Home

ରାଜ୍ୟପାଳଙ୍କୁ ଭେଟିଲେ ଉଦ୍ଧବ: ଗୁରୁବାର ଶିବାଜୀ ପାର୍କରେ ଶପଥ ଗ୍ରହଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟର ଅନ୍ତ ଘଟିଛି। ରାଜ୍ୟରେ ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି-କଂଗ୍ରେସ ଅଣ୍ଟା ଭିଡ଼ିଛନ୍ତି। ବୁଧବାର ମେଣ୍ଟର ନେତା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ରାଜଭବନରେ ଭେଟିଛନ୍ତି। ଦୁହିଁଙ୍କ ମଧ୍ୟରେ ୪୫…

ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର ମୁକାବିଲା ତଥା ଯାତ୍ରୀଙ୍କ ସୁବିଧା ପାଇଁ ସୱତନ୍ତ୍ର ବସ୍‌ର ବ୍ୟବସ୍ଥା କରିଛି। ହଲାଦିଅପଦରରୁ…

ସମିତି ସଭ୍ୟ ଉପନିର୍ବାଚନ: ଶାନ୍ତିପୂର୍ଣ୍ଣ ଭାବରେ ମତଦାନ ଆରମ୍ଭ

ତୁଣ୍ଡଲା,୨୭।୧୧(ଡି.ଏନ.ଏ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମ ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ମତଦାନ ଆରମ୍ଭ ହୋଇଯାଇଛି। ଏଥିରେ ପଞ୍ଚାୟତର ଦିଗଶିରା, ସିର୍ଜାପାଲି, ବାଦିପଡାଠାରେ ୯ଟି ୱାର୍ଡରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିଗସିରାରେ ୪ଟି ୱାର୍ଡ ପାଇଁ ୪ଟି…

ମୁମ୍ବାଇ ଭିଓ୍ବଣ୍ଡିରେ ଶିଳ୍ପ କେନ୍ଦ୍ର ଭଙ୍ଗା ଯୋଜନା: ୨୦ ଲକ୍ଷରୁ ଅଧିକ ବେରୋଜଗାର ହେବା ଆଶଙ୍କା

ମୁମ୍ବାଇ,୨୭।୧୧: ମୁମ୍ବାଇ ଭିଓ୍ବାଣ୍ଡି ଅଞ୍ଚଳରେ ଥିବା ବିଭିନ୍ନ ଶିଳ୍ପ କେନ୍ଦ୍ରକୁ ଭଙ୍ଗାଯିବା ପାଇଁ ସରକାର ଯୋଜନା କରିଛନ୍ତି। ଏହା ଦ୍ୱାରା ୨୦ ଲକ୍ଷରୁ ଅଧିକ ଲୋକ ବେରୋଜଗାର ହେବାର ଆଶଙ୍କା ଦେଖାଦେଇଛି। ଏଠାରେ ୬୨ଟି ଗାଁର ପ୍ରାୟ ୧୪ କୋଟି ବର୍ଗଫୁଟ…

ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ ଦିନରେ ପହଞ୍ଚିଛି। ବସ୍‌ ବନ୍ଦ ଯୋଗୁ ଯାତ୍ରୀମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଶେଷରେ ଘରକୁ ବାହୁଡିଲେ ଅଜିତ ପାଓ୍ବାର, କୋଳାଗ୍ରତ କଲେ ସୁପ୍ରିୟା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଏନସିପି ନେତା ଅଜିତ ପାଓ୍ବାର ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ମହାରାଷ୍ଟ୍ର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେଉଥିବା ବେଳେ ସବୁ ବିଧାୟକ ଗୃହରେ ପହଞ୍ଚିଛନ୍ତି। ଏନସିପି ସୁପ୍ରିମୋ ଶରଦ…

କାଟ୍ରୋସାଟ୍‌-୩ର ସଫଳ ଉତ୍‌କ୍ଷେପଣ: ମହାକାଶରୁ ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୨୭।୧୧: ଭାରତ ପୁଣି ରଚିଛି ଇତିହାସ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ କରାଯାଇଛି। ଏହା ସହିତ ଆମେରିକାର ୧୩ଟି ବ୍ୟବସାୟିକ ଉପଗ୍ରହ ମଧ୍ୟ ଉତ୍‌କ୍ଷେପଣ ହୋଇଛି।…

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ରଣପୁର, ୨୭।୧୧(ସ୍ବ.ପ୍ର): ନୟାଗଡ ଜିଲା ରଣପୁର ବ୍ଲକ ଚାନ୍ଦପୁର ଥାନା କେରଣ୍ଡାଟାଙ୍ଗିି ପଞ୍ଚାୟତ ମୁକ୍ତାପୁର ପାତାଳେଶ୍ୱର ମନ୍ଦିର ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଟାଙ୍ଗି ଥାନା ଭଜାଗଡ ଗାଁର ଜଣେ…

ଏମ୍‌ବିଏ ଛାତ୍ରୀଙ୍କ ଟ୍ରାଫିକ୍‌ ମ୍ୟାନେଜ୍‌ମେଣ୍ଟ

ଇନ୍ଦୋର: ମଧ୍ୟ ପ୍ରଦେଶରେ ଜଣେ ଏମ୍‌ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍‌ ପୋଷ୍ଟରେ ଲୋକଙ୍କୁ ଭିନ୍ନ ଢଙ୍ଗରେ ଟ୍ରାଫିକ୍‌ ନିୟମ ବୁଝାଉଥିବା ଦେଖିବାକୁ ମିଳିଛି। ଶୁଭି ଜୈନ ନାମକ ଏହି ଛାତ୍ରୀ ଜଣକ…

ଜୋଷୀ, ରାଣେଙ୍କ ପରେ ଉଦ୍ଧବ

ମୁମ୍ବାଇ, ୨୭ା୧୧(ପି.ଟି.) : ମହାରାଷ୍ଟ୍ରରେ ଫଡ୍‌ନବିସ୍‌ ସରକାରର ପତନ ପରେ ଶିବସେନା ଏହାର ତୃତୀୟ ମୁଖ୍ୟମନ୍ତ୍ରୀ ଭାବେ ଦଳର ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କୁ ପାଇଛି। ୨୮୮ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ ବୁଧବାର ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପରେ ରାସ୍ତା ସଫା…

ବୁମେରାଂ ପାଲଟିଲା ବ୍ରହ୍ମାସ୍ତ୍ର: ପାଓ୍ବାର ଦେଖାଇଲେ ପାଓ୍ବାର

ମୁମ୍ବାଇ,୨୭ା୧୧: କ୍ରିକେଟ ଓ ରାଜନୀତିରେ ସବୁକିଛି ସମ୍ଭବ। କାରଣ ଉଭୟ କ୍ଷେତ୍ରରେ ଯେଉଁ ଦଳ ମ୍ୟାଚ୍‌ ହାରୁଛି ଭଳି ଦେଖାଯାଉଥିବ ଶେଷ ମୁହୂର୍ତ୍ତରେ ସେହି ଦଳ ବାଜି ମାରିନେଇଥାଏ ବୋଲି ଗତ ୧୪ ତାରିଖରେ କେନ୍ଦ୍ରମନ୍ତ୍ରୀ ତଥା ମହାରାଷ୍ଟ୍ରର ବରିଷ୍ଠ ଭାଜପା…

ପୁଣି ହାର୍ଦ୍ଦିକ୍‌-ଉର୍ବଶୀ ଲିଙ୍କ୍‌ଅପ୍‌

ମୁମ୍ବାଇ: ଚର୍ଚ୍ଚାରେ ବଲିଉଡ୍‌ ନାୟିକା ଉର୍ବଶୀ ରୌଟେଲା। ସୋସିଆଲ୍‌ ମିଡିଆରେ ଲୋକେ ତାଙ୍କୁ ଲୋକପ୍ରିୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ପୁଣି ଯୋଡ଼ିବା ଆରମ୍ଭ କରିଦେଇଛନ୍ତି। ଉର୍ବଶୀ ନିଜ ପୋଷା କୁକୁର ସହ ଏକ ଫଟୋ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri