Home

ଏହି ପ୍ରସିଦ୍ଧ ଗାୟକଙ୍କ ଚଷମା ୧ କୋଟି ଟଙ୍କାରେ ନିଲାମ

ଯେଉଁମାନେ ସଙ୍ଗୀତ ଶୁଣିବାକୁ ଭଲ ପାଆନ୍ତି, ସେମାନେ ଜନ୍‌ ଲେନନ୍‌ଙ୍କ ନାଁ ନିଶ୍ଚୟ ଶୁଣିଥିବେ। ଦ ବିଟଲ୍ସ ନାମରେ ପ୍ରସିଦ୍ଧ ଜନ୍‌ଙ୍କ ଚଷମା ନିକଟରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ନିଲାମ ହୋଇଛି। ଆଲାନ ହେରିଙ୍ଗ୍‌ ଏହି ଚଷମାକୁ ନିଲାମ କରିଥିଲେ।…

ରାଜ୍ୟ ସରକାର ସିଏଏକୁ ସମର୍ଥନ କରୁଛନ୍ତି, ଏନ୍‌ଆର୍‌ସିକୁ ନୁହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିବା ବେଳେ ପ୍ରଥମ ଥର ପାଇଁ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ସେ କହିଛନ୍ତି, ରାଜ୍ୟ…

ବ୍ଲକ ଅଧ୍ୟକ୍ଷ ଭାବେ ବିଶ୍ୱନାଥ ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ପାଟଣା,୧୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଧ୍ୟକ୍ଷ ପଦ ଦୀର୍ଘଦିନ ଖାଲି ପଡ଼ିବା ପରେ ବୁଧବାର ଆନୁଷ୍ଠାନିକ ଭାବେ ନିର୍ବାଚନ ଅନୁଷ୍ଠିତ ହୋଇଛି। ବ୍ଲକର ମୋଟ୍‌ ୨୦ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ କଣ୍ଟିଆପଡ଼ା ପଞ୍ଚାୟତ ସମିତି ସଭ୍ୟ ପଦବୀ ଖାଲିଥିବାରୁ…

ଅଜବ ଚୋର:ନୂଆ ମୋବାଇଲ ଚୋରି କରି ଛାଡିଗଲେ ପୁରୁଣା

ଚେନ୍ନାଇ, ୧୮।୧୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ଅଜବ ଚୋର ପୋଲିସ ହାତରେ ଧରାପଡିଛନ୍ତି। ଚେନ୍ନାଇର ତୋନ୍ଦିୟରପେଟ ଅଞ୍ଚଳରେ ଏକ ମୋବାଇଲ ଦୋକାନରେ ଜଣେ ଚୋର ଗୋଟିଏ ନୂଆ ମୋବାଇଲ ଚୋରି ସଫଳ ରହିଥିଲେ। କିନ୍ତୁ ଚୋରି ପରେ ଦୋକାନରୁ ଶୀଘ୍ର…

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ ଚାଲିଆସିଥିଲେ। ସୋମବାର ରାଜସ୍ଥାନର ବୁନ୍ଦି ପୋଲିସ ଗିରଫ କରିଥିବା ବେଳେ ମଙ୍ଗଳବାର ରାଜସ୍ଥାନ କୋର୍ଟରୁ…

କେକ୍‌ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍‌ ବାସିଲ୍‌ କାଥେଡ୍ରଲ୍‌ ଚର୍ଚ୍ଚ ମଡେଲ

ବେଙ୍ଗାଲୁରୁ,୧୮।୧୨: ବେଙ୍ଗାଲୁରୁରେ ଜାରି ରହିଥିବା କେକ୍‌ ପ୍ରଦର୍ଶନୀରେ ଚନ୍ଦ୍ରୟାନ-୨ ଏବଂ ସେଣ୍ଟ୍‌ ବାସିଲ୍‌ କାଥେଡ୍ରଲ୍‌ ଚର୍ଚ୍ଚ ମଡେଲ ପ୍ରଦର୍ଶିତ ହୋଇଛି। ଏଠାରେ ୨୩ ପ୍ରକାର ଭିନ୍ନ ଭିନ୍ନ ମଡେଲ ପ୍ରଦର୍ଶିତ କରାଯାଇଛି। ପ୍ରଦର୍ଶନୀ ଜାନୁୟାରୀ ୧ ପର୍ଯ୍ୟନ୍ତ ଚାଲିବ। ପ୍ରଦର୍ଶିତ କଥାକଳୀ…

୭୯ ବର୍ଷରେ ମାଟ୍ରିକ୍‌ ପାସ୍‌

ଉଦ୍ଧମ ସିଂ ନଗର(ଉତ୍ତରାଖଣ୍ଡ): ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାର୍‌ ମାନିଥାଏ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍‌ପିଏଫ୍‌ ସୁବେଦାର-ମେଜର। ପାଠ ପଢିବା ଲାଗି କୌଣସି ବୟସ ନ ଥାଏ ବୋଲି ମଧ୍ୟ ସେ ଜଣାଇ ଦେଇଛନ୍ତି।…

ନବଦମ୍ପତି ହଜାଇଦେଲେ ମନ ପସନ୍ଦର ଜିନିଷ, ପାଇବା ପାଇଁ ଖେଳାଇ ଖୋଜିଲେ ୩୦ ଟନ୍‌ ଅଳିଆ

ମେଲ୍‌ବର୍ଣ୍ଣ: ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ରହୁଥିବା ନବଦମ୍ପତି ସେମାନଙ୍କ ମନ ପସନ୍ଦର ଏକ ଜିନିଷ ହଜାଇ ଦେଇଥିଲେ। ଫଳରେ ଏହାକୁ ପାଇବା ପାଇଁ ସେମାନେ ୩୦ ଟନ୍‌ର ଅଳିଆ ଖୋଜିବାରେ ଲାଗିଲେ। ଯାହା ଦେଖି ସହରବାସୀ ଆଶ୍ଚର୍ଯ୍ୟ ହୋଇଗଲେ। ଏମିତି କ’ଣ ହଜାଇ…

ଆଣ୍ଟାର୍କଟିକ୍‌ ଆଇସ୍‌ ମାରାଥନ୍‌: ୮୪ ବର୍ଷୀୟ ଧାବକଙ୍କ ରେକର୍ଡ

କାନାଡା: ଆଣ୍ଟାର୍କଟିକ୍‌ ଆଇସ୍‌ ମାରାଥନ୍‌ରେ ଭାଗନେଇ ସବୁଠୁ ବୟସ୍କ ଧାବକ ହୋଇପାରିଛନ୍ତି କାନାଡାର ୮୪ ବର୍ଷୀୟ ରୟ ସ୍ବେନିଂସେନ୍‌। ଆଲବର୍ଟା ପ୍ରାନ୍ତର ରାଜଧାନୀ ଏଡମଣ୍ଟନ ନିବାସୀ ରୟ ୧୧ଘଣ୍ଟା, ୪୧ ମିନିଟ୍‌, ୫୮ ସେକେଣ୍ଡରେ ଆଇସ୍‌ ମାରାଥନ୍‌ ଦୌଡ଼ ପୂରା କରିଥିଲେ।…

‘ଓସ୍କାର’ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ‘ଗଲି ବୟ’

ମୁମ୍ବାଇ: ବଲିଉଡ୍‌ପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର। ଓସ୍କାର ଆଓ୍ବାର୍ଡ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ଫିଲ୍ମ ‘ଗଲି ବୟ’। ଜୋୟା ଅଖ୍‌ତରଙ୍କ ଫିଲ୍ମ ‘ଗଲି ବୟ’ ଚଳିତବର୍ଷ ଓସ୍କାର ଆଓ୍ବାର୍ଡ ପାଇଁ ବେଷ୍ଟ ଇଣ୍ଟରନ୍ୟାଶନାଲ ଫିଚର୍‌ ଫିଲ୍ମ କ୍ୟାଟେଗୋରିରେ ଭାରତ ପକ୍ଷରୁ…

୪ କି.ମି. ଘୁଞ୍ଚିଲା ମସ୍‌ଜିଦ

ଆଙ୍କାରା: ଗୋଟିଏ ଜାତିର ଇତିହାସ ବଖାଣେ ପୁରାତନ ସ୍ମାରକୀ। ଏହାକୁ ସଂରକ୍ଷଣ କରିବା ଅର୍ଥ ପରପିଢ଼ି ପାଖରେ ସମୃଦ୍ଧ ଇତିହାସକୁ ସୁରକ୍ଷିତ ଭାବେ ପହଞ୍ଚାଇବା। ଏପରି ମହତ୍‌ ଉଦ୍ଦେଶ୍ୟ ରଖି ତୁର୍କୀ ସରକାର ଦେଶର ଐତିହ୍ୟସମ୍ପନ୍ନ କୀର୍ତ୍ତିରାଜିକୁ ସୁରକ୍ଷା ଦେବାକୁ ଆଗେଇ…

୨୦୦୮ ଜୟପୁର ବୋମା ବିସ୍ଫୋରଣ: ୪ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

ଜୟପୁର,୧୮।୧୨: ରାଜସ୍ଥାନ ଜୟପୁରରେ ୨୦୦୮ ମେ ୧୩ରେ ହୋଇଥିବା ବିସ୍ଫୋରଣ ମାମଲାରେ ୧୧ ବର୍ଷ ପରେ ବୁଧବାର ବିଶେଷ ଅଦାଲତ ରାୟ ଦେଇଛନ୍ତି। ୪ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରାଯାଇଛି। ବିଚାରପତି ଅଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?