ଦାରିଙ୍ଗବାଡ଼ିରେ ତୁହାକୁ ତୁହା ବର୍ଷା: ବଜାରଘାଟ ଜନଶୂନ୍ୟ
ଦାରିଙ୍ଗବାଡ଼ି, ୨୮।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। କୋହଲା ପବନ ସାଙ୍ଗକୁ ଲଗାତାର ବର୍ଷା ଯୋଗୁ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିଛି। ଏହାର ପ୍ରଭାବରେ ଜନଜୀବନ…
ଖୋର୍ଦ୍ଧାରେ ୪୦.୬୪ ମିଲିମିଟର ବର୍ଷା ରେକର୍ଡ
ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଅକ୍ଟୋବର ୨୭ରୁ ୨୮ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷା ରେକର୍ଡ କରାଯାଇଛି। ଜିଲାର ୧୪ଟି ବର୍ଷା ମାପ କେନ୍ଦ୍ରରେ ହାରାହାରି ୪୦.୬୪ ମିଲିମିଟର ବର୍ଷା ହୋଇଥିବା ତଥ୍ୟରୁ ଜଣାପଡ଼ିଛି। ରିପୋର୍ଟ…
WPL 2027 ନିଲାମରେ ସବୁଠାରୁ ମହଙ୍ଗା ହୋଇପାରନ୍ତି ଏହି ୩ ଖେଳାଳି; ଭାଙ୍ଗିବ ସମସ୍ତ ରେକର୍ଡ
ନୂଆଦିଲ୍ଲୀ,୨୮।୧୦: ମହିଳା ପ୍ରିମିୟର ଲିଗ (WPL 2027) ନିଲାମ ଆଜି, ଅକ୍ଟୋବର ୨୮ରେ କୋଚି ଠାରେ ଅନୁଷ୍ଠିତ ହେଉଛି। ଏହି ନିଲାମ ପାଇଁ ମୋଟ ୧୪୬ ଜଣ ଖେଳାଳିଙ୍କୁ ଚୟନ କରାଯାଇଛି, ଯେଉଁଥିରେ ୧୧୯ ଜଣ ଭାରତୀୟ ଏବଂ ୨୭ ଜଣ…
ନୀଳିଗିରି ପେଟ୍ରୋଲ ପମ୍ପରେ ବଡଧରଣର ବିସ୍ଫୋରଣ; ଜଣେ ମୃତ, ଘଟଣାସ୍ଥଳରେ ପ୍ରବଳ ଉତ୍ତେଜେନା
ନୀଳଗିରି,୨୮।୧୦(ପ୍ରଶାନ୍ତ କୁମାର ବିଶ୍ବାଳ): ୧୯ ନଂ ରାଜ୍ୟ ରାଜପଥ ନୀଳଗିରି ଏନ.ଏ.ସି ଅଧିନ ବାଲିଗୋହିରି ସ୍ଥିତ ପେଟ୍ରୋଲ ପମ୍ପରେ ବଡଧରଣର ବିସ୍ଫୋରଣ ହୋଇଛି । ଏହି ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଗତ କିଛିଦିନ ହେବ ପେଟ୍ରୋଲ ପମ୍ପର…
ମାତ୍ର ୩୬ ବଲ୍ରେ ଭାଙ୍ଗିଲା ୩ ବଡ଼ ରେକର୍ଡ: ଅଭିଷେକ-ବୈଭବଙ୍କ ଝଡ଼ରେ…
ୱେଲିଂଟନ,୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଯୁବ ବ୍ୟାଟର୍ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ କ୍ରିକେଟ ଜଗତକୁ ଚକିତ କରିଦେଇଛି। ନ୍ୟୁଜିଲାଣ୍ଡ ୧୯୮ ରନ କରିଥିବାରୁ ଭାରତ ପାଇଁ ରନ ଚେଜ କଷ୍ଟକର ହେବ…
ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମରେ ପ୍ରବଳ ବର୍ଷା, ଉଜୁଡିଲା ପରିବା ଚାଷ
ଗଞ୍ଜାମ,୨୮।୧୦(ବିଦ୍ୟାଧର ସାହୁ ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ଗତ ଦୁଇଦିନ ହେବ ଏହି ଲଗାଣ ବର୍ଷା ସାଙ୍ଗକୁ ଅତ୍ୟଧିକ ପବନ ଯୋଗୁଁ ଲୋକେ ଘରୁ ବାହାରକୁ ବାହାରି ପାରୁନାହାନ୍ତି ।…
ଏଚ୍ଆଇଭି ବିରୋଧରେ ବୈଜ୍ଞାନିକଙ୍କ ବଡ଼ ସଫଳତା! ମାଙ୍କଡ଼ ଉପରେ ଚମକପ୍ରଦ ପରୀକ୍ଷା
ଓ୍ବାଂଶିଟନ୍, ୨୮।୧୦: ଏଡ୍ସ (ଏଚ୍ଆଇଭି) ସୃଷ୍ଟିକାରୀ ଭୂତାଣୁ ଶରୀରରେ ଲୁଚି ରହିବାର କ୍ଷମତା ରଖିଥାଏ। ଔଷଧ ଖାଇବା ବନ୍ଦ କରିଦେଲେ ଏହି ଲୁକ୍କାୟିତ ଭୂତାଣୁ ପୁନର୍ବାର ସକ୍ରିୟ ହୋଇଉଠେ। ତେବେ ଏହି ସମସ୍ୟାର ସମାଧାନ ପାଇଁ ଗବେଷକମାନେ ଏକ ନୂତନ ପରୀକ୍ଷା…
ନିୟମରେ ବଡ଼ ପରିବର୍ତ୍ତନ! ମାତ୍ର ୧୫୦୦ ଟଙ୍କାରେ ମିଳିବ ବାର୍ଷିକ FASTag ପାସ୍, ଜାଣଣନ୍ତୁ କିପରି
ନୂଆଦିଲ୍ଲୀ,୨୮।୧୦(ପି.ଟି.): ଜାତୀୟ ରାଜପଥ (ଏନ୍ଏଚ୍) ଟୋଲ୍ ପ୍ଲାଜାର ୨୦ କିଲୋମିଟର ପରିସର ମଧ୍ୟରେ ବସବାସ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଆସନ୍ତା ନଭେମ୍ବର ୧ରୁ ନୂଆ ବାର୍ଷିକ ରିହାତି ଫାସ୍ଟାଗ୍ ପାସ୍ ବ୍ୟବସ୍ଥା ଲାଗୁ ହେବାକୁ ଯାଉଛି। କେନ୍ଦ୍ର ସଡ଼କ ପରିବହନ ଓ…
ଅଭିଷେକଙ୍କ ‘ଝଡ଼’ ଦେଖି କଡ଼ା ବାର୍ତ୍ତା ଦେଲେ ଗୌତମ ଗମ୍ଭୀର: ମାତ୍ର ୨ଟି ଶବ୍ଦରେ କହିଲେ…
ନୂଆଦିଲ୍ଲୀ,୨୯।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତ ୬ ଉଇକେଟ୍ର ଦମଦାର ବିଜୟ ହାସଲ କରିଛି। ଏହି ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ରେ ଭାରତ ୩-୦ରେ ଅଗ୍ରଣୀ ହାସଲ କରିଛି। ଐତିହାସିକ ବିଜୟ ପରେ ଭାରତୀୟ ଦଳର…
ବାତ୍ୟା ଅର୍ଣ୍ଣବ: ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ବଡ଼ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପବନ…
ଭୁବନେଶ୍ଵର: ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଛି । କିଛି ସମୟ ମଧ୍ୟରେ ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ । ଏହାପରେ ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ଧିରେ ଧିରେ ଉତ୍ତର-ପଶ୍ଚିମ ଦିଗକୁ ଗତି…
୧୯ ବଲ୍ରେ ୪୫ ରନ୍ ସତ୍ତ୍ୱେ ବୈଭବଙ୍କୁ ମିଳିବନି ସୁଯୋଗ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଦମ୍ଦାର ପ୍ରଦର୍ଶନ କରିଛି । ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ୧୯୯ ରନ୍ର ବିଜୟ ଲକ୍ଷ୍ୟକୁ ସହଜରେ ହାସଲ କରିନେଇଛି । ଏହି…
ବାଇଗଣର ଅଭାବୀ ବିକ୍ରି, ଚିନ୍ତାରେ ଚାଷୀ: କିଲୋ ପ୍ରତି ବିକ୍ରି ହେଉଛି…
ବରଗଡ଼,୨୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷ, ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଏଠାରେ କେବଳ ଧାନ ନୁହେଁ, ଅଣଧାନ ଫସଲରେ ମଧ୍ୟ ଚାଷୀମାନଙ୍କୁ ଅଭାବୀ ବିକ୍ରିର ସମ୍ମୁଖୀନ ହେବାକୁ ପଡୁଛି। ବର୍ତ୍ତମାନ ଜିଲାରେ ବାଇଗଣ ଚାଷ କରିଥିବା ଚାଷୀମାନେ ଏଭଳି ସମସ୍ୟାର ସମ୍ମୁଖୀନ…

