ପୁଣି ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ
ପୁରୁଣା ଭୁବନେଶ୍ୱର,୨୩ା୯(ଡି.ଏନ.ଏ.) : ଐତିହ୍ୟ ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ଫଟୋ ଭାଇରାଲ ଘଟଣା ଆଲୋଚନାକୁ ଆସିଛି। ବାରମ୍ବାର ମନ୍ଦିର ଭିତରେ କୌଣସି ସେବାୟତ କିମ୍ବା ପର୍ଯ୍ୟଟକ ଫଟୋ ଉଠାଇବା ବା ସେଲଫି ନେବାକୁ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଥିବା ବେଳେ…
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଟେଣ୍ଟ ହାଉସ ମାଲିକ ସଂଘର ବିରୋଧ : ସରକାରୀ, ରାଜନୈତିକ କାର୍ଯ୍ୟରେ ବାନ୍ଧିବେନି ଟେଣ୍ଟ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଟେଣ୍ଟ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଛି। ଟେଣ୍ଟ ହାଉସ ମାଲିକ, କର୍ମଚାରୀ ଓ ଶ୍ରମିକମାନେ ଜୀବିକା ହରାଇବା ସ୍ଥିତି ଉପୁଜିଛି। ଏହାକୁ ଦୃଢ଼ ବିରୋଧ…
କୋଣାର୍କ ହେବ ନୂଆ ଡେଷ୍ଟିନେଶନ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ପ୍ରଥମେ କଚ୍ଛ୍ରେ ହେଉଥିବା ରାନ୍ ଉତ୍ସବ ଶୈଳୀରେ କୋଣାର୍କରେ ମାସିକିଆ ଉତ୍ସବ, ଆଉ ଏବେ ପର୍ଯ୍ୟଟକଙ୍କ ଲାଗି ଏକ ସ୍ଥାୟୀ ପ୍ରକଳ୍ପ। କୋଣାର୍କକୁ ଓଡ଼ିଶାର ଏକ ପ୍ରମୁଖ ଟୁରିଜମ୍ ଡେଷ୍ଟିନେଶନ ବା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ରାଜ୍ୟ ସରକାର…
ବିରାଟ କୋହଲି ମୋ ଫେଭରାଇଟ୍ କ୍ରିକେଟର୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସାହିତ୍ୟ ଆମକୁ ପ୍ରଶ୍ନ ପଚାରିବାକୁ ବାଟ ଦେଖାଏ। ସାହିତ୍ୟ ଆମକୁ ସ୍ବପ୍ନ ଦେଖାଏ। ସାହିତ୍ୟ ଆମକୁ ପରିବର୍ତ୍ତନର ଆହ୍ବାନ ଦିଏ। ଅତୀତରୁ ବର୍ତ୍ତମାନ ପର୍ଯ୍ୟନ୍ତ, ସାମାଜିକ ପରିବର୍ତ୍ତନ ପ୍ରକ୍ରିୟାରେ ସାହିତ୍ୟ ଏକ ମୁଖ୍ୟ ଅସ୍ତ୍ର ଓ ଆହ୍ବାନ। ସମଗ୍ର…
ପାଣି ପମ୍ପ୍ ଚୋରି ସନ୍ଦେହ: ଦଳିତ ଯୁବକଙ୍କୁ ପିଟି ହତ୍ୟା
ଜୟପୁର,୨୩ା୯(ପି.ଟି.): ରାଜସ୍ଥାନର ଝଲଓ୍ବରରେ ଶନିବାର ପାଣି ପମ୍ପ୍ ଚୋରି ସନ୍ଦେହରେ ଜଣେ ଦଳିତ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ଘାଟୋଲି ଅଞ୍ଚଳର ପୁରିଲାଲ ତନ୍ଓ୍ବରଙ୍କ ଚାଷଜମିରୁ ଶୁକ୍ରବାର ଏକ ପାଣି ପମ୍ପ୍ ଚୋରି ହୋଇଯାଇଥିଲା। ମଓ୍ବୋଖେଡ଼ା ଗ୍ରାମର ୪୦ ବର୍ଷୀୟ…
ପାଣିଘେରରେ କେନ୍ଦୁଘାଟି
କେନ୍ଦୁଝର, ୨୩ା୯ (ସ୍ବ.ପ୍ର.)-ସରକାର ସମସ୍ତ ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେଉଛନ୍ତି। ଏପରିକି ବିଜୁ ସେତୁ ଯୋଜନାରେ ନଦୀନାଳରେ ପୋଲ ନିର୍ମାଣ କରି ପଞ୍ଚାୟତ ସହିତ ସବୁ ଗ୍ରାମକୁ ସଂଯୋଗ କରିବା ସହ ସବୁଦିନିଆ ରାସ୍ତା ନିର୍ମାଣ ବିଭିନ୍ନ…
ହ୍ୟୁଷ୍ଟନକୁ ଚାବି ଉପହାର ଦେଲେ
ହ୍ୟୁଷ୍ଟନ,୨୩ା୯ (ପି.ଟି./ଆଇଏଏନ୍ଏସ୍): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନ ସହରକୁ ଏକ ବଡ଼ ଚାବି ଉପହାର ଦେଇଛନ୍ତି। ସେ ଏନ୍ଆର୍ଜି ଷ୍ଟାଡିୟମ୍ ମଞ୍ଚରେ ପହଞ୍ଚତ୍ବା ପରେ ସେଠାରେ ଉପସ୍ଥିତ ହ୍ୟୁଷ୍ଟନ ମେୟର ସିଲଭେଷ୍ଟର ଟର୍ନରଙ୍କୁ ଉପହାର ସ୍ବରୂପ ଏକ ଚାବି ପ୍ରଦାନ କରିଥିଲେ।…
ଦରମା, ପ୍ରାପ୍ୟ ନେବେ ନାହିଁ ଉପଦେଷ୍ଟା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ରାଜ୍ୟ ସରକାର ନିକଟରେ ବିଭିନ୍ନ ବିଭାଗ ଏବଂ ସଂସ୍ଥା ପାଇଁ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ଏହି ଉପଦେଷ୍ଟାମାନେ ରାଜ୍ୟ ସରକାରଙ୍କ ତହବିଲରୁ କୌଣସି ଦରମା ଅଥବା ସମ୍ମାନଜନକ ପ୍ରାପ୍ୟ ଗ୍ରହଣ କରିବେ ନାହିଁ। ଏ ସମ୍ପର୍କରେ ସମସ୍ତ ଉପଦେଷ୍ଟା…
୨୪ରୁ ପ୍ରବଳ ବର୍ଷା : ୪ଦିନ ପର୍ଯ୍ୟନ୍ତ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ୨୪ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ଗଞ୍ଜାମ, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଆଦି ୯ଜିଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ…
ଆସିଲାନି ଆମ୍ବୁଲାନ୍ସ; ସାଇକେଲ୍ରେ ବୁହାହେଲେ ରୋଗୀ
ଯୋଡ଼ା, ୨୩।୯ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଯୋଡା ଯୋଡା ବ୍ଲକ ଲହଣ୍ଡା ଅଞ୍ଚଳର ଜଣେ ରୋଗୀଙ୍କୁ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସ ନଆସିବାରୁ ପରିବାର ଲୋକେ ରବିବାର ଅପରାହ୍ନ ୨ଟା ବେଳେ ସାଇକେଲ୍ରେ ବୋହି ଡାକ୍ତରଖାନା ନେଉଥିବା ଦେଖିବାକୁ ମିଳିଛି ା ଖବର…
ମୋଦି ବିଦେଶରେ ସମ୍ମାନ ପାଇବା ଯୋଗ୍ୟ: ଥରୁର
ପୁଣେ,୨୩ା୯(ପି.ଟି.): ମୋଦି ନେତୃତ୍ୱାଧୀନ ସରକାରଙ୍କ ଘୋର ବିରୋଧୀ ଭାବେ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ବିଦେଶରେ ଭାରତର ପ୍ରତିନିଧିତ୍ୱ କରୁଥିବାବେଳେ ସେ ସମ୍ମାନ ପାଇବା ଯୋଗ୍ୟ। କିନ୍ତୁ ସେ…
ନିଖୋଜ ଶିଶୁ ଉଦ୍ଧାର: ୩ ଅଟକ; ୩୦ ହଜାରରେ ହୋଇଥିଲା ବିକ୍ରି
ବ୍ରହ୍ମପୁର,୨୩ା୯-ବ୍ରହ୍ମପୁର ସହରରେ ଜଣେ ଶିଶୁକୁୁ ଅପହରଣ ପରେ ୩୦ ହଜାର ଟଙ୍କାରେ ବିକ୍ରି ହୋଇଥିବା ଚାଞ୍ଚଲ୍ୟକର ଘଟଣା ଦୃଷ୍ଟିକୁ ଆସିଛି। ଗୋଷାଇଁନୂଆଗଁା ପୋଲିସ ପାଟପରୁ ଅଞ୍ଚଳରୁ ଅପହରଣ ହୋଇଥିବା ୨ ବର୍ଷର ଶିଶୁଟିକୁ ଉଦ୍ଧାର କରିଛି। ଏଥିସହ ୨ ଅପହରଣକାରୀ ଓ…
Archives


