Home

ମହାରାଷ୍ଟ୍ର ରାଜନୀତିକୁ ନେଇ ମୋଦି-ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ର ରାଜନୀତି ଡ୍ରାମାକୁ ନେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚହଳ ସୃଷ୍ଟି ହୋଇଛି। ମଙ୍ଗଳବାର ଏନେଇ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ…

ଥରିଲା ଆଲବାନିଆ: ବହୁ କୋଠା ଧରାଶାୟୀ

ଟିରାନା,୨୬।୧୧: ଆଲବାନିଆରେ ବୁଧବାର ଭୟଙ୍କର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୪ ଥିଲା ବୋଲି ଆମେରିକା ଜିଓଲୋଜିକାଲ୍‌ ସର୍ଭେ ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ଯୋଗୁ ବହୁ କୋଠା ଧରାଶାୟୀ ହୋଇଯାଇଛି। କିଛି ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ…

ଆଶୀର୍ବାଦଙ୍କୁ ମିଳିଲା ଜାମିନ

କଟକ ଅଫିସ, ୨୬।୧୧: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ମଙ୍ଗଳବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଦେଢ଼ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମିଳିଛି। ତାଙ୍କର ପାସ୍‌ପୋର୍ଟକୁ ସରେଣ୍ଡର କରିବାକୁ କୋର୍ଟ ନିର୍ଦ୍ଦେଶ…

ଆହତ ହେଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ନାୟକ ଟାଇଗର ଶ୍ରଫ ଆହତ ହୋଇଥିବା ସୂଚନା ମିଳିଛି। ସୋମବାର ସେ ତାଙ୍କ ପିଠିର ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି। ତେବେ ଫିଲ୍ମ ‘ବାଗି-୩’ର ଶୁଟିଂ ସେଟ୍‌ରେ ସେ ଆହତ ହୋଇଥିବା କହିଛନ୍ତି। ଅହମ୍ମଦ…

ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ

ଶ୍ରୀହରିକୋଟା,୨୬।୧୧: ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ କରାଯିବ। ଏନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ୧୪ଟି ଉପଗ୍ରହ ଉତ୍‌କ୍ଷେପଣ କରାଯିବ। ସେଥିମଧ୍ୟରେ ଆମେରିକାର ୧୩ଟି ବ୍ୟବସାୟିକ…

ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅଜିତ୍‌

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଲାଗିଛି ଶକ୍ତ ଧକ୍କା। ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍‌ ପାଓ୍ବାର ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସକାଳୁ ସୁପ୍ରିମକୋର୍ଟଙ୍କ ରାୟ ପରେ ଏହାହିଁ ଆଲୋଚନା ହେଉଥିଲା। କାରଣ ଏହାପରେ ସେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର…

ଶହୀଦ୍‌ ପରିବାରଙ୍କୁ ରାଜନାଥଙ୍କ ସୁରକ୍ଷା: ବର୍ଷେ ପର୍ଯ୍ୟନ୍ତ ରହିପାରିବେ ସରକାରୀ ଘରେ

ନୂଆଦିଲ୍ଲୀ,୨୬।୧୧: ଶହୀଦ୍‌ ପରିବାରଙ୍କ ସୁରକ୍ଷା ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ଶହୀଦ୍‌ ପରିବାର ୩ ମାସ ପର୍ଯ୍ୟନ୍ତ ସରକାରୀ ଘରେ ରହିବା ନିୟମ ଥିଲା। ତେବେ ଏବେ ଏହାକୁ ବଢ଼ାଇ ଏକ ବର୍ଷ କରିଦିଆଯାଇଛି। ଏହାକୁ…

କଶ୍ମୀର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିସ୍ଫୋରଣ

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଥିବା କଶ୍ମୀର ବିଶ୍ୱବିଦ୍ୟାଳୟ ନିକଟରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ୨ଜଣ ଆହତ ହୋଇଛନ୍ତି। ଏହା ଏକ ଗ୍ରେନେଡ ଆକ୍ରମଣ ହୋଇଥିବା ବେଳେ ବିଶ୍ୱବିଦ୍ୟାଳୟ ବାହାରେ ଥିବା ସର ସୈଦ ଗେଟ୍‌…

ବାଜଓ୍ବାଙ୍କୁ ଝଟ୍‌କା: କାର୍ଯ୍ୟକାଳ ବୃଦ୍ଧିରେ ବାଧା ଦେଲେ ପାକିସ୍ତାନ ସୁପ୍ରିମ୍‌କୋର୍ଟ

ଇସଲାମାବାଦ୍‌,୨୬।୧୧: ପାକିସ୍ତାନ ସୈନ୍ୟ ବିଭାଗ ମୁଖ୍ୟ ଜେନେରାଲ କମର ଜାବେଦ୍‌ ବାଜଓ୍ବାଙ୍କୁ ମଙ୍ଗଳବାର ପାକିସ୍ତାନ ସୁପ୍ରିମ୍‌କୋର୍ଟ ରାୟ ନେଇ ବଡ଼ ଝଟ୍‌କା ଲାଗିଛି। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରିଥିଲେ। ତେବେ କୋର୍ଟ ଏହାର ବିଚାର କରି…

ଓ୍ବାଙ୍ଖଡେ ଷ୍ଟାଡିୟମରେ ଫାଇନାଲ ଖେଳିବ ଭାଜପା

ମୁମ୍ବାଇ,୨୬।୧୧: ସୁପ୍ରିମକୋର୍ଟର ରାୟ ପରେ ମହାରାଷ୍ଟ୍ର ରାଜନୀତିରେ ପରିବର୍ତ୍ତନ ଲକ୍ଷ୍ୟ କରାଗଲାଣି। ବୁଧବାର ସନ୍ଧ୍ୟା ୫ଟା ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧିନ ସରକାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବ। ଏହା ପୂର୍ବରୁ ଭାଜପା ସବୁ ବିଧାୟକଙ୍କୁ ଡାକି ଏକ ଜରୁରୀ…

ବ୍ରହ୍ମାସ୍ତ୍ରର ଶୁଟିଂ ପାଇଁ ମନାଲି ପହଞ୍ଚିଲେ ଆଲିଆ-ରଣବୀର

ମୁମ୍ବାଇ: ବି-ଟାଉନର ଚର୍ଚ୍ଚିତ ଯୋଡି ଆଲିଆ ଭଟ୍ଟ ଓ ରଣବୀର କପୁର ଏବେ ନିଜର ଅପ୍‌ କମିଂ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ଶୁଟିଂ ପାଇଁ ବ୍ୟସ୍ତ ଅଛନ୍ତି। କିଛି ଦିନରୁ ଦୁହିଁଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗି ରହିଛି। ଉକ୍ତ ଫିଲ୍ମରୁ ଆଲିଆ…

ପୁନର୍ବିଚାର ଆବେଦନ କରିବ ନାହିଁ ସୁନ୍ନୀ ଓ୍ବାକଫ୍‌ ବୋର୍ଡ: ମସଜିଦ୍‌ ଜମି ନେଇ ଏବେ ହେବନି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୧୧: ଅଯୋଧ୍ୟା ମାମଲାରେ ସୁନ୍ନୀ ଓ୍ବାକଫ୍‌ ବୋର୍ଡ ପକ୍ଷରୁ ପୁନର୍ବିଚାର ଆବେଦନ କରାଯିବ ନାହିଁ। ସେହିପରି ଏବେ ମସଜିଦ୍‌ ଜମି ନେଇ କୌଣସି ଚର୍ଚ୍ଚା କରାଯିବ ନାହିଁ। ମଙ୍ଗଳବାର ବୋର୍ଡ ପକ୍ଷରୁ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଉପସ୍ଥିତ ୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri