ୍ତି, ରାଜ୍‌ ଖୋଲିଲେ ଧୋନୀ

ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଗତ ପାଞ୍ଚମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏଭଳି ସ୍ଥିତିରେ ଧୋନୀ ପୁଣିଥରେ ଅନ୍ତର୍ଜାତୀୟ କ୍ରିକେଟକୁ କେବେ ଫେରିବେ, ତାହା ବଡ ପ୍ରଶ୍ନ ହୋଇ ରହିଛି। କିନ୍ତୁ ଅବସରକୁ ନେଇ ଚିନ୍ତିତ…

ଆରମ୍ଭ ହେବ ଠାକ୍‌ରେ ଶାସନ: ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଜାତୀୟ ସ୍ତରୀୟ ନେତାଙ୍କୁ କରାଯିବ ନିମନ୍ତ୍ରଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହେବାକୁ ଯାଉଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ପାର୍କରେ ଅତିଥିଙ୍କ ପାଇଁ ୭୦ ହଜାରରୁ…

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି ବାତ୍ୟା ବେଳେ ଏହି ତହସିଲର ତୁମ୍ବା, ବୁରାତାଲ ଏବଂ ଆଙ୍କୁଲି ପଞ୍ଚାୟତର ପାହାଡ଼…

ଏନ୍‌ସିପିରେ ଥିଲି ଏବେ ବି ରହିଛି: ଅଜିତ୍‌ ପାଓ୍ବାର

ମୁମ୍ବାଇ,୨୭।୧୧: ଏନ୍‌ସିପିରେ ଥିଲି ଏବେ ବି ଦଳରେ ରହିଛି ବୋଲି ଘରବାହୁଡ଼ି ଥିବା ନେତା ଅଜିତ୍‌ ପାଓ୍ବାର ବୁଧବାର କହିଛନ୍ତି। ମହାରାଷ୍ଟ୍ର ବିଧାନ ଭବନରେ ସେ ବିଧାୟକ ଭାବେ ଶପଥ ପାଠ କରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ଏକ ପ୍ରଶ୍ନର ଉତ୍ତରରେ…

କମିଛି ଦୁର୍ନୀତିି; ଲାଞ୍ଚ କାରବାର ୧୦ ପ୍ରତିଶତ ହୋଇଛି କମ୍‌: ସର୍ଭେ

ନୂଆଦିଲ୍ଲୀ,୨୭।୧୧: ଗତ ଏକ ବର୍ଷ ମଧ୍ୟରେ ଦେଶର କେତେକ ରାଜ୍ୟରେ ଦୁର୍ନୀତି କମିଛି। ସେହିପରି ଏହି ସମୟ ମଧ୍ୟରେ ଲାଞ୍ଚ କାରବାର ୧୦ ପ୍ରତିଶତ କମ୍‌ ହୋଇଛି। ଏନେଇ ଟାନ୍ସପରେନ୍ସି ଇଣ୍ଟରନ୍ୟାସନାଲ୍‌ ଏବଂ ଲୋକାଲ ସର୍କଲ୍ସ୍‌ ପକ୍ଷରୁ ଏକ ସର୍ଭେ ରିପୋର୍ଟ…

ଜେଲରେ ପି. ଚିଦାମ୍ବରମ୍‌ଙ୍କୁ ଭେଟିଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୧: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମଙ୍କୁ ଭେଟିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କ ଭଦ୍ରା। ଉଭୟ ଚିଦାମ୍ବରମଙ୍କୁ ଭେଟି ତାଙ୍କ…

କମୁଛି ଏନ୍‌ଡିଏ ଶାସିତ ରାଜ୍ୟ ସଂଖ୍ୟା: ୧୧ ମାସରେ ହାତରୁ ଗଲାଣି ୪

ନୂଆଦିଲ୍ଲୀ,୨୭।୧୧: ଧୀରେଧୀରେ ଏନ୍‌ଡିଏ ଶାସିତ ରାଜ୍ୟ ସଂଖ୍ୟା କମିବାରେ ଲାଗିଛି। ୨୦୧୭ରେ ଏନ୍‌ଡିଏ ଦେଶର ୭୨ ପ୍ରତିଶତ ଅଞ୍ଚଳରେ ଶାସନରେ ଥିବାବେଳେ ନଭେମ୍ବର ୨୦୧୯ ସୁଦ୍ଧା ଏହା ୪୧ ପ୍ରତିଶତକୁ ଖସି ଆସିଛି। ଗତ ୧୧ ମାସ ମଧ୍ୟରେ ଏନ୍‌ଡିଏ ହାତରୁ…

ପ୍ରେମିକା ଧୋକା ଦେବାରୁ ଆତଙ୍କବାଦୀ ହେଲେ ଯୁବକ

ଗୁଆହାଟି,୨୭।୧୧: ଆସାମର ଗୋଲପାଡାରେ ୩ ସଂଦିଗ୍ଧ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଏମାନେ ଆସାମ ଏବଂ ଦିଲ୍ଲୀରେ ଆକ୍ରମଣର ଯୋଜନା କରୁଥିଲେ ବୋଲି ପୋଲିସ କହିଛି। ତେବେ ଏହି ୩ ଆତଙ୍କବାଦୀଙ୍କ ମଧ୍ୟରେ ୨୪ ବର୍ଷୀୟ ଲୁଇତ୍‌ ଜମିଲ ଲୁଇନ୍‌ ଅଛନ୍ତି।…

ପୁଣି ଶପଥ ନେଲେ ଫଡ୍‌ନବିସ ଏବଂ ଅଜିତ୍‌ ପାଓ୍ବାର

ନୂଆଦିଲ୍ଲୀ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟିବା ପରେ ବୁଧବାର ବିଧାନ ଭବନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଏବଂ ଅଜିତ୍‌ ପାଓ୍ବାର ପୁଣି ଶପଥ ନେଇଛନ୍ତି। ସେମାନେ ବିଧାୟକ ଭାବେ ଶପଥ ପାଠ କରିଛନ୍ତି। ସେମାନଙ୍କ ସହିତ…

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ଇସ୍ତଫା ପରେ ସ୍ତ୍ରୀ କହିଲେ ଏମିତି କଥା

ମୁମ୍ବାଇ,୨୭।୧୧: ଯେଉଁଭଳି ନାଟକୀୟ ଢଙ୍ଗରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ସେହିଭଳି ସୁପ୍ରିମକୋର୍ଟଙ୍କ ଆସ୍ଥା ଭୋଟ ନିର୍ଦ୍ଦେଶ ପରେ ଦେବେନ୍ଦ୍ର ଫଡ୍‌ନଭିସ୍‌ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏବେ ଶିବସେନା ସୁପ୍ରିମୋ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା-ଏନସିପି ଓ କଂଗ୍ରେସ ସରକାର…

ଉତ୍ତେଜନାପୂର୍ଣ୍ଣ ବାତାବରଣରେ ଚାଲିଛି ପଞ୍ଚାୟତ ଉପନିର୍ବାଚନ

ଆରଡ଼ି,୨୭।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ତେନ୍ତୁଲିଡିହ ପଞ୍ଚାୟତରେ ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେଉଛି। ଏହି ନିର୍ବାଚନରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି କରିବାକୁ କିଛି ଯୁବକ ପ୍ରୟାସ କରୁଛନ୍ତି। ଥାନାଧିକାରୀ ପ୍ରଜ୍ଞା ମହାନ୍ତି ସେମାନଙ୍କୁ କଡ଼ା ଚେତାବନୀ ଦେବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri