Home

ଭଡ଼ାଘରୁ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ଙ୍କ ମୃତଦେହ ଜବତ, ପାଟିରୁ ବାହାରିଛି ରକ୍ତ, ୨ ରୁମ୍‌ମେଟ୍‌ ଅଟକ

ରାଉରକେଲା,୨୧ା୨(ସଙ୍ଗୀତା ଜେନା): ଶନିବାର ରାଉରକେଲାର ସିଭିଲ ଟାଉନ୍‌ଶିପ୍‌ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମେଡିକାଲ ରିପ୍ରେଜେଣ୍ଟେଟିଭ୍‌ ଭାଗିରଥୀ ସାହୁଙ୍କ ମୃତଦେହ ଜବତ କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି କରିଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ମୃତକଙ୍କୁ ସନ୍ଦେହଜନକ ଅବସ୍ଥାରେ ଘର…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦଙ୍କୁ ବିବାହ କରିଥିଲେ। ଏବେ ତାଙ୍କ ନାମ ପାକିସ୍ତାନୀ ଅଭିନେତ୍ରୀ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି ଯେ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଏବାର ସଦସ୍ୟମାନେ ଲାଲକିଲ୍ଲା ନିକଟରେ ଏକ ବିସ୍ଫୋରକ ଡିଭାଇସ…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା ନିକଟରେ ବିସ୍ଫୋରଣ ଯୋଜନା କରୁଛନ୍ତି। ଚାନ୍ଦନୀ ଚୌକରେ ଥିବା ଏକ ପ୍ରମୁଖ ମନ୍ଦିର…

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି। ଏଥିରେ ୨ ଜଣ ଆହତ ହୋଇଛନ୍ତି। ସଂପୃକ୍ତ ଅଞ୍ଚଳବାସୀ ଆହତ ଦ୍ବୟଙ୍କୁ ଉଦ୍ଧାର…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର ଦେହୁରୀ ବୋଲି ଜଣାପଡ଼ିଛି। ରାସ୍ତାକଡ଼ ଚାଷଜମି ଭିତରେ ଶଙ୍କରଙ୍କ ମୃତଦେହ ପଡ଼ିଥିବାବେଳେ ଉପରେ…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲା ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓ ଯୋଗଦେଇଥିଲେ । ଡାହାଣୀ…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ ଘର ନୂଆପଡ଼ାରେ ହୋଇଥିବାବେଳେ ସେ କିସ୍‌ରେ ଯୁକ୍ତ ୨ କଳାରେ ପାଠ ପଢୁଥିଲେ।…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ସୁଚନା…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି । ଲୋକେ ରାସ୍ତାରେ ଅଟକି ରହିଥିବା ଦେଖାଯାଇଛି । ଘଟଣା ସ୍ଥଳରେ ଜୟପୁର…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ ଓରଫ ଉତ୍କଳ କେଶରୀ ପଶାୟତ (୩୦), ନାଣ୍ଡୁ ଓରଫ ଅଭିଜିତ ମହାନ୍ତି (୨୫),…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ ଭୁଲ ବୋଲି କହୁଛନ୍ତି । ହାଇକୋର୍ଟ ତାଙ୍କ ରାୟରେ କହିଛନ୍ତି ଯେ ସ୍ୱାମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri