ଜିରୋରେ ପାଭିଲିୟନ୍ ଫେରିଲା ଶିବସେନା: ମିଳିଲାନି ମୁଖ୍ୟମନ୍ତ୍ରୀ ପଦ; ହେଲାନି ୫୦-୫୦
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଐତିହାସିକ ମୋଡ଼ ଆସିଛି। ଏଭଳି ଘଟଣା ଅପ୍ରତ୍ୟାଶିତ ବୋଲି କୁହାଯାଉଛି। ସରକାର ଗଠନ ପାଇଁ ଶିବସେନା-ଏନ୍ସିପି ଏବଂ କଂଗ୍ରେସ ମଧ୍ୟରେ ଆଲୋଚନା ପରେ ଆଲୋଚନା ଜାରି ରହିଥିଲା। ତେବେ ଏନ୍ସିପିର ଅଜିତ୍ ପାଓ୍ବାର ଭାଜପା ସହିତ ମିଶି…
ପିଆଜ ଦରରେ ନିଆଁ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ବଜାରରେ ପିଆଜ ମୂଲ୍ୟ କିଲୋ ପିଛା ୮୦ରୁ ୯୦ ଟଙ୍କାରେ ବିକ୍ରି ହୋଇଥିଲା। ପ୍ରାୟ ଦେଢ଼ମାସ ଧରି ପିଆଜର ବର୍ଦ୍ଧିତ ମୂଲ୍ୟ ଯୋଗୁ ସାଧାରଣ ଲୋକେ ଅତିଷ୍ଠ…
ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ବିମାନ ସେବା
ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଏୟାର ଇଣ୍ଡିଆ ନୂଆ ବିମାନ ଚଳାଚଳ କରିବ। ଏ ନେଇ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଟୁଇଟ କରି ସୂଚନା ଦେଇଛନ୍ତି। ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତାଙ୍କୁ ସୂଚନା ଦେଇଥିବା…
ଓଡ଼ିଶାକୁ ସ୍ବଚ୍ଛ ରାଜ୍ୟ ପୁରସ୍କାର
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ସ୍ବଚ୍ଛତା ଲାଗି ଓଡିଶାକୁ ‘ଇଣ୍ଡିଆ ଟୁଡେ’ ଗ୍ରୁପ ପକ୍ଷରୁ ସର୍ବାଧିକ ସ୍ବଚ୍ଛ ରାଜ୍ୟ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ନୂଆଦିଲ୍ଲୀଠାରେ…
ଉତ୍ସବ ପାଳନ କଲା ଭାଜପା
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନେଇଛି ନୂଆମୋଡ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା , ଏନ୍ସିପି ଓ କଂଗ୍ରେସ ମେଣ୍ଟ ସରକାର ଗଢିବାକୁ ଚାହିଁ ବସିଥିବା ବେଳେ ଶନିବାର କିନ୍ତୁ ଏହାର ଓଲଟା ପରିଣତି ଦେଖାଯାଇଛି। ଶନିବାର ମହାରାଷ୍ଟ୍ର ଭାରତୀୟ ଜନତା ପାର୍ଟି(ଭାଜପା)…
ସିଂହଦ୍ୱାର ସମ୍ମୁଖ ଭିଡିଓ ଭାଇରାଲ: ମହିଳା ଭକ୍ତ-ପୋଲିସ ଧସ୍ତାଧସ୍ତି
ପୁରୀ ଅଫିସ, ୨୩ା୧୧: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଘଟିଛି ଏକ ଅଭାବନୀୟ ଘଟଣା। ଆଉ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛିି। କେତେଜଣ ମହିଳା ଭକ୍ତ ଶ୍ରୀମନ୍ଦିର ଭିତରକୁ ବ୍ୟାରିକେଡ ଡେଇଁ ପଶିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ସହ ସେମାନଙ୍କ…
ଭାଜପାର ନୂଆ ରଣନୀତି: ଫଡ଼ନବିସ ମୁଖ୍ୟମନ୍ତ୍ରୀ; ଅଜିତ୍ ପାଓ୍ବାର ଉପମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍ସିପିର ଅଜିତ୍ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…
ୱାଲର୍ଡ ପାନୋରମା ଏସିଆ ପ୍ରିମିୟରରେ ନୀଳମାଧବଙ୍କ ଫିଲ୍ମ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ପ୍ରଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ୧୧ ଦେଶର ୧୧ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଚଳଚ୍ଚିତ୍ର ‘ଇଣ୍ଟରଡିପେଣ୍ଡେନ୍ସ’ ଗୋଆଠାରେ ଅନୁଷ୍ଠିତ ୱାଲର୍ଡ ପାନୋରମା ଏସିଆ ପ୍ରିମିୟରରେ ପ୍ରଦର୍ଶିତ ହୋଇଯାଇଛି। ଏହି…
ଲାଞ୍ଚ: ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଗିରଫ
କଟକ ଅଫିସ, ୨୩ା୧୧: ୧୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ବିଦ୍ୟୁତ୍ ବିଭାଗର କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ମହାନ୍ତ। ସେ ଭୁବନେଶ୍ୱର ସିଟି ଡିଷ୍ଟ୍ରିବ୍ୟୁଶନ ଡିଭିଜନ-୨ ଅଧୀନରେ ଥିବା ଗୋଡ଼ିସାହି ସେକ୍ସନରେ କାର୍ଯ୍ୟରତ। ଶୁକ୍ରବାର ସେ…
୪୮ ଘଣ୍ଟାରେ ୨ ବୋମାମାଡ଼
କଟକ ଅଫିସ, ୨୩ା୧୧: ଗତ ୪୮ଘଣ୍ଟା ମଧ୍ୟରେ କଟକ କମିଶନରେଟ୍ ପୋଲିସ ଅଧୀନ ଦୁଇଟି ସ୍ଥାନରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ସହରବାସୀ ଆତଙ୍କିତ ହୋଇପଡ଼ିଥିବାବେଳେ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ପୂର୍ବ…
ଇ-ସିଗାରେଟ ନିଷିଦ୍ଧ ବିଲ୍ ଲୋକ ସଭାରେ ଆଗତ
ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଇ-ସିଗାରେଟ ଏବଂ ଅନୁରୂପ ସାମଗ୍ରୀ ଉତ୍ପାଦନ, ବିକ୍ରି ଓ ଆମଦାନୀ ବନ୍ଦ କରିବା ଲାଗି ଶୁକ୍ରବାର ଲୋକ ସଭାରେ ବିଲ୍ ଆଗତ ହୋଇଛି। ଇଲେକ୍ଟ୍ରୋନିକ୍ ସିଗାରେଟ ନିଷିଦ୍ଧ କରିବା ଲାଗି ସରକାର ନିକଟରେ ଅଧ୍ୟାଦେଶ ଜାରି କରିଥିଲେ। ଲୋକ ସଭାରେ…
ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଶୁକ୍ରବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜ ବିଭାଗର କାର୍ଯ୍ୟାଳୟଠାରେ ଢେଙ୍କାନାଳ ଜିଲାର ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ୩୦ ବର୍ଷୀୟ ଖବରଦାତାଙ୍କ ଦୁଇଟି…
Archives


