ଫସର ଫାଟିଲା ଗ୍ୟାଙ୍ଗଷ୍ଟର ରବିଙ୍କ ଅପହରଣ ଯୋଜନା: ବାଙ୍କୁଆଳରୁ ୫ ସହଯୋଗୀ ଗିରଫ
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଏନ୍କାଉଣ୍ଟର ତଥା ବିଭିନ୍ନ ଆପରାଧିକ ମାମଲାରେ ସମ୍ପୃକ୍ତି ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରବି ରାଓଙ୍କ ଅପହରଣ ଯୋଜନା ଫସର ଫାଟିଛି। ଜେଲରୁ କୋର୍ଟ ଯିବା ବେଳେ ରବିଙ୍କୁ ଅପହରଣ କରିନେବାର ଯୋଜନା ରଚିଥିବା…
୩ ବ୍ରାଉନସୁଗାର ବ୍ୟବସାୟୀ ଜେଲ୍ ଗଲେ: ୫ ଲକ୍ଷର ବ୍ରାଉନସୁଗାର, ୫ ମୋବାଇଲ ଓ କାର ଜବତ
ଭୁବନେଶ୍ୱର,(ବ୍ୟୁରୋ)/ପାତ୍ରପଡ଼ା, ୨୧।୧୧(ଡି.ଏନ୍.ଏ.): ଖଣ୍ଡଗିରି ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢ଼ାଉ କରି ୩ଜଣ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହି ନାରାୟଣ ବସ୍ତିର ଦୟାନିଧି ବରାଡ଼ (୩୭), ଖଣ୍ଡଗିରି ଥାନା ଶିରିପୁରର…
ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ
ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ ଗାଡି ପହଞ୍ଚି ନିଆଁକୁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ଏହାପରେ ୧୩ ମହଲାରୁ ଧୂଆଁ…
ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ
ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ ଟୋକନ ବ୍ୟବସ୍ଥାକୁ ବିରୋଧ କରି ବରଗଡ଼ ଜିଲାରେ ଚାଷୀ ଆନ୍ଦୋଳନ…
୧୧ ଆହାର କେନ୍ଦ୍ରକୁ ଆଇଏସଓ ମାନ୍ୟତା
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଥିବା ୧୧ ଆହାର କେନ୍ଦ୍ରକୁ ଇଣ୍ଡରନ୍ୟାଶନାଲ ଅର୍ଗାନାଇଜେଶନ ଅଫ୍ ଷ୍ଟାଣ୍ଡାର୍ଡାଇଜେଶନ (ଆଇଏସ୍ଓ) ମାନ୍ୟତା ମିଳିଛି। ଏଗୁଡ଼ିକ ହେଲା କ୍ୟାପିଟାଲ ହସ୍ପିଟାଲ ପରିସର, କଳ୍ପନା ଛକ ମ୍ୟୁଜିୟମ୍ ସମ୍ମୁଖ, ମାଷ୍ଟକ୍ୟାଣ୍ଟିନ୍ ବସ୍ ଡିପୋ, ମଞ୍ଚେଶ୍ୱର ଥାନା…
ଭାରତକୁ ପ୍ରଶଂସା କଲେ ଆମେରିକା ଏମ୍ପି
ଓ୍ବାଶିଂଟନ୍,୨୧।୧୧: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ଅନେକ ଦେଶ ଭାରତ ସପକ୍ଷରେ ମତ ଦେଇଛନ୍ତି। ଆମେରିକାର ଏମ୍ପି ପିଟ୍ ଓଲସନ୍ ଭାରତକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଠିବା ପରେ ଜମ୍ମୁ-କଶ୍ମୀରବାସୀ ଅନ୍ୟ ରାଜ୍ୟ ଭଳି…
ଡିସେମ୍ବର ୧ ପୂର୍ବରୁ ସରକାର ଗଢିବ ଶିବସେନା: ସଞ୍ଜୟ
ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ଏବେ ଶିବସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହେବାରେ ଲାଗିଛି। ତେବେ ଏନ୍ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଢିବାକୁ ନେଇ ଆଶବାଦୀ ଥିବା ଶିବସେନା ଆସନ୍ତା ଡିସେମ୍ବର ୧ ପୂର୍ବରୁ ସରକାର…
ସଲମାନଙ୍କ ପିତାଙ୍କୁ ହୃଦୟ ଦେଇବସିଥିଲେ ଏହି ଆଇଟମ୍ ଗର୍ଲ
ବଲିଉଡର ସବୁଠାରୁ ଚର୍ଚ୍ଚିତ ଡ୍ୟାନ୍ସର ଥିଲେ ହେଲେନ। ୨୧ ନଭେମ୍ବର ୧୯୩୮ରେ ମିଆଁମାରରେ ଜନ୍ମିତ ଏହି ଆଙ୍ଗ୍ଲୋ ଇଣ୍ଡିଆନ ଅଭିନେତ୍ରୀ ଆଜି ୮୧ ବର୍ଷରେ ପଦାର୍ପଣ କରିଛନ୍ତି। ବଲିଉଡରେ ସେ ଆଇଟମ ଗର୍ଲ ଭାବେ ପରିଚିତ ଥିଲେ। ରିଲରେ ନିଜ ଡ୍ୟାନ୍ସ…
ଡିସେମ୍ବର ୧୫ରୁ ତୋଷାଳୀ କ୍ରାଫ୍ଟସ୍ ମେଳା: ୪୦୦ ଷ୍ଟଲ୍ରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବ ଚତୁର୍ଦ୍ଦଶ ତୋଷାଳୀ ମେଳା। ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ ରାଜ୍ୟ ବାହାରୁ ୪୦୦ରୁ ଊର୍ଦ୍ଧ୍ୱ କାରିଗର ଓ ବୁଣାକାର ଯୋଗଦେବାକୁ ଥିବାବେଳେ ପ୍ରାୟ ୪୦୦…
ମନ ମୋହିଲା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ
କଟକ ଅଫିସ, ୨୧।୧୧: ବାଲିଯାତ୍ରାର ଅନ୍ତିମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚ ଓ ମହାନଦୀ ମଞ୍ଚରେ ଓଡ଼ିିଶାର ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ନେଇ ବିଭିନ୍ନ ନୃତ୍ୟ ଓ ଗୀତ ପରିବେଷଣ କରାଯାଇଥିଲା। ଲୋକେ ଏହି କାର୍ଯ୍ୟକ୍ରମର ମଜା ଉଠାଇଥିଲେ।…
ସରିଲା ବାଲିଯାତ୍ରା: ପୁଣି ଆସନ୍ତା ବର୍ଷକୁ ଅପେକ୍ଷା
କଟକ ଅଫିସ, ୨୧।୧୧: ୯ ଦିନ ଧରି ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଛି। ଏଥିରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ ୯ ଦିନରେ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବା ପ୍ରାରମ୍ଭିକ ଆକଳନ କରାଯାଇଛି।…
ଚିଟ୍ଫଣ୍ଡ ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ,୨୧।୧୧: ଚିଟ୍ଫଣ୍ଡ ସଂଶୋଧନ ବିଲ୍ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍ର ବ୍ୟବସ୍ଥା ଅନୁଯାୟୀ ଚିଟ୍ଫଣ୍ଡ ଜମାରାଶି ସୀମା ୩ ଗୁଣ ବଢ଼ାଯାଇଛି। ଏହି ଫଣ୍ଡ ପରିଚାଳନା ବାବଦରେ ଜମାକାରୀଙ୍କୁ ୭ ପ୍ରତିଶତ କମିଶନ ଦେବାକୁ ପଡିବ। ବର୍ତ୍ତମାନ ତାହା…
Archives


