Home

ଓଡ଼ିଶା ବିଜୁ ସଂଯୋଗ: ଅନଲାଇନ ପଞ୍ଜିକରଣର ୪୮ ଘଣ୍ଟା ମଧ୍ୟରେ ପାଇପାରିବେ ବିଦ୍ୟୁତ୍‌ ସଂଯୋଗ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ) – ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍‌ ସେବା ପାଇବାରେ ବଞ୍ଚତ୍ତ ହେବେ…

ବୁଧବାର ବନକଲାଗି, ମହାପ୍ରଭୁଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୩ଟାରୁ ରାତି ୭ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ ବନ୍ଦ ରହିବ। କିନ୍ତୁ ଶ୍ରଦ୍ଧାଳୁମାନେ ବେଢା ପରିସର ଅନ୍ୟାନ୍ୟେ ମନ୍ଦିର ବୁଲି…

ପୁନିଆ ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୭ା୧୨(ପି.ଟି.)- ଉଭୟ ଜୁନିୟର ଏବଂ ସିନିୟର ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ବିଜେତା ଦୀପକ ପୁନିଆ ୟୁନାଇଟେଡ ଓ୍ବାଲର୍‌ଡ ରେସ୍‌ଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)ଦ୍ୱାରା ‘ଜୁନିୟର ଫ୍ରିଷ୍ଟାଇଲ ରେସ୍‌ଲର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ୧୮ ବର୍ଷ…

‘ବ୍ରହ୍ମୋସ୍‌’ର ଦୁଇଥର ସଫଳ ବ୍ୟାବହାରିକ ପରୀକ୍ଷଣ: ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବାର ରଖିଛି କ୍ଷମତା

ବାଲେଶ୍ୱର ଅଫିସ, ୧୭।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ(ଆଇଟିଆର) ପକ୍ଷରୁ ମଙ୍ଗଳବାର ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ର ଦୁଇଥର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୂର୍ବାହ୍ନ ୮ଟା ୪୫ ମିନିଟ୍‌ରେ ଚାନ୍ଦିପୁର ଟେଷ୍ଟ ରେଞ୍ଜରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ଏବଂ ଅପରାହ୍ନ ସାଢ଼େ ୩ଟାରେ…

ବଜେଟ ପାଇଁ ସାଧାରଣ ଜନତାଙ୍କଠାରୁ ମତାମତ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ବଜେଟ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ମତାମତ ସଂଗ୍ରହ କରିବାକୁ ଚାହୁଁଛି ରାଜ୍ୟ ଅର୍ଥ ବିଭାଗ। ଏଥିଲାଗି ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ବାନ କରାଯାଇଛି। ଏ ସଂକ୍ରାନ୍ତ ସମସ୍ତ ତଥ୍ୟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ତେବେ ସାଧାରଣ…

କ୍ରିସ୍‌ମାସରେ ଦିଅନ୍ତୁ ଏସବୁ ଉପହାର

ଆସୁଛି କ୍ରିସ୍‌ମାସ। ଏବେଠାରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଡିସେମ୍ବର ୨୫କୁ ବଡଦିନ, କ୍ରିସ୍‌ମାସ ବା ପ୍ରଭୁ ଯିଶୁଙ୍କ ଜନ୍ମ ଦିବସ ଭାବେ ପାଳନ କରାଯାଇଥାଏ। ବିଶେଷ କରି ଖ୍ରୀଷ୍ଟିଆନ୍‌ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରିଥାଆନ୍ତି। ହେଲେ…

ଶାନ୍ତ ରହିବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧୨: ସାରାଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ଦେଖାଦେଇଛି। ବିଶେଷତଃ ଦିଲ୍ଲୀରେ ଏହାର ବହୁଳ ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ହିଂସା ପରେ ମଙ୍ଗଳବାର ଦିଲ୍ଲୀ…

