ଦୁର୍ଘଟଣାରୁ ବର୍ତ୍ତିଲା ଦୁରନ୍ତ ଏକ୍ସପ୍ରେସ
ରୂପସା,୨୨।୧୧(ଡି.ଏନ୍.ଏ.): ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍ସା ରେଳଜଙ୍କଶନରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଅପ୍ଲାଇନ୍ରେ ଯାଉଥିବା ହାଓ୍ବଡା-ଯଶବନ୍ତପୁର ଦୂରନ୍ତ ଏକ୍ସପ୍ରେସ ଟ୍ରେନ୍ ରୂପ୍ସା ପ୍ଲାଟ୍ଫର୍ମ(୧ନଂ) ଅତିକ୍ରମ କରୁଥିବା ବେଳେ ରେଳଲାଇନ୍ରେ ଥିବା ସିଲପଟ ସହ ଧକ୍କା…
ଶ୍ରୀଲଙ୍କା ରାଜନୀତିରେ ପରିବାରବାଦର ଝଲକ୍
କଲମ୍ବୋ,୨୨।୧୧: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେ ଶୁକ୍ରବାର ଅନ୍ତରୀଣ ମନ୍ତ୍ରୀମଣ୍ଡଳର ଗଠନ କରିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଅଗାମୀ ନିର୍ବାଚନ ପର୍ଯ୍ୟନ୍ତ ସରକାର ଚଳାଇବା। ତାଙ୍କ ମନ୍ତ୍ରିମଣ୍ଡଳରେ ମହିନ୍ଦା ରାଜପାକ୍ସେଙ୍କ ବ୍ୟତୀତ ୭୭ ବର୍ଷୀୟ ଚମଲ ରାଜପାକ୍ସେ ଓ ୨ ମହିଳାଙ୍କୁ…
ମନୋଜ ରଥଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ମୁଖପାତ୍ର ବୋଲାଉଥିବା ମନୋଜ ରଥଙ୍କ ବିରୋଧରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିଧାନସଭାରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଥିଲେ ଯେ, ରଥ ମୋ ବିରୋଧରେ…
ଧାନ କିଣା ଟୋକନ ବ୍ୟବସ୍ଥାକୁ ନେଇ ଗୃହରେ ହଟ୍ଟଗୋଳ: ସୋମବାର ବିବୃତି ଦେବାକୁ ଯୋଗାଣ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): ଧାନ କିଣିବା ପାଇଁ ଚାଷୀଙ୍କୁ କି’ ପ୍ରତିଶ୍ରୁତି ଦେଲ। ଟୋକନ୍ ନ ଥିବା ଚାଷୀଙ୍କଠାରୁ କେତେ ଧାନ କିଣାଯିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ ସରକାରୀ ଦଳ ଉପମୁଖ୍ୟ ସଚେତକ ଧାନ କିଣିବା ନେଇ ଚାଷୀଙ୍କୁ କି ପ୍ରତିଶ୍ରୁତି…
ଶିବସେନାକୁ ମିଳିପାରେ ମୁଖ୍ୟମନ୍ତ୍ରୀ ଏନ୍ସିପିକୁ ସ୍ବରାଷ୍ଟ୍ର
ମୁମ୍ବାଇ,୨୨।୧୧: କିଛିଦିନ ହେବ ମହାରାଷ୍ଟ୍ରରେ ସରକାର ଗଠନକୁ ଦେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚାଲିଥିବା ମାରାଥନ ବୈଠକର ଅନ୍ତ ଘଟିଛି ବୋଲି କୁହାଯାଉଛି। ଶୁକ୍ରବାର ହୋଇଥିବା ବୈଠକରେ ଶିବସେନା ମୁଖ୍ୟମନ୍ତ୍ରୀ, ଏନ୍ସିପି ସ୍ବରାଷ୍ଟ୍ର ଓ କଂଗ୍ରେସକୁ ରାଜସ୍ବ ବିଭାଗ ମିଳିବ ବୋଲି…
ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଅଗ୍ନିଶମ ବିଭାଗର ବ୍ରୁଣ୍ଟୋ ସାଏ ଲିଫ୍ଟ ଟିମ୍…
ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ବୌଦ୍ଧ,୨୨।୧୧(ସ୍ବ.ପ୍ର.): ସମଗ୍ର ଦେଶରେ ଦୁର୍ବଳ ଅର୍ଥନୀତି ଓ ଦରବୃଦ୍ଧି ପ୍ରତିବାଦରେ ବୌଦ୍ଧ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। କଣ୍ଟାମାଳର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ମଧ୍ୟାହ୍ନ ୧୨ଟାରୁ ଜିଲାପାଳଙ୍କ କାର୍ଯ୍ୟାଳୟ…
ତାରକା ମହିଳା ଡିଫେଣ୍ଡର
ଇମ୍ପାଲରେ ଜନ୍ମିତ ଆଶାଲତା ଦେବୀ ଏଏଫ୍ସି ପ୍ଲେୟାର ଅଫ୍ ଦି ଇୟର ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଜଣେ ଗୋଲକିପର ହେବାକୁ ଚାହୁଁଥିଲେ ମଧ୍ୟ ସେ ସମୟକ୍ରମେ ଡିଫେଣ୍ଡର ବନିଯାଇଥିଲେ। ତାଙ୍କ ନେତୃତ୍ୱରେ ଭାରତ ସାଫ୍ ଚାମ୍ପିୟନଶିପ୍ ଟାଇଟଲ ଜିତିଥିଲା। ତାଙ୍କ…
ପିଙ୍କ୍ ବଲ୍ କ୍ରିକେଟ
ଏପର୍ଯ୍ୟନ୍ତ ୧୧ଟି ପିଙ୍କ୍ ବଲ୍ ଟେଷ୍ଟ ସଫଳତାର ସହ ଆୟୋଜନ ହୋଇଛି। ଅବଶ୍ୟ ଥରେ ମାତ୍ର ମହିଳା ଦିବାରାତ୍ର ଟେଷ୍ଟ ଖେଳାଯାଇଛି। ଦିବାରାତ୍ର ଟେଷ୍ଟ ଦେଖିବାକୁ ଷ୍ଟାଡିୟମରେ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଛି। ଅଷ୍ଟ୍ରେଲିଆ ସର୍ବାଧିକ ପିଙ୍କ ବଲ୍ ଟେଷ୍ଟ ଖେଳିଛି…
କଂଗ୍ରେସର ଗୋଡ଼ ଟାଣୁଛନ୍ତି ନିରୁପମ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଏନ୍ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛି। ଏତିକି ବେଳେ କିନ୍ତୁ କଂଗ୍ରେସର ଗୋଡ଼ ଟାଣୁଛନ୍ତି ଦଳର ନେତା ସଞ୍ଜୟ ନିରୁପମ। ଗୋଟିଏ ଦିନ ପୂର୍ବରୁ ଏହାକୁ ନେଇ…
ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ
ରାୟଗଡ଼ା ଅଫିସ,୨୨।୧୧: ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି l କେନ୍ଦ୍ରର ଭାଜପା ଏବଂ ରାଜ୍ୟ ସରକାରଙ୍କ ଜନମାରଣ ତଥା ଶ୍ରମିକମାରଣ ନୀତି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି, ଉତ୍କଟ…
ଶିବସେନା ମେୟରଙ୍କୁ ଶୁଭେଚ୍ଛା ଜଣାଇଲେ ଉଦ୍ଧବ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ଶୁକ୍ରବାର ମୁମ୍ବାଇ ମେୟର ଭାବେ ନିର୍ବାଚନ ଜିତିଛନ୍ତି ଶିବସେନା ପ୍ରାର୍ଥୀ କିଶୋରୀ ପେଡନେକର। ଦେଶର ସବୁଠାରୁ ଧନୀ ନଗର ନିଗମ ଭାବେ ପରିଚିତ ମୁମ୍ବାଇ ନଗର ନିଗମରୁ କିଶୋରି ନିର୍ବାଚିତ…
Archives


