Home

ମୋବାଇଲ ଦୋକାନରୁ ଚୋରି ଘଟଣାର ପର୍ଦ୍ଦାଫାଶ, ୫ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୧୯।୧୨: ବରଗଡ଼ ଜିଲା ପାଇକମାଳସ୍ଥିତ ଏକ ମୋବାଇଲ ଦୋକାନରୁ ଗତ ୧୧ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଚୋରି ହୋଇଥିବା ୨୨ଟି ମୋବାଇଲ ପୋଲିସ ଜବତ କରିବା ସହିତ ଅନ୍ୟ ସମସ୍ତ ସାମଗ୍ରୀ ଉଦ୍ଧାର…

ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଫେରିଲା ଶୀତ: ୧୦ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୧୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ହେଲା ଶୀତ କମିଥିବାବେଳେ ଗୁରୁବାରଠାରୁ ପୁଣି ବୃଦ୍ଧି ପାଇଛି। ଗୁରୁବାର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀକୁ ପୁଣି ଖସି ଆସିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଯାହାକି ଚଳିତ ସପ୍ତାହର ସବୁଠାରୁ…

ଅଷ୍ଟ୍ରେଲିଆରେ ମରୁଡ଼ି: ୩ ଲକ୍ଷ ଲିଟର ପାଣି ଚୋରାଇ ନେଲେ ଚୋର

ସିଡ୍‌ନୀ,୧୯।୧୨: ଅଷ୍ଟ୍ରେଲିଆରେ ମରୁଡ଼ି ସ୍ଥିତି ସୃଷ୍ଟି ହୋଇଛି। ଦକ୍ଷିଣ ଅଞ୍ଚଳରେ ତାପମାତ୍ରା ୫୦ ଡିଗ୍ରୀ ସେଲସିୟସ୍‌ ଟପିଛି। ପ୍ରବଳ ଗରମ ଯୋଗୁ ନ୍ୟୁସାଉଥ୍‌ ଓ୍ବେଲସ୍‌ରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ଘଣ୍ଟାପ୍ରତି ୬୦ କିମି ବେଗରେ ଗରମ ପବନ ବହିବାରୁ ସ୍ଥିତି…

ଭଗବାନ କୃଷ୍ଣଙ୍କୁ ଶୀତ ପୋଷାକ ଯୋଗାଇ ଦେଲେ ମନ୍ଦିର ପ୍ରଶାସନ

ମଥୁରା,୧୯।୧୨: ଉତ୍ତର ଭାରତରେ ହଠାତ୍‌ ଶୀତର ପ୍ରକୋପ ବଢିଯାଇଥିବାରୁ ସମସ୍ତେ ସଜାଗ ହୋଇଯାଇଛନ୍ତି। ଅବଶ୍ୟ ଏହାକୁ ନେଇ ସେମାନେ ନିଜ ଭଗବାନଙ୍କ ଯତ୍ନ ନେବାକୁ ମଧ୍ୟ ଭୁଲି ଯାଇନାହାନ୍ତି। ଉତ୍ତର ପ୍ରଦେଶର ମଥୁରାରେ ଥିବା ରାଧାବଲ୍ଲଭ ମନ୍ଦିର ଓ ଅନ୍ୟ କୃଷ୍ଣ…

ଦିଶାଙ୍କ ହ୍ୟାଟ୍ରିକ

ଦିଶା ପଟାନିଙ୍କ ତିନୋଟି ଫିଲ୍ମ ଆସନ୍ତା ବର୍ଷ ରିଲିଜ୍‌ ହେବାର ଯୋଜନା ରହିଛି। ଖାସ୍‌ କଥା ହେଲା ପ୍ରଥମ ଥର ପାଇଁ ସେ ସଲମାନଙ୍କ ଅପୋଜିଟ୍‌ରେ ଅଭିନୟ କରିବେ। ଫିଲ୍ମଟିର ଟାଇଟଲ ରହିଛି ‘ରାଧେ’, ଯାହାର ଶୁଟିଂ ଆସନ୍ତାବର୍ଷ ଜାନୁୟାରୀରୁ ଆରମ୍ଭ…

ନାଗରିକତା ସଂଶୋଧନ ଆଇନ: ୯ ରାଜ୍ୟରେ ବିରୋଧ

ନୂଆଦିଲ୍ଲୀ, ୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ଦେଶରେ ଆଇନ ଶୃଙ୍ଖଳା ସ୍ଥିତି ଅଣାୟତ ହେବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ମହାରାଷ୍ଟ୍ର, ତେଲଙ୍ଗାନା ଏବଂ କର୍ନାଟକ ଆଦି ୯ଟି ରାଜ୍ୟରେ ଏହାକୁ ବିରୋଧ କରି ପ୍ରଦର୍ଶନ…

ଲମ୍ବା ରେସ୍‌ର ଘୋଡ଼ା

ସତରେ ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନାକଳସ ଢାଳିବା। ଦେଖୁନାହାନ୍ତି, ଜଲିଉଡ୍‌ରେ ପାଦ ଦେଉ ଦେଉ ସେ କେମିତି ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ପୁଣି ଆରମ୍ଭରୁ ତାଙ୍କୁ ମିଳିଛି ନେଗେଟିଭ ଭୂମିକା। କେବଳ ସେତିକି ନୁହେଁ, ନିଜର ଡେବ୍ୟୁ…

ଟ୍ରାଫିକରେ ଫଶିଲେ କ୍ରିୟୁ ମେମ୍ବର: ବିମାନ ସେବା ପ୍ରଭାବିତ

ନୂଆଦିଲ୍ଲୀ,୧୯।୧୨: ସାରା ଦେଶରେ ଗୁରୁବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ରାଜଧାନୀ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହୋଇପଡିଛି। ଏଠାରେ ଅଧିକାଂଶ ସ୍ଥାନରେ ଟ୍ରାଫିକ ଜାମ୍‌ ହେବା ଫଳରେ ସାଧାରଣ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ପଡିଛି।…

ଇନ୍ଦ୍ରଜାଲ

ପ୍ରଯୋଜକ ରମେଶ ବାରିକ ଆଉ ଏକ ସିନେମାର ପ୍ରଯୋଜନା କରିବାକୁ ଯାଉଛନ୍ତି। ଉକ୍ତ ଓଡ଼ିଆ ସିନେମାର ଟାଇଟଲ ରହିଛି ‘ଇନ୍ଦ୍ରଜାଲ’। ଆର୍‌.ଆର୍‌, ଇଭେଣ୍ଟସ ବ୍ୟାନରରେ ଚିତ୍ରଟିର ମେଲ୍‌ ଲିଡ୍‌ରେ ଅଛନ୍ତି ସମ୍ବିତ ଆଚାର୍ଯ୍ୟ ଏବଂ ତାଙ୍କର ନାୟିକା ସାଜିଛନ୍ତି ଦେବଜାନୀ। ପିନୁ…

ଲାଲ୍‌ ପିଆଜ ବି ଥାଇରଏଡ୍‌ ସମସ୍ୟାରୁ ରଖେ ଦୂରେଇ…

ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍‌ ଗ୍ଲାଣ୍ଡରୁ ଥାଇରଏଡ୍‌ ହରମୋନ୍‌ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍‌ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ। ସେହିପରି…

ଶୀତଦିନେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ ଗାଧୋଇବା ସ୍ବାସ୍ଥ୍ୟ ପାଇଁ ହାନୀକାରକ। ଏହା ଦ୍ୱାରା ତ୍ୱଚା ଶୁଷ୍କ ହୋଇଯାଏ ଏବଂ ଫାଟି…

୧୧ ବର୍ଷ ପରେ ଏକାଠି ନଜର ଆସିବେ ରାଣୀ-ଶୈଫ

ମୁମ୍ବାଇ: ବଲିଉଡ୍‌ରେ ଦୀର୍ଘ ୧୧ ବର୍ଷ ପରେ ପୁଣିଥରେ ନଜରକୁ ଆସିବେ ରାଣୀ ମୁଖାର୍ଜି ଓ ଶୈଫ ଅଲ୍ଲି ଖାଁ। କାରଣ ୨୦୦୫ର ଫିଲ୍ମ ‘ବଣ୍ଟି ଔର ବବ୍‌ଲି’ ପୁଣିଥରେ ଦର୍ଶକଙ୍କୁ ହସାଇବାକୁ ଆସୁଛି। ପୂର୍ବରୁ ଏହି ସୁପରହିଟ୍‌ ଫିଲ୍ମରେ ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?