ସ୍ଥାୟୀ ଜମିପଟ୍ଟା, ଘରଢ଼ିହ ପ୍ରଦାନ ପାଇଁ ଦାବିପତ୍ର
ଯାଜପୁର ଟାଉନ,୨୨।୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ଅଞ୍ଜିରା ଗ୍ରାମର ଗ୍ରାମବାସୀ ଭାରପ୍ରାପ୍ତ ଜିଲାପାଳଙ୍କୁ ଗୁରୁବାର ଭେଟି ସ୍ଥାୟୀ ଜମିପଟ୍ଟା ଓ ଭୂମିହୀନଙ୍କୁ ଘରଢ଼ିହ ଦେବାକୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଞ୍ଜିରା ପଞ୍ଚାୟତର ୧୬ଟି ଗ୍ରାମର ଗ୍ରାମବାସୀ ୧୯୫୪ ମସିହାରୁ ଜମିଦାରୀ ଉଚ୍ଛେଦ…
ଚୋରି ଉଦ୍ୟମ ପଣ୍ଡ: ଚୋରକୁ ଗୋଡ଼ାଇ ଧରିଲେ ଲୋକେ
ରସୁଲପୁର,୨୨।୧୧(ଡିଏନଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତ ବାଲିଆପଶି ଗ୍ରାମରେ ଗୁରୁବାର ରାତି ସାଢେ ୯ଟାରେ ଚୋରି ଉଦ୍ୟମ ପଣ୍ଡ ହୋଇଛି। ଗାଁ ଲୋକେ ଚୋରକୁ ଗୋଡାଇ ଗୋଡାଇ ବିଲ ମଝିରେ କାବୁ କରିବାକୁ ସକ୍ଷମ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ…
ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ
କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ ଯୋଜନାରେ ଘର ନିର୍ମାଣ କରିଛନ୍ତି। ତେବେ ଗୃହ ନିର୍ମାଣ ବାବଦରେ ପ୍ରଥମ କିସ୍ତି ଟଙ୍କା…
ରାହାଡପୁର ପାହାଡ଼ରେ ଚଢ଼ାଉ: ଖାଦାନ ରାସ୍ତା କାଟି ଅଲଗା କଲା ତହସିଲ ପ୍ରଶାସନ, ହାଇୱା ସହ ୨ ଟ୍ରକ୍ ଜବତ
ଧର୍ମଶାଳା/ଚଢେଇଧରା.୨୨ା୧୧(ଡି.ଏନ୍.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ରାହାଡପୁର କଳାପଥର ପାହାଡରୁ ବେଆଇନ ପଥର ଉତ୍ତୋଳନ ରୋକିବା ନେଇ ଗୁରୁବାର ତହସିଲ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ପାହାଡରେ ବେଆଇନ ପଥର ଉତ୍ତୋଳନ ରୋକିବାକୁ ଯାଇ ୧୪୪ ଧାରା ଜାରି କରାଯାଇଛି। ହେଲେ ଏହାକୁ…
କ୍ରୋମାଇଟ ଲୋଡିଂରେ ଚାନ୍ଦା ଆଦାୟକୁ ବିରୋଧ: ଖଣି କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ
କାଳିଆପାଣି,୨୨ା୧୧(ଡି.ଏନ୍.ଏ.): ସୁକିନ୍ଦା କ୍ରୋମାଇଟ ଖଣି ପରିବହନରେ ଶ୍ରମିକମାନେ ଟ୍ରକ୍ ଲୋଡିଂ କ୍ଷେତ୍ରରେ ବେଆଇନ ଚାନ୍ଦା (ମାମୁଲି) ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏ ନେଇ ଗୁରୁବାର ଟ୍ରକ୍ମାଲିକ ସଂଘ ପକ୍ଷରୁ ଖଣି କର୍ତ୍ତୃପକ୍ଷ ରାଜେଶ ପଟେଲ୍ ଏବଂ କାଳିଆପାଣି ଥାନାଧିକାରୀ ରାମାକାନ୍ତ…
କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି
ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା ବିଭିନ୍ନ ବିଭାଗରେ ମୋଟ ୬ ଲକ୍ଷ ୮୩ ହଜାର ୮୨୩ ପଦବୀ ଖାଲି ରହିଛି।…
କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ
ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପ୍ରଚାରରେ ଯାଇ ଶାହ ମାନିକା ଓ ଲୋହାରଡ଼ାଗା ସଭାରେ କହିଛନ୍ତି,…
୨୦୨୧ରେ ହେବ ଚମତ୍କାର
ଚେନ୍ନାଇ,୨୨-୧୧:୨୦୨୧ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ବେଳେ ରାଜ୍ୟ ରାଜନୀତିରେ ଚମତ୍କାର ହେବ ବୋଲି ଗୁରୁବାର ସୁପରଷ୍ଟାର ରଜନୀକାନ୍ତ ଦୋହରାଇଛନ୍ତି। ଜାତି, ସମ୍ପ୍ରଦାୟ ଓ ଆଧ୍ୟାମତ୍ିକ ରାଜନୀତି କେବେ କାମ କରିବନାହିଁ ବୋଲି ମନ୍ତ୍ରୀ ଡି. ଜୟକୁମାର ମନ୍ତବ୍ୟ ଦେଇଥିବାବେଳେ ଏହାକୁ ନେଇ…
ସ୍ବଦେଶ ଫେରିଲେ ୧୪୫ ଭାରତୀୟ: ହାତଗୋଡ଼ ବାନ୍ଧି ପଠାଇଲା ଆମେରିକା
ନୂଆଦିଲ୍ଲୀ,୨୨-୧୧:ଅନେକ ବର୍ଷ ଧରି ବେଆଇନ ଭାବେ ଆମେରିକାରେ ରହୁଥିବା ୧୪୫ ଭାରତୀୟଙ୍କୁ ଟ୍ରମ୍ପ୍ ପ୍ରଶାସନ ସ୍ବଦେଶକୁ ପଠାଇଦେଇଛି। ପ୍ରତ୍ୟର୍ପଣ ପରେ ସେମାନେ ଗୁରୁବାର ସକାଳେ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ଏହା ସେମାନଙ୍କ ପରିବାର ପାଇଁ ଆଶ୍ୱସ୍ତି ଆଣିଦେଇଛି।…
ଖୋଳାଯିବ ୧.୨୫ ଲକ୍ଷ କୂପ
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲାର…
ପ୍ରସାରଣରେ ‘ଧରିତ୍ରୀ’ ଏକ ନମ୍ବର
ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ଧରିତ୍ରୀ ରାଜ୍ୟର ସର୍ବାଧିକ ପ୍ରସାରିତ ଖବରକାଗଜ। ୨୦୧୮-୧୯ ଆର୍ଥିକବର୍ଷର ହିସାବ ଅନୁଯାୟୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦେଇଥିବା ତଥ୍ୟରେ ଏହା ଦର୍ଶାଯାଇଛି। ୨୦୧୮-୧୯ ଆର୍ଥିକବର୍ଷରେ ‘ଧରିତ୍ରୀ’ର ପ୍ରସାରଣ ୪ଲକ୍ଷ ୭୬ହଜାର ୫୦୦ ଥିବାବେଳେ ଏହା ତଳକୁ ଅନ୍ୟ ଖବରକାଗଜ…
ଆଗାଥାଙ୍କୁ ଅଭିନନ୍ଦନ
ନୂଆଦିଲ୍ଲୀ,୨୨-୧୧:ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ତୁରା ଏମ୍ପି ଆଗାଥା ସଙ୍ଗ୍ମା ଗୁରୁବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଲୋକ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ ପି.ଏ. ସଙ୍ଗ୍ମାଙ୍କ ଝିଅ ତଥା ମେଘାଳୟ ମୁଖ୍ୟମନ୍ତ୍ରୀ କନ୍ରାଡ୍ ସଙ୍ଗ୍ମାଙ୍କ ଭଉଣୀ ଆଗାଥା ପାଟ୍ରିକ୍ ରୋଙ୍ଗମା ମାରାକଙ୍କୁ…
Archives


