Home

ଓଡିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ ଆସିଲେନି ଅଧିକାରୀ: ବ୍ଲକ କର୍ମଚାରୀଙ୍କୁ ନେଇ ଐତିହ୍ୟ ଗଣଦୌଡ଼

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଓଡ଼ିଶା ପାଳୁଛି ଓଡ଼ିଆ ପକ୍ଷ। ଏଥିପାଇଁ ପଲ୍ଲୀଠାରୁ ରାଜ୍ୟର ରାଜଧାନୀ ପର୍ଯ୍ୟନ୍ତ ଏହି ପକ୍ଷକୁ ବଡ଼ ଧୁମଧାମ୍‌ରେ ପାଳନ କରାଯାଉଛି। ଓଡ଼ିଆ ଅସ୍ମିତା ଓଡିଶାର ପରମ୍ପରା ସଂସ୍କୃତି, ଐତିହକୁ ପୁନଃରୁଦ୍ଧାର କରିବା ପାଇଁ ପାରମ୍ପରିକ ପୋଷାକ ପରିଧାନଠାରୁ…

US strikes on Houthi: ମାତ୍ର ୨୫ ସେକେଣ୍ଡରେ ହୁତିଙ୍କୁ ଧ୍ବଂସ କରିଦେଲା ଆମେରିକା! ଭିଡ଼ିଓ ଶେୟାର କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି ଭିଡିଓ ଶେୟାର କରିଛନ୍ତି। ଏଥିରେ ୟେମେନରେ ହୁତି ବିଦ୍ରୋହୀଙ୍କ ଉପରେ ଆମେରିକାର ବିମାନ ଆକ୍ରମଣ ଦର୍ଶାଯାଇଛି। ଏହି ଭିଡିଓ କେବଳ ରାଜନୈତିକ ଦୃଷ୍ଟିକୋଣରୁ ନୁହେଁ ବରଂ ବିଶ୍ୱ ରଣନୀତି ଦୃଷ୍ଟିକୋଣରୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ…

ବିଦେଶ ମାଟିରେ ଓଡ଼ିଆ ଖାଦ୍ୟର ଆଦର ବଢୁଛି

ଭୁବନେଶ୍ୱର,୫।୪ (ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଖାଦ୍ୟର ଆଦର ବିଦେଶ ମାଟିରେ ବଢ଼ିବାରେ ଲାଗିଛି। କଳାହାଣ୍ଡି କଲମ୍‌ପୁରର କଦଳୀ, ଢେଙ୍କାନାଳର ଆମ୍ବ ଓ ପନିପରିବା ସହ ଉପକୂଳ ଏବଂ ପଶ୍ଚିମ ଓଡ଼ିଶାରୁ ମଧ୍ୟ ପରିବା ରପ୍ତାନି ହେଉଛି। ସେହିପରି ବଲାଙ୍ଗୀର ପାଟଣାଗଡ଼ରୁ ଡ୍ରାଗନ୍‌…

କଇଁଛ ପିଠିରେ ରାସାୟନିକ ରଙ୍ଗରେ ଶ୍ରୀଜଗନ୍ନାଥ

ଭୁବନେଶ୍ୱର,୫।୪ (ବନ୍ଦନା ସେଠୀ)ସୋସିଆଲ୍‌ ମିଡିଆରେ ଚର୍ଚ୍ଚାକୁ ଆସିବା ସହିତ ଭିୟୁର୍ସ ବଢାଇବା ପାଇଁ ବ୍ଲଗରମାନେ କିଛି ବି କରିବାକୁ ପଛାଉ ନାହାନ୍ତି। ଏପରିକି ନିରୀହ ବନ୍ୟପ୍ରାଣୀଙ୍କୁ ଅତ୍ୟାଚାର କରିବା ତଥା ସେମାନଙ୍କୁ ମାରିବା ପାଇଁ ମଧ୍ୟ କୁଣ୍ଠାବୋଧ କରୁନାହାନ୍ତି। ନିକଟରେ ଅନୁଗୋଳ…

ଏଇ ଭାରତରେ

ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣର ସଫଳତା କଥା ଯେତିକି ଜୋର କୁହାଯାଉଛି ତାହାର ବାସ୍ତବତା ସେତିକି ନୁହେଁ। ଦେଶରେ ଏମିତି ଅଞ୍ଚଳ ରହିଛି ଯେଉଁଠି ଏବେ ବି ପାନୀୟ ଜଳର ଅଭାବ ରହିଛି। ପିଲାମାନେ ସ୍କୁଲରେ ମଧ୍ୟ ତାହା ପାଇବାରୁ ବଞ୍ଚିତ…

ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ

ଥୁଆମୂଳ ରାମପୁର,୫ା୪ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଶୁକ୍ରବାର ଲାଞ୍ଜିଗଡ ନିର୍ବାଚନ ମଣ୍ତଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତତ୍ତ୍ୱାବଧାନରେ ବ୍ଲକସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ବିଡିଓ ଧ୍ରୁବଚରଣ ମୁଦୁଲି,…

ପେଟ୍ରୋଲ ଟାଙ୍କିର ମନିବ୍ୟାଗ

ମନିବ୍ୟାଗ ହେଉଛି ଅର୍ଥ ରଖିବାର ମୁଣା। ମନି ବ୍ୟାଗ୍‌ର ରଙ୍ଗ, ଦିଗ, ସାଙ୍କେତିକ ଚିହ୍ନ, ସ୍ବଚ୍ଛତା ଆଦିକୁ ବାସ୍ତୁବିଦ୍ୟାରେ ବର୍ଣ୍ଣନା କରାଯାଇଛି। ବିଶେଷ କରି ବ୍ୟବସ୍ଥିତ ଓ ସଫା, ସୁନ୍ଦର ମନିବ୍ୟାଗ ହେଉଛି ସମ୍ମାନ, ଧନଧାନ୍ୟ ଓ ସକାରାମତ୍କ ଶକ୍ତିର ନିଦର୍ଶନ।…

ଆମେରିକାକୁ ପାନେ ଦେଲା ଚାଇନା: ଆପଣାଇଲା ଯେସାକୁ ତେସା ନୀତି

ବେଜିଂ,୫।୪:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚାଇନାରୁ ଆମଦାନୀ ସାମଗ୍ରୀ ଉପରେ ୩୪ ପ୍ରତିଶତ ପାରସ୍ପରିକ ଶୁଳ୍କ ଲଗାଇବାକୁ ଘୋଷଣା କରିବାର ଦିନକ ପରେ ବେଜିଂ ମଧ୍ୟ ଯେସାକୁ ତେସା ନୀତି ଗ୍ରହଣ କରିଛି। ଆମେରିକାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଚାଇନା…

ଶିଶୁ ବାଟିକାରେ ଶିଶୁ ହସିବେ

ଦଳ ମତ ନିର୍ବିଶେଷରେ ସଭିଏ ଏ କଥା କୁହନ୍ତି- ଶିଶୁ ହସିଲେ ଦୁନିଆ ହସେ। କିନ୍ତୁ ସତରେ କ’ଣ ସମସ୍ତ ଶିଶୁ ଏଠାରେ ହସନ୍ତି ନା ସେମାନଙ୍କର ହସ ଦେଖିବା ପାଇଁ କାର୍ଯ୍ୟକ୍ରମ ନିଆଯାଏ? ହଁ, ଏହା ତ ନିଶ୍ଚୟ ଶିଶୁ…

ବିଶେଷଜ୍ଞଙ୍କ ଭବିଷ୍ୟବାଣୀ: ଭାରତର ଜିଡିପି ୫୦ ବେସିସ୍‌ ପଏଣ୍ଟ ଖସିବ

ନୂଆଦିଲ୍ଲୀ,୫।୪:ଭାରତରୁ ଆମଦାନୀ ସାମଗ୍ରୀ ଉପରେ ଆମେରିକାର ଟ୍ରମ୍ପ୍‌ ପ୍ରଶାସନ ୨୬ ପ୍ରତିଶତ ଶୁଳ୍କ ଲଗାଇଥିବାରୁ ଦେଶର ଜିଡିପି ଅଭିବୃଦ୍ଧି ୫୦ ବେସିସ୍‌ ପଏଣ୍ଟ ହ୍ରାସ ପାଇ ୬ ପ୍ରତିଶତରେ ରହିବ ବୋଲି ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି। ଏଥିସହିତ ଆମେରିକା ସହ ଭାରତର…

ବିଚିତ୍ର ନିଯୁକ୍ତି

ପୂର୍ବତନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍‌)ର ପୂର୍ଣ୍ଣକାଳୀନ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଦେଖିବାକୁ ଗଲେ ଜଣେ ତଦନ୍ତକାରୀ ଏବେ ଆଥିର୍କ ନୀତି ଉପରେ ପରାମର୍ଶ ଦେଉଛନ୍ତି। ଆମେ ଅର୍ଥନୀତିଜ୍ଞମାନଙ୍କୁ ଛାଡ଼ି…

ଓ୍ବକ୍‌ଫ ବିଲ୍‌କୁ ନେଇ ଜେଡିୟୁରେ ଫାଟ: ଇସ୍ତଫା ଦେଲେଣି ୫ ନେତା

ନୂଆଦିଲ୍ଲୀ,୫।୪:ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ସମର୍ଥନ ନେଇ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ)ରେ ଫାଟ ସୃଷ୍ଟି ହୋଇଛି। ଦଳୀୟ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରି ଜେଡିୟୁର ୫ ନେତା ଇସ୍ତଫା ଦେଲେଣି। ଇସ୍ତଫା ଦେଇଥିବା ନେତାମାନେ ହେଲେ ରାଜୁ ନାୟାର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri