Home

୨୧ ବର୍ଷରେ ବିଚାରପତି

ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ ଉଦ୍ୟମରେ ହିଁ ରାଜସ୍ଥାନ ଜୁଡିସିଆଲ୍‌ ସର୍ଭିସ (ଆର୍‌ଜେଏସ୍‌)ରେ ଉତ୍ତୀର୍ଣ୍ଣ ହୋଇ ଇତିହାସ ରଚିଛନ୍ତି। ୟୁନିଭର୍ସିଟିରେ…

ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼

ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ବଲାଙ୍ଗୀର,ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଗତ କିଛିଦିନ ହେବ ଆନ୍ଦୋଳନ ଚଳାଇଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏଥିଯୋଗୁ ଧାନ ବିକ୍ରିରେ ବାଧା ସୃଷ୍ଟି…

ବିନା ଟୋକନରେ ହେଲା ଧାନକିଣା

ସମ୍ବଲପୁର(ବ୍ୟୁରୋ)/ବରଗଡ଼ ଅଫିସ,୨୨-୧୧:ବରଗଡ଼ ଓ ସମ୍ବଲପୁର ଜିଲାରେ ଚାଷୀ ଆନ୍ଦୋଳନ ପରେ ବଦଳିଛି ନିୟମ। ସମ୍ବଲପୁରରେ ବିନା ଟୋକନରେ ଆରମ୍ଭ ହୋଇଛି ଧାନ କିଣା। ବରଗଡ଼ରେ ବି ଖୋଦ୍‌ ଜିଲାପାଳ ଏ ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।…

ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ପାର୍ଲାମେଣ୍ଟ କମ୍ପିଲା

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେତେକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ)ର ଘରୋଇକରଣ ଏବଂ ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ କରି ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ସଦସ୍ୟମାନେ ଗୁରୁବାର ପ୍ରବଳ ହୋ-ହଲ୍ଲା କରିଥିଲେ। ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଲୋକ ସଭାରେ କକ୍ଷତ୍ୟାଗ କରିଥିବାବେଳେ ରାଜ୍ୟ…

କାଶ ଭଲକରେ ପାନ

ପାନକୁ ବିଭିନ୍ନ ଢଙ୍ଗରେ ଖିଆଯାଇଥାଏ। କେହି କେହି ଖାଲି ପାନ ସହ ଗୁଆ ଖାଇବାକୁ ପସନ୍ଦ କରନ୍ତି ତ ଆଉ କେହି ବିନା ଚୂନରେ ପାନ ଖାଇଥାଆନ୍ତି। ତେବେ ଶୀତଦିନେ ଦେଖାଯାଉଥିବା କିଛି ସାଧାରଣ ସମସ୍ୟାକୁ ଠିକ୍‌ କରିଥାଏ ପାନ। ଆୟୁର୍ବେଦ…

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ କ୍ୟାପ୍ସିକମ୍‌

ସାଧାରଣତଃ କ୍ୟାପ୍ସିକମକୁ ଚିଲି ତରକାରୀ କିମ୍ବା ସାଲାଡରେ ବ୍ୟବହାର କରାଯାଏ। କ୍ୟାପ୍ସିକମ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହା ଶରୀର ପାଇଁ ବହୁ ଉପକାରୀ ମଧ୍ୟ। ବଜାରରେ ଲାଲ, ସବୁଜ ଓ ହଳଦିଆ ରଙ୍ଗର କ୍ୟାପ୍ସିକମ ବିକ୍ରି ହୋଇଥାଏ।…

ପୋଡାଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଚାଷ

ମୁନିଗୁଡ଼ା, ୨୧।୧୧(ଡି.ଏନ୍‌.ଏ.)- ଅପରେଶେନ ଗ୍ରୀନ ଡାଇମଣ୍ଡର ଦିତୀୟ ଦିନରେ ରାୟଗଡ଼ାର ଉପାନ୍ତ ଅଞ୍ଚଳ ଚନ୍ଦ୍ରପୁରରେ ୫୬ ଏକର ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଚାଷକୁ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ପୋଡାଯାଇଛି। ବୁଧବାର ମଧ୍ୟ ୨୬ ଏକର ଜମିର ଗଞ୍ଜେଇ…

କେନ୍ଦ୍ର ବିରୋଧରେ କଂଗ୍ରେସର ବିଶାଳ ସମାବେଶ

ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ କର୍ମୀମାନେ ସହରରେ ଶୋଭାଯାତ୍ରା କରିଛନ୍ତି। ପରେ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ…

ଛତ୍ରପୁର ହସ୍ପିଟାଲରେ ଟ୍ୟୁମର ଅପରେଶନ ହେଲାନି: ନିରାଶରେ ଘରକୁ ଫେରିଲେ ସୀତାମ୍ମା

ଛତ୍ରପୁର,୨୧ା୧୧(ଡି.ଏନ୍‌.ଏ.)-ଛତ୍ରପୁର ହସ୍ପିଟାଲରେ ଟ୍ୟୁମର ଅପରେଶନ ନ ହେବାରୁ ଜଣେ ମହିଳା ଗୁରୁବାର ନିରାଶରେ ଘରକୁ ଫେରିବାକୁ ବାଧ୍ୟ ହୋଇଛନ୍ତି। ଆନାସ୍ଥେସିଆ ବିଶେଷଜ୍ଞ ନ ଥିବାରୁ ତାଙ୍କୁ ଫେରାଇ ଦିଆଯାଇଛି। ଆନାସ୍ଥେସିଆ ଡାକ୍ତର ନ ଥିଲେ ଅନ୍‌ କଲ୍‌ରେ ଆଣି ଅପରେଶନ କରାଇବା…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ହିଞ୍ଜିଳିକାଟୁ,୨୧ା୧୧(ଡି.ଏନ୍‌.ଏ): ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ଦେବରାଜ ପାଣିଗ୍ରାହୀ(୬୫)। ହିଞ୍ଜିଳିକାଟୁ ଡାକ୍ତରଖାନାରେ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଥିବା ବେଳେ ପୋଲିସ ହେପାଜତରେ…

ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୦ା୧୧ : ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ ରାୟଗୁରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅମରେଶ ମହାପାତ୍ର…

ଋଣ ଦେବା ନାଁରେ ଅର୍ଥ ହଡ଼ପ ଅଭିଯୋଗ

ରୂପ୍‌ସା, ୨୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ହାତିଆଡ଼ିହା ଗ୍ରାମବାସୀଙ୍କୁ ଋଣ ଯୋଗାଇ ଦେବା ନାଁରେ ‘ଅନ୍ନପୂର୍ଣ୍ଣା ଫାଇନାନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌’ ସଂସ୍ଥା ଅର୍ଥ ହଡପ କରିଥିବା ଅଭିଯୋଗ ହୋଇଛି। ସଂସ୍ଥାର ଶାଖା ପରିଚାଳକ ବିଜୟ କୁମାର ନାୟକ ଓ ଡେଭେଲପମେଣ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri