Home

ଭିମ୍‌ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ

ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍‌ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍‌ସାର ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ସେ ସମୀକ୍ଷା କରିଛନ୍ତି। ନିରାମୟ କେନ୍ଦ୍ର ସଂଖ୍ୟା…

ଲାଞ୍ଚ: ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ନିଆଳି,୨୭-୧୧(ଡି.ଏନ୍‌.ଏ.):ନିଆଳି ବ୍ଲକରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ବିଦୁଲତା ରାଉତ ମଙ୍ଗଳବାର ୩୦ହଜାର ୧୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତିି। ସେ ଏହି ଟଙ୍କା ଝାଡ଼ଖଣ୍ଡର ଠିକାଦାର ମହମ୍ମଦ୍‌ ମୋଜାମିଲ୍‌ ଶେଖ୍‌ଙ୍କଠାରୁ…

ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ

ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି ଆରମ୍ଭ ହୋଇଥିଲା। ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ନୀତି ଭଳି ସମାନ ନୀତି ରହିଥିଲା।…

ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା। ଭାରତୀୟ…

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌ ବିଭୂତି ଭୂଷଣ ପଟ୍ଟନାୟକ ଓଡ଼ିଶା କୋ-ଅପରେଟିଭ ସୋସାଇଟି ଆକ୍ଟ-୧୯୬୨ ଅଧୀନ କ୍ଷମତା ବଳରେ…

ଆଧାରକରଣରେ ଓଡ଼ିଶା ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଚଳିତ ବର୍ଷ ୪.୫୮ କୋଟି ସାବାଳକଙ୍କ ମଧ୍ୟରୁ ପ୍ରାୟ ୯୩.୧ ଶତକଡା ଲୋକଙ୍କ ଆଧାର ପ୍ରସ୍ତୁତ କରାଯାଇଛି। ୦-୫ ବର୍ଷ ବୟସ ମଧ୍ୟରେ ୧୮,୨୬,୦୩୮ ଶିଶୁଙ୍କ ପଞ୍ଜୀକରଣ କରାଯାଇ ୪୬% ଲକ୍ଷ୍ୟ ହାସଲ କରାଯାଇଛି। ୫-୧୮ ବର୍ଷ ବୟସ ମଧ୍ୟରେ ୯୫,୮୭,୧୮୬…

ରାଜ୍ୟରେ ଜଙ୍ଗଲ ପରିମାଣ ୫୧, ୩୪୫ ବର୍ଗ କି.ମି.

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଓଡ଼ିଶାରେ ସମ୍ପୂର୍ଣ୍ଣ ଜଙ୍ଗଲର ପରିସୀମା ୫୧ ହଜାର ୩୪୫ ବର୍ଗ କି.ମି. ରହିଛି। ୨୦୧୪ ମସିହା ପୂର୍ବରୁ ଏହା ୫୦ ହଜାର ୩୪୭ ବର୍ଗ କି.ମି. ରହିଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଲିଖିତ…

ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ

ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏଥିପାଇଁ ରାଷ୍ଟ୍ରପତିଙ୍କ ବରୁଣେଇ ଗସ୍ତ ଚୂଡାନ୍ତ ହୋଇଛି। ସୁରକ୍ଷା ଦୃଷ୍ଟିରୁ…

ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ:୧୬ ବିଭାଗରେ ନିଯୁକ୍ତ ହେବେ ୨୮୯ ଅଧ୍ୟାପକ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟଗୁଡ଼ିକରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ ଦିଗରେ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗ ଦ୍ୱାରା ରାଜ୍ୟ ସିଲେକ୍‌ଶନ୍‌ ବୋର୍ଡକୁ ୮୩୩ ଅଧ୍ୟାପକ ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ଅନୁରୋଧ…

ଅକାମୀ ହେବନି ୧୫ ବର୍ଷର ପୁରୁଣା ଗାଡ଼ି

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):୧୫ ବର୍ଷିଆ ପୁରୁଣା ଗାଡି ଅକାମୀ ହୋଇଯିବ। ସେସବୁ ଗାଡିକୁ ରାସ୍ତାରୁ ହଟାଇ ଦିଆଯିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ବିରାମ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏ ନେଇ କୌଣସି ନିୟମ ହୋଇ ନାହିଁ। ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ)ଙ୍କ…

ମହାରାଷ୍ଟ୍ରରେ ଭାଜପା ଖେଳ ଶେଷ:ପରାଜୟ ପୂର୍ବରୁ ପଳାୟନ

ନୂଆଦିଲ୍ଲୀ/ମୁମ୍ବାଇ,୨୭-୧୧:ମହାରାଷ୍ଟ୍ରରେ କ୍ଷମତା ଦଖଲ ପାଇଁ ଚାଲିଥିବା ଭାଜପାର ସଂଖ୍ୟାଖେଳ ଶେଷ ହୋଇଯାଇଛି। ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ଆସ୍ଥାଭୋଟର ସମ୍ମୁଖୀନ ହୋଇ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପାଇଁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବାରୁ ପ୍ରଥମେ ଉପମୁଖ୍ୟମନ୍ତ୍ରୀ ପଦରୁ ଅଜିତ ପାଓ୍ବର ଓ…

ରକ୍ତଚାପ ନିୟନ୍ତ୍ରଣ କରେ ଅଳେଇଚ

ବଡ ଅଳେଇଚ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri