Home

ଗଳାକାଟି ବୃଦ୍ଧଙ୍କୁ ହତ୍ୟା

ଦଶପଲ୍ଲା,୨୧।୧୧(ଡି.ଏନ.ଏ.): ନୟାଗଡ ଜିଲା ଦଶପଲ୍ଲା ଏନ୍‌ଏସିର କୃଷ୍ଣଚନ୍ଦ୍ରପୁର ପାଟଣା ଗ୍ରାମରେ ବୁଧବାର ପୂର୍ବାହ୍ନରେ ଗଳାକାଟି ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ହତ୍ୟା କରିବା ପରେ ଘରର କବାଟ ଦେଇ ଫେରାର ହୋଇଯାଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ମାୟାଧର ପୃଷ୍ଟି…

ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ଭାବେ ପୁରସ୍କୃତ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା ଦିବସ ବୁଧବାର ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଡିଆର୍‌ଡିଓ (ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପ୍‌ମେଣ୍ଟ…

ପୃଥ୍ବୀ-୨ର ଦୁଇଥର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡ୍‌ରୁ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କ୍ଷମତା ରଖୁଥିବା ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବୁଧବାର ରାତ୍ରିକାଳୀନ ପରୀକ୍ଷଣ କରାଯାଇଛି। ସନ୍ଧ୍ୟା ୭ଟାରୁ ୭ଟା୧୫ ମିନିଟ୍‌ ମଧ୍ୟରେ ଏହି କ୍ଷେପଣାସ୍ତ୍ରକୁ ଦୁଇଥର ପରୀକ୍ଷା…

ସାହସିକତା ପାଇଁ ସମ୍ବର୍ଦ୍ଧିତ ହେଲେ ଦୁଇ ଗ୍ରାମବାସୀ

ବାଲିଆପାଳ,୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଡଗରା ପଞ୍ଚାୟତ ଅଧୀନ ଡଗରା ବେଳାଭୂମି ଡାକବଙ୍ଗଳାଠାରେ ବୁଧବାର ଆୟୋଜିତ ସଭାରେ ଅଜୟ କରଣ ଏବଂ ବିଜୟ ରାଉତଙ୍କୁ ସାହସିକତା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସମିତି ସଦସ୍ୟ ନିତ୍ୟାନନ୍ଦ ଜେନା, ବାବୁଲି ଜେନା, ସଦାଶିବ…

ହାର୍ଟଆଟାକ୍‌ ଓ ମେଦବହୁଳତାରୁ ଦୂରେଇ ରଖେ ଡ୍ୟାନ୍ସ୍‌ ଥେରାପି…

ଭାରତୀୟ ସଂସ୍କୃତିରେ ନୃତ୍ୟର ବିଶେଷ ସ୍ଥାନ ରହିଛି। ନୃତ୍ୟ କରିବା ଦ୍ୱାରା ବହୁ ସୁଫଳ ମିଳିଥାଏ। ନୃତ୍ୟ ଶରୀରକୁ ଫିଟ୍‌ ରଖିଥାଏ। ଏହାକୁ ଡ୍ୟାନ୍ସ୍‌ ଥେରାପି ମଧ୍ୟ କୁହାଯାଇଥାଏ। ମେଦବହୁଳତା, ହାର୍ଟ ଆଟାକ୍‌ ଆଦି ରୋଗରୁ ଏହା ଦୂରେଇ ରଖେ। ନୃତ୍ୟ…

ଆଣ୍ଠୁଗଣ୍ଠି ସମସ୍ୟା ଦୂର ପାଇଁ କରନ୍ତୁ ଏହି ଯୋଗାସନ

ଯୋଗ ଶିକ୍ଷାରେ ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ପାଇଁ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି ମଧ୍ୟରୁ ହଳାସନ ଅନ୍ୟତମ। ଏହା କାନ୍ଧ ଓ କହୁଣୀ ସମେତ ଅନ୍ୟାନ୍ୟ ଜୋଡ଼ ସ୍ଥାନ…

ଝାଡାବାନ୍ତିରେ ୬ ଛାତ୍ରୀ ଆକ୍ରାନ୍ତ

ନବରଙ୍ଗପୁର,୨୦ା୧୧(ବି.ପ୍ର): ନବରଙ୍ଗପୁର ବ୍ଲକ ବାସିନି ଞ୍ଚାୟତ ଅଧୀନ ବେତାଳ ଗାଁ ଆଶ୍ରମ ବିଦ୍ୟାଳୟର ୬ ଛାତ୍ରୀ ଝାଡାବାନ୍ତିିରେ ଆକ୍ରାନ୍ତ ହୋଇଛନ୍ତି। ୨ ଛାତ୍ରୀ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ରହିଥିବା ବେଳେ ୪ ଛାତ୍ରୀ ସୁସ୍ଥ ହୋଇ ଫେରିଛନ୍ତି। ମଙ୍ଗଳବାର ରାତିରେ ଭାତ,ଡାଲି…

