ଫେବୃୟାରୀ ୮ରୁ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ‘ୱିନିଙ୍ଗ୍ ସ୍ପୋର୍ଟିଙ୍ଗ’ ଆନୁକୂଲ୍ୟରେ ୧୫ତମ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ ‘ଶୋ ଟାଇମ୍-୨୦୨୦’ ଆସନ୍ତା ଫେବୃୟାରୀ ୮ ଓ ୯ରେ ପୁରୀ ବେଳାଭୂମିରେ ଆୟୋଜିତ ହେବ। ଏଥିରେ ଓଡ଼ିଆ ଫିଲ୍ମର ବିଭିନ୍ନ ବିଭାଗରେ ମୋଟ ୬୦ ପୁରସ୍କାର ପ୍ରଦାନ…
ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଛି ଭାଜପା: ପ୍ରିୟଙ୍କା
ମୁମ୍ବାଇ,୨୫।୧୧: ଦେଶର ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ ଭାଜପା କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଥିବା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସୋମବାର ସେ ଟୁଇଟ୍ କରି ଏଭଳି ମନ୍ତବ୍ୟ ଦେଇଛନ୍ତି। ଭାଜପା ନିର୍ଦ୍ଦେଶରେ ଖୋଲାଖୋଲି ଆଇନର…
ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି ଯାଇଛି। ବର୍ତ୍ତମାନ ଏହି ସେବାକୁ ନେଇ କୌଣସି ବି ସୂଚନା ମିଳିପାରୁନି। ସୂଚନାଯୋଗ୍ୟ,…
ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ନିବେଦିତା ପଟ୍ଟନାୟକ ସମ୍ମାନ
କଟକ ଅଫିସ,୨୫।୧୧: କଟକ ଶହୀଦ ଭବନରେ ପ୍ରତିଷ୍ଠିତ ନୃତ୍ୟ ଗ୍ରୁପ୍ ‘ଗୁଞ୍ଜନ ଡ୍ୟାନ୍ସ ଏକାଡେମୀ’ ଦ୍ୱାରା ଚାଲିଥିବା ୨୩ତମ ନୃତ୍ୟ ଓ ସଙ୍ଗୀତ ଉତ୍ସବ ରବିବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଛି। କହିବ ମୋ ପ୍ରାଣ, ନାଥ ରଘୁରାଣ, ପାଦପଦ୍ମେ ମୋର ମାଗୁଣି……
ପ୍ରତିଭା ରାୟ ପାଇବେ ସାରଳା ସମ୍ମାନ
କଟକ ଅଫିସ,୨୫।୧୧: କଥାଶିଳ୍ପୀ ପଦ୍ମଶ୍ରୀ ଡ. ପ୍ରତିଭା ରାୟ ୨୦୧୮ର ମର୍ଯ୍ୟାଦାଜନକ ସାରଳା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆସନ୍ତା ଡିସେମ୍ବର ୮ରେ କଟକ ସାରଳା ଭବନଠାରେ ସାରଳା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ତାଙ୍କୁ ଏହି ସମ୍ମାନ ପ୍ରଦାନ…
ଧାରଣାରତ ଶିକ୍ଷକଙ୍କୁ ପୋଲିସର ଗୋଇଠା: ସୋସିଆଲ ମିଡିଆରେ ଭାଇରାଲ ପରେ ବଢୁଛି ବିବାଦ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଗଣତାନ୍ତ୍ରିକ ପଦ୍ଧତିରେ ନିଜର ଦାବି ନେଇ କମ୍ପ୍ୟୁଟର ଶିକ୍ଷକମାନେ ଲୋୟର ପିଏମ୍ଜିରେ ଦୀର୍ଘଦିନ ହେବ ଧାରଣା ଦେଇଛନ୍ତି। ସେମାନେ ଦାବି ଜଣାଇବା ପାଇଁ ଶନିବାର ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ। ହେଲେ ସେଠାରେ ପୋଲିସ ସେମାନଙ୍କୁ ଗୋଇଠା ମାରିବା ସହ…
ମୁକ୍ତ ହେଲେ ୫ କଏଦୀ
ବାରଙ୍ଗ,୨୫।୧୧(ଡି.ଏନ.ଏ): ଜାମୁଝରିସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ କାରାଶ୍ରମରୁ ତିନିଦିନ ମଧ୍ୟରେ ୫ଜଣ କଏଦୀ ମୁକ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର ଜେଲରୁ ୨୦୧୦ରେ ଏଠାକୁ ଆସିଥିବା ଦୀପକ କୁମାର ସାହୁ ଓ ଚୌଦ୍ୱାର ସର୍କଲ ଜେଲ୍ରୁ ୨୦୧୨ରେ ଆସିଥିବା ଅସଗର୍ ଖାଁକୁ ଗୁରୁବାର…
ଅଜିତଙ୍କୁ ମନାଇବାକୁ ପହଞ୍ଚିଲେ ଭୂଜବଳ
ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରର ଏନ୍ସିପି ନେତା ଅଜିତ୍ ପାଓ୍ବାର ଭାଜପା ସହ ମିଶି ସରକାର ଗଢିବା ପରେ ବି ଏପର୍ଯ୍ୟନ୍ତ ତାଙ୍କୁ ମନାଇବାକୁ ଉଦ୍ୟମ ଜାରି ରଖିଛି ଏନ୍ସିପି। ସୋମବାର ସକାଳେ ଛଗନ ଭୂଜବଳ ତାଙ୍କ ଘରେ ପହଞ୍ଚିଥିବା ସୂଚନା ମିଳିଛି। ଯଦି…
ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍କୁ ନେଇ ପ୍ରଶ୍ନୋତ୍ତର
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ କରିଛନ୍ତି। ହେଲେ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ତାଙ୍କୁ ଅଧିକ ଆକର୍ଷିତ କରିଥାଏ। ଫଟୋରେ ଦେଖାଯାଉଥିବା…
‘ବିରାଟ କୋହଲି ଜନ୍ମ ହୋଇ ନ ଥିବାବେଳେ ବି ଭାରତ ମ୍ୟାଚ୍ ଜିତୁଥିଲା’
କୋଲକାତା, ୨୫।୧୧: ଭାରତୀୟ ଅଧିନାୟକ ବିରାଟ କୋହଲି ଯେତେବେଳେ ଜନ୍ମ ହୋଇ ନ ଥିଲେ ସେତେବେ ବି ଭାରତ ମ୍ୟାଚ୍ ଜିତୁଥିଲା ବୋଲି ଲିଟିଲ୍ମାଷ୍ଟର ସୁନୀଲ ଗାଭାସ୍କର କହିଛନ୍ତି। ବାଂଲାଦେଶଠାରୁ ୨-୦ରେ ଟେଷ୍ଟ ସିରିଜ୍ ଜିତିବା ପରେ କୋହଲି କହିଥିଲେ, ସୌରଭ…
ପିଇଓଙ୍କ ବଦଳିକୁ ନେଇ ଅସନ୍ତୋଷ
ବାଲିକୁଦା,୨୫।୧୧(ସ୍ବ.ପ୍ର.): ବାଲିକୁଦା ବ୍ଲକ ସରପଞ୍ଚ ସଂଘର ଏକ ବୈଠକ ମରିଚିପୁର ପଞ୍ଚାୟତର ମା’ ବନ୍ଦରେଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଂଘ ସଭାପତି ତଥା ବରମୁଣ୍ଡଳି ସରପଞ୍ଚ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସରପଞ୍ଚଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା।…
ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିଲେ ଯୁଦ୍ଧ ଜାହାଜ
ପାରାଦୀପ,୨୫।୧୧(ସ୍ବ.ପ୍ର.): ପ୍ରତିବର୍ଷ ପରି ଚଳିତବର୍ଷ ରବିବାର ପାରାଦୀପ ବନ୍ଦରରେ ସର୍ବଧାରଣଙ୍କ ପାଇଁ ଲାଗିଛି ଭାରତୀୟ ନୌସେନାର ୨ଟି ଯୁଦ୍ଧ ଜାହାଜ ଆଇଏନ୍ଏସ୍ ଘଡ଼ିଆଳ ଓ ରାଣା। ଏହାକୁ ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିବାର ସୁଯୋଗ ପାଇଛନ୍ତି। ବନ୍ଦରାଞ୍ଚଳର ଜୟଦେବସଦନଠାରୁ ସ୍ବତନ୍ତ୍ର ବସ୍…
Archives


