ମୂଳା ସହ ଏସବୁ ଖାଦ୍ୟ ମନା
ଅଧିକାଂଶ ସମୟରେ ମୂଳାକୁ ସାଲାଡ ଭାବେ ଖିଆଯାଇଥାଏ। କିନ୍ତୁ ଏମିତି କିଛି ଖାଦ୍ୟ ଅଛି ଯାହାକୁ ଏକାଠି ଖାଇବା କ୍ଷତିକାରକ ବୋଲି କୁହାଯାଏ। ବିଶେଷ କରି ମୂଳାକୁ କେତେଗୁଡିଏ ଖାଦ୍ୟ ସହ ଖାଇବାକୁ ଆୟୁର୍ବେଦରେ ବାରଣ କରାଯାଇଛି। କ୍ଷୀର: ମୂଳା ବା…
ଭାଜପା ସହ ମେଣ୍ଟ କରିବାର ପ୍ରଶ୍ନ ଉଠୁନି: ଶରଦ ପାଓ୍ବାର
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଭାଜପା ଏବଂ ଏନସିପି ବିଧାୟକ ଅଜିତ ପାୱାରଙ୍କ ସମର୍ଥନରେ ସରକାର ଗଢ଼ିବା ପରେ ଏବେ ସମସ୍ତଙ୍କ ନଜର ବିଧାନସଭାର ଆସ୍ଥା ଭୋଟ ଉପରେ। ୩୦ ତାରିଖ ଭିତରେ ଏହି ଆସ୍ଥା ଭୋଟ ହେବାର ସମ୍ଭାବନା ରହିଛି। ଅଜିତଙ୍କ ସମର୍ଥନ…
ମୁଁ ଏନସିପିରେ ଅଛି, ଶରଦ ପାଓ୍ବାର ମୋ ନେତା: ଅଜିତ ପାଓ୍ବାର
ମୁମ୍ବାଇ,୨୪।୧୧: ଭାଜପା ଏବଂ ଏନସିପି ମେଣ୍ଟ ଆଗାମୀ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ଏକ ସ୍ଥିର ସରକାର ଦେଇପାରିବେ ବୋଲି ପୁଣି ନିଜ ମନ୍ତବ୍ୟ ଦୋହରାଇଛନ୍ତି ନବନିଯୁକ୍ତ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର। ଏହାସହ ସେ ଟୁଇଟ୍ ଯୋଗେ କହିଛନ୍ତି, ମୁଁ ଏନସିପିରେ…
ପିଙ୍କ୍ ବଲ୍ ଟେଷ୍ଟ: ଭାରତର ରେକର୍ଡ କ୍ରମାଗତ ଦ୍ୱାଦଶ ଘରୋଇ ସିରିଜ ବିଜୟ
କୋଲକାତା,୨୪।୧୧(ପି.ଟି.)- ତୃତୀୟ ଦିବସରେ ଆଉ ମାତ୍ର ୪୭ ମିନିଟ୍ରେ ଭାରତ ଔପଚାରିକତା ପୂରଣ କରିଥିଲା। ପିଙ୍କ୍ ବଲ୍ରେ ଐତିହାସିକ ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଦିବାରାତ୍ର ଭିତ୍ତିକ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ବାକିଥିବା ୪ ଉଇକେକେଟ ଅକ୍ତିଆର କରି ଭାରତ ରବିବାର ବାଂଲାଦେଶକୁ…
ସୁପର ଜିଟି x ଡିଟିଏମ୍ ଡ୍ରିମ ରେସ ଜିତିଲେ କାର୍ତ୍ତିକେୟାନ
ଟୋକିଓ,୨୪।୧୧(ପିଟି)- ଭାରତର ପ୍ରଥମ ଫର୍ମୁଲା ଓ୍ବାନ ଡ୍ରାଇଭର ନାରାୟଣ କାର୍ତ୍ତିକେୟାନ ଏଠାରେ ଅନୁଷ୍ଠିତ ସୁପର ଜିଟି x ଡିଟିଏମ୍ ଡ୍ରିମ ରେସରେ ବିଜୟୀ ହୋଇଛନ୍ତି। ଫଳରେ କାର୍ତ୍ତିକେୟାନ ଫର୍ମୁଲା ଓ୍ବାନ ଟାଇଟଲ ସହ ଚଳିତ ସିଜନ ଶେଷ କରିଛନ୍ତି। ଅତ୍ୟଧିକ ଚ୍ୟାଲେଞ୍ଜିଂ…
ଆଖଣ୍ଡଳମଣି ମନ୍ଦିର ପରିସରକୁ ପଲିଥିନ ମନା
ଆରଡ଼ି,୨୪।୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ପରିସରକୁ ସୋମବାରଠାରୁ ପଲିଥିନ ଓ ପ୍ଲାଷ୍ଟିକ ଜାତୀୟ ଉପକରଣ ପ୍ରବେଶ ଉପରେ ରୋକ ଲଗାଇଛନ୍ତି ଉଭୟ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ପୋଲିସ। ଏହି ଆଇନକୁ କୌଣସି ବର୍ଗର ଲୋକେ ଅମାନ୍ୟ…
କମିବ ପିଆଜ ଦର
ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୯୦ରୁ ୧୦୦ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ…
ମହାରାଷ୍ଟ୍ରରେ ଆରମ୍ଭ ହେଲା ‘ଅପରେଶନ୍ ଲୋଟସ୍’, ଏହି ୪ ନେତାଙ୍କୁ ମିଳିଲା ମ୍ୟାଜିକ୍ ନମ୍ବର ଜୁଟାଇବା ଦାୟିତ୍ୱ
ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଏନସିପି ବିଧାୟକ ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ କରିଛି ଭାଜପା। ଏବେ ବିଧାନସଭାରେ ଫ୍ଲୋର ଟେଷ୍ଟ ପାସ୍ କରିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସଙ୍କ ପାଇଁ ଚ୍ୟାଲେଞ୍ଜ ହୋଇଛି। ସଂଖ୍ୟାବଳରେ ଭାଜପାକୁ ହରାଇବା ପାଇଁ ଏକ ହୋଇଛନ୍ତି…
ଗୁଗୁଲ୍ ମୋ ପଢିବା ଅଭ୍ୟାସ ବିଗାଡି ଦେଇଛି: ମୋଦି
ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଆକାଶବାଣୀରେ ତାଙ୍କର ମନ କି ବାତ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ଉଦ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ମୁଁ ଆଗରୁ ବହୁତ ବହି ପଢୁଥିଲି, କିନ୍ତୁ ଏବେ ଗୁଗୁଲ ମୋର ଏହି ଅଭ୍ୟାସ ବିଗାଡି…
ଦିନେ ରାହୁଲ ଗାନ୍ଧୀଙ୍କ ସହ ଆଫେୟାରକୁ ନେଇ ଥିଲେ ଚର୍ଚ୍ଚାରେ, ଏବେ ଏହି ବ୍ୟକ୍ତିଙ୍କୁ କଲେ ବିବାହ
ଲକ୍ଷ୍ନୌ,୨୪।୧୧: ଉତ୍ତରପ୍ରଦେଶ ରାୟବରେଲିର କଂଗ୍ରେସ ବିଧାୟିକା ଅଦିତି ସିଂ ଖୁବ ଶ୍ରୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ନଭେମ୍ବର ୨୧ରେ ଦିଲ୍ଲୀରେ ତାଙ୍କ ବିବାହ ଅନୁଷ୍ଠିତ ହେବ। ଅଦିତି ପଞ୍ଜାବର କଂଗ୍ରେସ ବିଧାୟକ ଅଙ୍ଗଦ ସାଇନିଙ୍କୁ ବିବାହ କରିଛନ୍ତି। ୨୦୧୭ ମସିହାରେ…
୪୧ ବର୍ଷ ପରେ ମା’ଙ୍କୁ ଭେଟିଲେ ପୁଅ
ଚେନ୍ନାଇ,୨୪।୧୧: ତାମିଲନାଡୁରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଦୀର୍ଘ ୪୧ ବର୍ଷ ପରେ ମା’ଙ୍କୁ ଭେଟିଛନ୍ତି ପୁଅ। ଏହି ମିଳନ ପରେ ଉଭୟ ମା’ ଏବଂ ପୁଅ ଭାବବିହ୍ବଳ ହୋଇପଡିଥିଲେ। ତାମିଲନାଡୁରେ ରହୁଥିବା ଧନଲକ୍ଷ୍ମୀ ୧୯୭୬ରେ ଅଭାବ ଅନାଟନ ଭିତରେ…
ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ନ ହେବାରୁ ଶିବସେନା ସମର୍ଥକଙ୍କ ଆତ୍ମହତ୍ୟା ଉଦ୍ୟମ
ମୁମ୍ବାଇ, ୨୪।୧୧: ମହାରାଷ୍ଟ୍ରରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍ରେଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଭାଙ୍ଗି ଯାଇଛି। ଦେବେନ୍ଦ୍ର ଫଡନବୀଶ ଲଗାତର ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ହେବା ପରେ ଶିବସେନାର ଜଣେ ସମର୍ଥକ ଆତ୍ମହତ୍ୟା ପ୍ରୟାସ କରିଛନ୍ତି। ମୁମ୍ବାଇଠାରୁ ୫୮୦ କିମି ଦୂର…
Archives