ଟୋକନ ବ୍ୟବସ୍ଥା ବିରୋଧରେ ଚାଷୀ ଏକାଠି

ଜୟପୁର,୨୦ା୧୧(ନି.ପ୍ର.): ଧାନ ବିକିବାକୁ ଅନଲାଇନ ଟୋକନ ବ୍ୟବସ୍ଥାକୁ ବିରୋଧ କରି ଏହାକୁ ଜିଲାସ୍ତରୀୟ କରିବା ପାଇଁ ଦାବି କରିଛନ୍ତି ଜୟପୁରର ଚାଷୀ। ମନୋଜ ପାତ୍ରଙ୍କ ଆହ୍ବାନରେ ଚାଷୀମାନେ ଜୟପୁର ଆରଏମ୍‌ସିରେ ଏଥିପାଇଁ ଏକାଠି ହୋଇଛନ୍ତି। ଜୟପୁର ଉପଖଣ୍ଡର କୁନ୍ଦୁରା, ବୈପାରିଗୁଡ଼ା, ବୋରିଗୁମ୍ମା,…

ପିଙ୍କ୍‌ ବଲ୍‌ ଟେଷ୍ଟ: କିମ୍ବଦନ୍ତୀ କ୍ରିକେଟରଙ୍କ ଭିଡ ଜମିବ

କୋଲକାତା,୨୦।୧୧(ପି.ଟି.): ଐତିହାସିକ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଆରମ୍ଭ ହେବାକୁ ଯାଉଛି ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌। ପିଙ୍କ୍‌ ବଲ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭାରତ ଓ ବାଂଲାଦେଶ ପରସ୍ପରକୁ ଭେଟିବେ। ଉଭୟ ଦେଶ ପାଇଁ ଏହା ପ୍ରଥମ ଦିବାରାତ୍ର ଟେଷ୍ଟ…

ଏସିସି ଇମର୍ଜିଂ ଟିମ୍ସ କପ୍‌: ସେମିରେ ପାକିସ୍ତାନଠାରୁ ହାରିଲା ଭାରତ

ଢାକା, ୨୦।୧୧ (ପି.ଟି.): ଏଠାରେ ଚାଲିଥିବା ଏସିଆନ୍‌ କ୍ରିକେଟ୍‌ କାଉନସିଲ୍‌ (ଏସିସି) ଇମର୍ଜିଂ ଟିମ୍ସ କପ୍‌ ୨୩ ବର୍ଷରୁ କମ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ବୁଧବାର ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଭାରତ ମାତ୍ର ୩ ରନରେ ଚିରପ୍ରତିଦ୍ୱନ୍ଦ୍ୱୀ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ୪ର୍ଥ ଶ୍ରେଣୀ କର୍ମଚାରୀ

ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ଗ୍ରାମର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ୪ର୍ଥ ଶ୍ରେଣୀ କର୍ମଚାରୀ(ଫିଟର) ସତ୍ୟନାରାୟଣ ମଲ୍ଲିକଙ୍କୁ ବୁଧବାର ଭଦ୍ରକ ଭିଜିଲାନ୍ସ ଟିମ୍‌ ଗିରଫ କରି ବାଲେଶ୍ୱର ଜେଲ୍‌କୁ ପଠାଇଛି। ଭଦ୍ରକ ଭିଜିଲାନ୍ସ ଡିଏସ୍‌ପି ସଞ୍ଜୟ କୁମାର…

୧୨ ଦିନ ପରେ ରାସ୍ତାରୁ ହଟିଲା ବରଗଛ

ରୂପ୍‌ସା,୨୦।୧୧(ଡି.ଏନ.ଏ.): ‘ବୁଲ୍‌ବୁଲ୍‌’ ବାତ୍ୟା ଓ ବର୍ଷା ପ୍ରଭାବରେ ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ପଦାବଡ଼ଗାଁ ଗ୍ରାମ ରାସ୍ତାରେ ଏକ ପୁରୁଣା ବରଗଛ ଉପୁଡ଼ି ପଡ଼ିଥିଲା। ଏଥିଲାଗି ଦୀର୍ଘ ୧୨ଦିନ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଗାଁ ଲୋକେ ରାସ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri