Home

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା : ଗୁହାରି ଶୁଣୁନାହାନ୍ତି ଡିଇଓ, ଧାରଣା ୩ ଦିନରେ

ବ୍ରହ୍ମପୁର ଅଫିସ,୨୧ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ନ୍ୟାୟ ଦାବିରେ ଉଭୟେ ଗିରିରୋଡସ୍ଥିତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ବୁଧବାରଠାରୁ ଧାରଣାରେ ବସିଛନ୍ତି। ଶୁକ୍ରବାର ଧାରଣା ତୃତୀୟ ଦିନରେ ପହଞ୍ଚିଥିଲେ ମଧ୍ୟ…

ଆକର୍ଷଣ ଥାଇ ବି ଅବହେଳିତ

କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି ଭିତ୍ତିଭୂମିର ବିକାଶ ହୋଇ ପାରୁ ନ ଥିବାରୁ ବହିରାଗତ ପର୍ଯ୍ୟଟକ ଆସି ହଇରାଣ ହୋଇ…

ଅଙ୍ଗଦାନ କରିବେ ୭୦ କିନ୍ନର

ଭଦ୍ରକ ଅଫିସ, ୨୧।୧୨- ମୃତ୍ୟୁ ପରେ ସେମାନଙ୍କ ଅଙ୍ଗ ସମାଜର ଯେକୌଣସି ବର୍ଗର ଲୋକଙ୍କ ପାଇଁ ଦାନ କରିବେ। ଭଦ୍ରକ ଚରମ୍ପାସ୍ଥିତ ହୋଟେଲ ମୁନ୍‌ଲାଇଟ ପରିସରରେ ଶୁକ୍ରବାର ଅନୁଷ୍ଠିତ ବାର୍ଷିକ ଉତ୍ସବରେ ଅର୍ଦ୍ଧନାରୀଶ୍ୱର କିନ୍ନର ମହାସଂଘର ୭୦ ଜଣ ସଦସ୍ୟ ଏ…

ବାରିପଦାରେ ଶୀତ ବଢ଼ୁଛି

ବାରିପଦା ଅଫିସ,୨୧ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ ଗତ ୨ ଦିନ ହେବ ଶୀତ ପ୍ରକୋପ ବଢ଼ିଛି। ପାଣି ପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ଏଠାରେ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସ ଥିବା ବେଳେ ଗୁରୁବାର ଏହା ୧୧ ଡିଗ୍ରୀକୁ ଖସିଥିଲା।…

ଶୂନ୍ୟ ହେଉଛି କୁପାରୀ ପୁଣ୍ୟଭୂମି: ଏବେ ମାଙ୍କଡ଼ା ଖଣି ଉପରେ ଲୋଲୁପ ଦୃଷ୍ଟି

ଖଇରା, ୨୧।୧୨ – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ସାଂସ୍କୃତିକ ପୀଠ ପୁଣ୍ୟଭୂମି ଭାବେ ସାରା ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଶୂନ୍ୟ ମଣ୍ଡପ, ନୃସିଂହ ମଠ, ଅମ୍ବିକା ମନ୍ଦିର, ବୌଦ୍ଧ ଓ ଜୈନ କୀର୍ତ୍ତି…

ବାରବାଟୀ ଦିନିକିଆ: ପଡ଼ିଆ ପ୍ରସ୍ତୁତ: ଆଜି ଅଭ୍ୟାସ

କଟକ ଅଫିସ,୨୧ା୧୨- ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ପ୍ରସ୍ତୁତ। ରବିବାର ଏଠାରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପଦାଧିକାରୀ, କର୍ମଚାରୀଙ୍କଠାରୁ…

ଓଜନ ହ୍ରାସରେ ସହାୟକ ହୁଏ ତେନ୍ତୁଳି

ତେନ୍ତୁଳି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ରୋଗ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ ତେନ୍ତୁଳିର ଉପକାରୀ ଗୁଣ ବିଷୟରେ.. ଓଜନ କମ୍‌ କରେ ତେନ୍ତୁଳି ଖାଇଲେ ଓଜନ ହ୍ରାସ ଘଟେ। ତେନ୍ତୁଳିରେ ହାଇଡ୍ରୋସିଟ୍ରିକ୍‌…

୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରିହେବା ପରେ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ୮୩

ମେଲବୋର୍ନ,୨୦।୧୨(ପି.ଟି.)- ଆଇପିଏଲ-୧୩ ଲାଗି ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆନ୍‌ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ୧୦.୭୫ କୋଟି ଟଙ୍କା କିଙ୍ଗ୍ସ ଏକାଦଶ ପଞ୍ଜାବ କିଣିଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ ଶୁକ୍ରବାର ବିବିଏଲ୍‌ ମ୍ୟାଚ୍‌ରେ ସେ ୩୯ ବଲରୁ ୮୩ ରନ୍‌ର…

ସରିଲା ଝାଡ଼ଖଣ୍ଡ ବିଧାନସଭାର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ: ଏବେ ନଜର ଏକ୍‌ଜିଟ୍‌ ପୋଲ୍‌ ଉପରେ

ରାଞ୍ଚି,୨୦।୧୨: ଝାଡ଼ଖଣ୍ଡ ବିଧାନସଭାର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଶୁକ୍ରବାର ଶେଷ ହୋଇଛି। ଏହି ମତଦାନ ପ୍ରକ୍ରିୟାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୯୯ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଥିଲା। ସମସ୍ତ ଆସନର ଫଳାଫଳ ଆସନ୍ତା ୨୩ ତାରିଖରେ ଆସିବ।…

ପ୍ରକାଶ ପାଇଲା କାର୍ଯ୍ୟସୂଚୀ, ୨୭ରୁ ବିଜେଡିର ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ସାଙ୍ଗଠନିକ ନିର୍ବାଚନ ୫ଟି ପର୍ଯ୍ୟାୟରେ ଡିସେମ୍ବର ୨୭ରୁ ୨୦୨୦ ଫେବୃୟାରୀ ୨୬ ମଧ୍ୟରେ ଅନୁଷ୍ଠିତ ହେବ। ଏହାର ସୁପରିଚାଳନା ପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ନିର୍ବାଚନ ଅଧିକାରୀ ଭାବେ ପ୍ରତାପ…

ଥରିଲା ଦିଲ୍ଲୀ-ଏନ୍‌ସିଆର୍‌

ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀ-ଏନ୍‌ସିଆର୍‌ ସମେତ ଉତ୍ତର ଭାରତରେ ଶୁକ୍ରବାର ଅପରାହ୍ନରେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଏହାପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିବା କୁହାଯାଉଛି। ଏଥିରେ ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା…

ଅଭିଯୋଗ ସତ୍ତ୍ୱେ ପୋଲିସ ନୀରବଦ୍ରଷ୍ଟା: ସ୍ବାମୀଙ୍କ ଅତ୍ୟାଚାରରେ ଅତିଷ୍ଠ ହୋଇ ରାସ୍ତାକୁ ଓହ୍ଲାଇଲେ ସ୍ତ୍ରୀ, ଗୁରୁତର ଆହତ ଅବସ୍ଥାରେ ମାଗିଲେ ନ୍ୟାୟ

ଜଗନ୍ନାଥପ୍ରସାଦ,୨୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନl ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ନଂ ରାଜ୍ୟ ରାଜପଥରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନ୍ୟାୟ ପାଇବା ଲାଗି ଦୁଇ ଗୋଡ଼ ବାମ ହାତ ଭାଙ୍ଗିଯାଇଥିବା ଜଣେ ମହିଳା ୬ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?