ମହାରାଷ୍ଟ୍ର ରାଜନୀତି: ଶିବସେନା ସୂତ୍ରରୁ ପ୍ରକାଶ,ପାଓ୍ବାରଙ୍କୁ ‘ରାଷ୍ଟ୍ରପତି’ ଲୋଭ
ମୁମ୍ବାଇ,୨୦-୧୧:ରାଷ୍ଟ୍ରପତି ଶାସନ ଜାରି ହୋଇଥିତ୍ବା ମହାରାଷ୍ଟ୍ରରେ ଭାଜପା ଯଦି ୫୦:୫୦ ସୂତ୍ରକୁ ଗ୍ରହଣ କରିବ ତେବେ ଶିବସେନା ପୁନର୍ବାର ମେଣ୍ଟକୁ ଫେରିବ। ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଡ଼ିବସିବା ପରେ ଭାଜପା ସହ ୩ ଦଶନ୍ଧିର ସମ୍ପର୍କ ଛିନ୍ନ କରିଥିବା ଶିବସେନା ପକ୍ଷରୁ…
ଖରିଫ ଧାନ ସଂଗ୍ରହ ୨୦୧୯-୨୦:ଆଗୁଆ ହେବ ଟୋକନ୍ ବ୍ୟବସ୍ଥା
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ(୨୦୧୮-୧୯)ରେ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକନ୍ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଧାନ ସଂଗ୍ରହ କାର୍ଯ୍ୟକୁ ସ୍ବଚ୍ଛତା, ଶୃଙ୍ଖଳା ଓ ପାରଦର୍ଶିତା ସହ ସମ୍ପାଦନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ସମ୍ପୃକ୍ତ ଜିଲା ପ୍ରଶାସନ…
ଧାନ କିଣାରେ ମଧ୍ୟସ୍ଥ ଉଚ୍ଛେଦ
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ପଶ୍ଚିମ ଓଡ଼ିଶାର ୭ଟି ଜିଲାର ୮୫୧ ପ୍ୟାଡି ପ୍ରୋକ୍ୟୁରମେଣ୍ଟ ସେଣ୍ଟର(ପିପିସି) ମଧ୍ୟରୁ ୩୪୭ଟି କେନ୍ଦ୍ରରୁ ଧାନ କ୍ରୟ ପାଇଁ ଟୋକନ୍ ଦିଆଯାଇସାରିଛି। ଏହିପରି ଭାବେ ଚଳିତ ମାସ ୧୯(ମଙ୍ଗଳବାର) ସୁଦ୍ଧା ଚାଷୀଙ୍କୁ ୨୬,୫୪୩ ଟୋକନ୍ ଦିଆଯାଇସାରିଛି। ୧୫,୫୪,୦୧୭ କୁଇଣ୍ଟାଲ ଧାନ କ୍ରୟ…
ହତ୍ୟାର ତୃତୀୟ କାରଣ ପ୍ରେମ
ନୂଆଦିଲ୍ଲୀ,୨୦-୧୧:ଭାରତରେ ହତ୍ୟାର ତୃତୀୟ ବଡ଼ କାରଣ ହେଉଛି ପ୍ରେମ ବ୍ୟାପାର। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ତଥ୍ୟାନୁସାରେ ୨୦୦୧ରୁ ୨୦୦୭ ମଧ୍ୟରେ ପ୍ରେମକୁ ନେଇ ହତ୍ୟାକାଣ୍ଡ ସବୁଠୁ ବେଶି ବୃଦ୍ଧି ପାଇଛି। ବିଶ୍ୱର ଅଧିକାଂଶ ଦେଶ ଭଳି ଭାରତରେ ମଧ୍ୟ ହତ୍ୟାର…
ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ
ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ ଓ ଦୟା ନଦୀ, ରାଉରକେଲାରୁ ବିରିତୋଲ ଯାଇଥିବା ବ୍ରାହ୍ମଣୀ ନଦୀ, ଗୁରାଡିହ ନଳା,…
ମୌସୁମୀ ନେଇଛି ୨,୩୯୧ ଜୀବନ
ନୂଆଦିଲ୍ଲୀ,୧୯ା୧୧(ପି.ଟି.):ଚଳିତବର୍ଷ ମୌସୁମୀ ଋତୁରେ ବର୍ଷା, ବନ୍ୟା ଓ ତଜ୍ଜନିତ କାରଣରୁ ୨,୩୯୧ ଜଣଙ୍କ ଜୀବନ ଯାଇଥିବାବେଳେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଯାଇଛି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଙ୍ଗଳବାର ଲୋକ ସଭାରେ ଏହି ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର…
ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ରରେ ବିଦେଶୀ ପର୍ଯ୍ୟଟକ: ପରିଚାଳନା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କଲେ
ଗଣିଆ,୨୦ା୧୧(ଡି.ଏନ.ଏ.): ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଉଦ୍ୟମକ୍ରମେ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅଭୟାରଣ୍ୟର ସାଉଥ୍ ବଡମୂଳ ମଙ୍ଗାନାସୀଠାରେ ୨୦୧୫ ମସିହାଠାରୁ ଖୋଲାଯାଇଛି ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ର। ରବିବାର ଏକ ୪ଜଣିଆ ବିଦେଶୀ ପର୍ଯ୍ୟଟକ ଟିମ୍ ଏଠାରେ ପହଞ୍ଚତ୍ ପରିଚାଳନା ସମ୍ବନ୍ଧୀୟ…
ଚାକିରି କରାଇଦେବା କହି ୪୮ ଲକ୍ଷ ଠକେଇ ନକଲି ଭିସା:ଫ୍ଲାଇଟ୍ ଟିକେଟ ଦେଇ ଫସିଲେ ୩ କର୍ମଚାରୀ
ରଣପୁର,୨୦ା୧୧(ସ୍ବ.ପ୍ର.): ମାଲେସିଆରେ ଚାକିରି କରାଇଦେବା ବାହାନାରେ ନୟାଗଡ଼ ଜିଲା ରଣପୁର ବ୍ଲକ, ଖୋର୍ଦ୍ଧା ଜିଲା ବାଣପୁର, ବାଲୁଗଁା ଅଞ୍ଚଳର ପ୍ରାୟ ୬୦ ଜଣ ଯୁବକ ୪୮ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ନକଲି ଭିସା ଓ ଫ୍ଲାଇଟ୍ ଟିକେଟ ଦେଇ…
ହାଡ଼ ମଜଭୁତ କରେ ଛତୁ
ମଶରୁମ୍ ବା ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ମଶରୁମ୍କୁ ଔଷଧ ଭାବରେ ବ୍ୟବହାର କରାଯାଏ। ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର ମଶରୁମ୍କୁ…
ହାର୍ଟଆଟାକ୍ର ପୂର୍ବ ସୂଚନା…
ଅନେକ ରୋଗୀଙ୍କ କ୍ଷେତ୍ରରେ ହାର୍ଟ ଫେଲ୍ୟୁର୍ ବା ହାର୍ଟ ଆଟାକ୍ ସମସ୍ୟା ଦୃଷ୍ଟି ଗୋଚର ହୋଇଥାଏ। ଏହାର ଅର୍ଥ ହେଉଛି ସମ୍ପୃକ୍ତ ରୋଗୀଙ୍କର ହାର୍ଟ ସାଧାରଣ ଭାବରେ କାର୍ଯ୍ୟ ସମ୍ପାଦନ କରିବାରେ ଅକ୍ଷମ। ହାର୍ଟ ସାଧାରଣ ଭାବରେ ରକ୍ତ ପମ୍ପି ପ୍ରକିୟାକୁ…
ମହିଳାଙ୍କ ପାଇଁ ମହୌଷଧି କସୁରୀ ମେଥି
ମହିଳାଙ୍କ ନିକଟରେ ରକ୍ତହୀନତା ବା ଏନିମିଆ ଓ ଗର୍ଭଧାରଣ ସମୟରେ ହରମୋନରେ ଅସନ୍ତୁଳନ ଭଳି ଅନେକ ସମସ୍ୟା ଦେଖାଦେଇଥାଏ। ହେଲେ କସୁରୀ ମେଥି ମହିଳାଙ୍କ ଶରୀରରେ ଦେଖାଯାଉଥିବା ଛୋଟମୋଟ ସମସ୍ୟାକୁ କିପରି ଠିକ୍ କରିପାରିବ ସେ ସମ୍ପର୍କରେ ଜାଣି ରଖିବା। -ସନ୍ତାନ…
ମହାପ୍ରଭୁଙ୍କ ପାଇଁ ଆସିଲା ପୋଢୁଆଁ ଭାର
ପୁରୀ ଅଫିସ, ୧୯ା୧୧: ବୁଧବାର ପ୍ରଥମାଷ୍ଟମୀ। ପୋଢୁଆଁ ହେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଅନ୍ୟପକ୍ଷେ ମଙ୍ଗଳବାର ସନ୍ଧ୍ୟାରେ ନିଆଳି ମାଧବ ମନ୍ଦିରରୁ ଆସିଛି ପୋଢୁଆଁ ଭାର। ତେବେ ଏହାକୁ ନେଇ ଏବେ ଦ୍ୱିମତ ପ୍ରକାଶ…
Archives


