Home

ମହଙ୍ଗା ପିଆଜ ଯୋଗୁ ଅତୀତରେ ୨ ସରକାରଙ୍କ ପତନ ଘଟିଛି: ଏବେ କେଜ୍ରିଓ୍ବାଲ ସରକାରଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୫।୯: ଦେଶରେ ପିଆଜ ଦାମ୍‌ ଏବେ ବଢ଼ିଚାଲିଛି। ଅତୀତରେ ମହଙ୍ଗା ପିଆଜ ଯୋଗୁ ଦିଲ୍ଲୀର ୨ ସରକାରଙ୍କ ପତନ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ବିଭିନ୍ନ ସ୍ଥାନରେ ୨୨ ଟଙ୍କାରେ ପିଆଜ ଯୋଗାଇବା ଜାରି ରଖିଛନ୍ତି। ୧୯୯୮ରେ…

ଚିନ୍ମୟାନନ୍ଦଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଆଇନ ଛାତ୍ରୀ ଗିରଫ

ଶାହଜାହାନପୁର,୨୫।୯: ପୂପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ଆଇନ ଛାତ୍ରୀଙ୍କୁ ଗିରଫ କରାଯାଇଛି। ପୂର୍ବରୁ ପୀଡ଼ିତାଙ୍କ ୨ ସହଯୋଗୀଙ୍କୁ ଗିରଫ କରାଯାଇଥିଲା। ଏସ୍‌ଆଇଟି ପକ୍ଷରୁ ଏହାର ତଦନ୍ତ ଜାରି ରହିଛି। ଚିନ୍ମୟାନନ୍ଦଙ୍କଠାରୁ ୫ କୋଟି ଟଙ୍କା…

ଯୁବନେତାଙ୍କୁ ଚାପୁଡା ମାରିଲେ ଏମ୍‌ପି

ପାରଳାଖେମୁଣ୍ଡି,୨୫।୯(ସ୍ବ.ପ୍ର.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ମଙ୍ଗଳବାର ଜିଲା ବିଜେଡିର ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟ ଦଳର କର୍ମୀ ଓ ନେତା ବିଜେଡିରେ ସାମିଲ ହୋଇଥିଲୋ। ବ୍ରହ୍ମପୁର ଏମ୍‌ପି…

ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ପାକିସ୍ତାନୀ ଡ୍ରୋନ୍‌ ଧରାପଡ଼ିଲା

ଅମୃତସର,୨୫।୯: ଭାରତରେ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଡ୍ରୋନ୍‌ର ବ୍ୟବହାର କରୁଛି। ଏନେଇ ପଞ୍ଜାବ ପୋଲିସ ଏକ ଡ୍ରୋନ୍‌କୁ ଜବତ କରିଛି। ପଞ୍ଜାବ ପୋଲିସର ଗୋଇନ୍ଦା ଶାଖା ପକ୍ଷରୁ ଏଭଳି ଏକ ଡ୍ରୋନ୍‌କୁ ଧରାଯାଇଛି। ଏହା ଭାରତ-ପାକିସ୍ତାନ ସୀମାନ୍ତ ଜିଲା…

ମୋଦିଙ୍କୁ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୫।୯: ସ୍ବଚ୍ଛ ଭାରତ ଅଭିଯାନ ଭଳି ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ବିଲ୍‌ ଗେଟସ୍‌ ଏବଂ ମିଲେଣ୍ଡା ଗେଟସ୍‌ ଫାଉଣ୍ଡେସନ୍‌ ପକ୍ଷରୁ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ଏହି ଅବସରରେ ମୋଦି କହିଛନ୍ତି ଯେ,…

ଦାମ୍ପତ୍ୟ ଜୀବନରେ ନିବିଡ଼ତା କମାଉଛି ସେଲ୍‌ ଫୋନ୍‌

ଓହିଓ: ସେଲ୍‌ ଫୋନ୍‌ ଯୋଗୁ ଦାମ୍ପତ୍ୟ ଜୀବନରେ ସମସ୍ୟା ସୃଷ୍ଟି ହେଉଛି । ମୋବାଇଲରୁ ହେଉଥିବା ବିକିରଣ ଯୋଗୁ ମସ୍ତିଷ୍କ ଉପରେ ଏହାର କୁପ୍ରଭାବ ପଡୁଛି। ହାଇପୋଥାଲାମସ୍‌ରେ ନକାରାତ୍ମକ ପ୍ରଭାବ ଯୋଗୁ ହାପିନେସ୍‌ ହରମୋନ୍‌ କ୍ଷରଣରେ ବାଧା ସୃଷ୍ଟି ହୋଇଥାଏ ବୋଲି…

