Home

ଶାହାଙ୍କ ଉପରେ ବର୍ଷିଲେ ମମତା: ଦେଶରେ ନିଆଁ ଲଗାଅନି

କୋଲକାତା,୧୯।୧୨: ପଶ୍ଚିବବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନାଗରିକତ୍ୱ ଆଇନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ବର୍ଷିଛନ୍ତି। ଶାହା ସିଏଏକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ସ୍ଥିତି ସୁଧାରିବା ବଦଳରେ ନିଆଁକୁ ଲିଭାନ୍ତୁ। ଯଦି ଆଧାର ନାଗରିକତ୍ୱର ପ୍ରମାଣ ନୁହେଁ ତେବେ…

ସିଏଏର ବୈଧତା ପରଖିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୧୨,(ପି.ଟି./ଆଇଏଏନ୍‌ଏସ୍‌): ଦେଶବ୍ୟାପୀ ହିଂସାମତ୍କ ବିକ୍ଷୋଭର କାରଣ ପାଲଟିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ବୁଧବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତେବେ ଏହି ନବପ୍ରଣୀତ ଆଇନର ସାମ୍ବିଧାନିକ ବୈଧତା ଯାଞ୍ଚ କରିବା ଲାଗି ଅଦାଲତ ରାଜି ହେବା…

ବାମପନ୍ଥୀଙ୍କ ଆନ୍ଦୋଳନ ଆଜି

ନୂଆଦିଲ୍ଲୀ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ବିରୋଧ କରି ବାମପନ୍ଥୀ ଦଳଗୁଡ଼ିକ ଗୁରୁବାର ଦେଶବ୍ୟାପୀ ବିକ୍ଷୋଭ କରିବେ। ସିପିଆଇ, ସିପିଆଇ(ଏମ୍‌ଏଲ୍‌) ଲିବରେଶନ୍‌, ଏଆଇବିଏଫ୍‌ ଏବଂ ଆର୍‌ଏସ୍‌ପି ଏହି ଆନ୍ଦୋଳନରେ ସାମିଲ ହେବେ। ସିପିଆଇଏମ୍‌ ସାଧାରଣ…

ଦେଶକୁ ନୁହେଁ, ଆଇନକୁ ବିରୋଧ

ନୂଆଦିଲ୍ଲୀ,୧୯।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭ ଥମିବାର ନଁା ନେଉନାହିଁ। ଦିଲ୍ଲୀ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଛାତ୍ରୀଛାତ୍ର ବୁଧବାର କ୍ୟାମ୍ପସ୍‌ର ଗେଟ୍‌ ନମ୍ବର ୭ ବାହାରେ ବିକ୍ଷୋଭ…

ସିଏଏ ପ୍ରତିବାଦ: ଝିଅ ସପକ୍ଷରେ ବାହାରିଲେ ଗାଙ୍ଗୁଲି, କହିଲେ ସାନା ଏବେ ଛୋଟ ପିଲା

କୋଲକାତା,୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ଏ ନେଇ ଅନେକ ବିରୋଧର ବାର୍ତ୍ତା ମଧ୍ୟ ପୋଷ୍ଟ ହେଉଛି। ଏହାରି ଭିତରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଝିଅ ସାନା ସିଏଏ…

ସ୍ତ୍ରୀ ଅଧିକାର ନ ମିଳିବାରୁ ହତ୍ୟା

ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡେଲ ଥାନା ଅଧୀନ ଗୁଡ଼ିପଦା ଅଞ୍ଚଳରେ ବୁଧବାର ଭୋର୍‌ ସମୟରେ ଏକ ହତ୍ୟାକାଣ୍ଡ ଘଟିଛି। ଭାରତୀୟ ଖାଦ୍ୟ ନିଗମ ବାଲେଶ୍ୱର ଶାଖା ଅଫିସ୍‌ରେ ଜଗୁଆଳି ଭାବେ କାର୍ଯ୍ୟ କରୁଥିବା ବଢ଼ା ମାରାଣ୍ଡି (୪୮)ଙ୍କ ମୃତଦେହ…

ଏନ୍‌ଆର୍‌ସିକୁ ନବୀନଙ୍କ ନା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟ ସରକାର ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ସମର୍ଥନ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଏହା ସ୍ପଷ୍ଟ କରିଛନ୍ତି। ୫ ଦିନିଆ ଦିଲ୍ଲୀ ଗସ୍ତର କେଇ ଘଣ୍ଟା ପୂର୍ବରୁ ଏନ୍‌ଆରସି ସମ୍ପର୍କରେ ନବୀନ ନିବାସରେ…

ଦେଶର ସ୍ଥିତିକୁ ନେଇ ଚିନ୍ତିତ: ପଦ୍ମଶ୍ରୀ ଫେରାଇବେ ଉର୍ଦ୍ଦୁ ଲେଖକ ମୁଜ୍‌ତବା ହୁସେନ

ହାଇଦ୍ରାବାଦ,୧୯।୧୨: ପ୍ରଖ୍ୟାତ ଉର୍ଦ୍ଦୁ ଲେଖକ, ବ୍ୟଙ୍ଗକାର ତଥା ସିତାର ବାଦକ ମୁଜ୍‌ତବା ହୁସେନ ତାଙ୍କୁ ମିଳିଥିବା ପଦ୍ମଶ୍ରୀ ପୁରସ୍କାର ସରକାରଙ୍କୁ ଫେରାଇଦେବେ। ନୂଆ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ସେ ଏହି ନିଷ୍ପତ୍ତି ନେଇଥିବା ହାଇଦ୍ରାବାଦରେ ଆୟୋଜିତ ଏକ…

ସିଏଏ ନିଆଁରେ ଓଡ଼ିଆ ଯୁବକ

ନୂଆଦିଲ୍ଲୀ,୧୯।୧୨: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ଉଗ୍ରରୂପ ଧାରଣ କରିଛି। ଉତ୍ତର-ପୂର୍ବରେ ଆରମ୍ଭ ହୋଇଥିବା ଆନ୍ଦୋଳନର ନିଆଁ ପଶ୍ଚିମବଙ୍ଗ ଦେଇ ରାଜଧାନୀ ଦିଲ୍ଲୀକୁ ବ୍ୟାପିଥିବାବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ ଏହାର ଶିକାର ହୋଇଛନ୍ତି ଜଣେ ଓଡ଼ିଆ…

ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସାଧାରଣ ଲୋକଙ୍କ ଭଳି ଏଣିକି କିନ୍ନରମାନେ ମଧ୍ୟ ଉଚ୍ଛେଦରେ ସାମିଲ ହେବା ସହ ହୋଲ୍ଡିଂ ଟ୍ୟାକ୍ସ ଓ ଟ୍ରେଡ଼ ଲାଇସେନ୍ସ ଆଦାୟ କରିବେ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହ ବୁଧବାର ଟିଜି ସ୍ବୀକୃତି ଏସ୍‌ଏଚ୍‌ଜିର ଏକ…

ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ,୧୯।୧୨: ୨୦୧୦ ଜୁନ୍‌ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍‌ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପିସିଆର ଭ୍ୟାନ୍‌ରେ ସେଠାକୁ ଯାଇଥିଲେ। ମାତ୍ର ଗଣ୍ଡଗୋଳ କରୁଥିବା ସୟଦ୍‌ ଖାନ୍‌…

ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ ବୁଧବାର ଭିଜିଲାନ୍ସ ଟିମ୍‌ ଯାଞ୍ଚ କରିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ପକ୍ଷରୁ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?