ପୋଲିସରେ ଭର୍ତ୍ତି ହେଲେ କୃଷକଙ୍କ ୨ଝିଅ, ଜଣେ ପୁଅ

ଲକ୍ଷ୍ନୌ,୧୭।୧୨: ପରିବାରରେ ଯେତେବେଳେ ଜଣେ ପୁଅ ପୋଲିସ ପୋଷାକ ପିନ୍ଧେ ସେତେବେଳେ ସମସ୍ତେ ଗର୍ବ ଅନୁଭବ କରିଥାନ୍ତି। ହେଲେ ଉତ୍ତରପ୍ରଦେଶ ମୁରଦାବାଦରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯେଉଁଠାରେ ଝିଅଙ୍କ ସଫଳତା ଲୋକଙ୍କୁ ଗର୍ବ କରିବାକୁ ଶିଖାଇଦେଇଛି। ସୋମବାର ଗୋଟିଏ…

ଭଉଣୀଙ୍କ ସହ ଏଥର ଜନ୍ମଦିନ ପାଳିବେ ଭାଇଜାନ

ବଲିଉଡ୍‌ ଭାଇଜାନ ସଲମାନ ଖାନ୍‌ ଡିସେମ୍ବର ୨୭ରେ ନିଜର ୫୪ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥିପାଇଁ ସଲ୍ଲୁଙ୍କ ଘରେ ଖାସ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ଘରେ ଛୋଟ ପାର୍ଟିର ଆୟୋଜନ କରାଯାଉଛି। ବ୍ୟସ୍ତ କାର୍ଯ୍ୟସୂଚୀ ଭିତରେ ଭଉଣୀ ଅର୍ପିତାଙ୍କୁ…

ରାଜ୍ୟରେ ବଢ଼ିଚାଲିଛି ମହିଳା ବିରୋଧୀ ହିଂସା, କେବେ ପ୍ରତିଷ୍ଠା ହେବ ଫାଷ୍ଟଟ୍ରାକ୍‌ କୋର୍ଟ: ଭାଜପା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଅପରାଧୀଙ୍କର ପୋଲିସ ପ୍ରତି ଆଉ ଭୟ ନାହିଁ। ଏସବୁ ହିଂସାର ବିଚାର ପାଇଁ ଆନ୍ଧ୍ରପ୍ରଦେଶର ୭୨ଟି, ତାମିଲନାଡ଼ୁରେ ୬୯ଟି, ପଶ୍ଚିମବଙ୍ଗରେ ୮୮ଟି ଓ ମହାରାଷ୍ଟ୍ରରେ ୧୦୦ଟି ଫାଷ୍ଟଟ୍ରାକ୍‌ କୋର୍ଟ…

ବିହାରରେ ଲଜ୍ଜା: ବଳାତ୍କାର ଉଦ୍ୟମ ସଫଳ ନ ହେବାରୁ ନାବାଳିକାଙ୍କୁ ଗୁଳି କଲେ ଯୁବକ

ରୋହତାସ,୧୭।୧୨: ବିହାରରେ ପୁଣି ଲଜ୍ଜା। ବିହାର ରୋହତାସ ଜିଲାର ରାଜପୁରରେ ୧୦ମରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଉଦ୍ୟମ କରାଯାଇଛି। ଉଦ୍ୟମରେ ସଫଳ ନ ହେବାରୁ ପୀଡିତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପୀଡିତା ଜେଜେମାଙ୍କ ସହ…

ଅଭିନେତ୍ରୀ ପାୟଲଙ୍କୁ ମିଳିଲା ଜାମିନ

ଜୟପୁର,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗିଙ୍କୁ ମଙ୍ଗଳବାର ଜାମିନ ମିଳିଯାଇଛି। ଦୁଇଟି ମାମଲା ପାଇଁ ୨୫- ୨୫ ହଜାର ଟଙ୍କା ଦାଖଲ କରିବା ପରେ ତାଙ୍କୁ ଜାମିନ ମିଳିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?