ନବଜାତ ଶିଶୁ କେବଳ ମା’ କଥା ହିଁ ବୁଝିପାରେ

ନ୍ୟୁୟର୍କ: ନୂଆକରି ଦୁନିଆକୁ ଆସିଥିବା ଶିଶୁ ପାଇଁ ସବୁ ଜିନିଷ ଅଲଗା ଅଲଗା ଲାଗିଥାଏ। ଅନ୍ୟ କେଉଁ ଶବ୍ଦ ନ ଜାଣିଲେ ମଧ୍ୟ ନବଜାତ ଶିଶୁ ମା’ର କଥା ବୁଝିପାରେ। ନ୍ୟୁୟର୍କ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏସମ୍ପର୍କରେ ପ୍ରକାଶ…

ମାଗଣାରେ ଖାଇବାକୁ ଡେଟ୍‌ରେ ଯାଆନ୍ତି ଯୁବତୀ

କାଲିଫର୍ନିଆ: ବିବାହ ବା ରିଲେଶପଶିପରେ ରହିବା ପୂର୍ବରୁ ପରସ୍ପରକୁ ଜାଣିବା ପାଇଁ ପୁଅ-ଝିଅ ଡେଟିଂରେ ଯାଉଥିବା କଥା କିଛି ନୂଆ ନୁହେଁ। ଅନ୍‌ଲାଇନ୍‌ ଡେଟିଂ ଆପ୍‌ରୁ ହେଉ କି ସୋସିଆଲ ମିଡିଆରୁ ପରିଚିତ ବନ୍ଧୁ ହୁଅନ୍ତୁ, ପ୍ରଥମେ ଡେଟ୍‌ରେ ଯିବାକୁ ସମସ୍ତେ…

ବିଗ୍‌ ବସ୍‌ ସିଜନ୍‌ ୧୩ରେ ଅମୀଷା ପଟେଲ

ମୁମ୍ବାଇ: ଟିଭି ଦୁୁନିିଆର ସବୁଠାରୁ ବିବାଦୀୟ ଶୋ ‘ବିଗ୍‌ ବସ୍‌’କୁ ହିଟ୍‌ କରିବାକୁ ନିର୍ମାତା ସବୁବେଳେ ଚେଷ୍ଟା କରିଥାନ୍ତି। ସିଜନ୍‌ ୧ରୁ ୧୧ ଯାଏଁ ସବୁବେଳେ ଛୋଟ ପରଦାରେ ଏହି ଶୋ ବିବାଦୀୟ ଚର୍ଚ୍ଚା ସାଉଁଟିବାରେ ସଫଳ ରହିଥିଲା। ଆଗାମୀ ବିଗ୍‌…

ଭାଇଜାନ୍‌ଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ସଲମାନଙ୍କୁ ମିଳିଛି ହତ୍ୟା ଧମକ୍‌। ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ଆସନ୍ତା ଶୁକ୍ରବାର ଅର୍ଥାତ ୨୭ ସେପ୍ଟେମ୍ବରରେ କୃଷ୍ଣସାର ମୃଗ ଶିକାର ମାମଲାରେ ଯୋଧପୁର ସେସନ୍‌ ଓ ଜିଲା କୋର୍ଟରେ ହାଜର ହେବେ। ତେବେ ଶୁଣାଣି ପୂର୍ବରୁ ଭାଇଜାନଙ୍କୁ ସୋସିଆଲ…

‘ମୋ ସରକାର’ କାର୍ଯ୍ୟକ୍ରମ ପାଇଁ ଡିଜିପିଙ୍କ କଲ୍‌ସେଣ୍ଟର ପରିଦର୍ଶନ: ୩ ଅଭିଯୋଗକାରୀଙ୍କଠାରୁ ରିପୋର୍ଟ ନେଲେ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଥାନାରେ ସ୍ବଚ୍ଛତା ଆସିବ। ମିଳିବ ନ୍ୟାୟ ଓ ପୋଲିସର ଉତ୍ତମ ବ୍ୟବହାର। ଏନେଇ ରାଜ୍ୟ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଥାନାଗୁଡିକୁ ଆସୁଥିବା ଅଭିଯୋଗକାରୀଙ୍କଠାରୁ ଥାନା…

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ):ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର ଅତିରିକ୍ତ କୋଚ୍‌ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନଗୁଡିକରେ ମାତ୍ରାଧିକ ଅପେକ୍ଷା ସୂଚୀ ଏଡାଇବାକୁ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri