Home

ମୋ ସଫଳତାର ରାଜ୍‌ ହେଉଛି ବିରିୟାନୀ: ସାମି

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ଏକ ଇନିଂସ ଓ ୧୩୦ ରନ୍‌ରେ ବିଜୟ ହାସଲ କରିଛି। ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଦ୍ରୁତ ବୋଲର୍‌ ମହମ୍ମଦ ସାମି। ଏହି ଟେଷ୍ଟରେ ସାମି ପ୍ରଥମ ଓ ଦ୍ୱିତୀୟ ଇନିଂସରେ…

୧୦୨ ଅଭିଯୋଗ ଶୁଣିଲେ ଜିଲାପାଳ

କାମାକ୍ଷାନଗର,୧୮।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ୧୦୨ଟି ଅଭିଯୋଗ ଶୁଣିଥିଲେ। ଏଥିରେ ସରକାରଙ୍କ ଗୃହ ନିର୍ମାଣ ଯୋଜନା ଭତ୍ତା, ଜମିବାଡି, ଶିକ୍ଷା, ପାନୀୟ…

ଚିତ୍ରାଙ୍କନ ପ୍ରତିଯୋଗିତାରେ ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଇକୋ ଫ୍ରେଣ୍ଡଲି ପେନସିଲରେ ଆଙ୍କିଲେ ଚିତ୍ର

ବାଲେଶ୍ୱର ଅଫିସ, ୧୮।୧୧-ବାଲେଶ୍ୱର ଷ୍ଟେଶନ କ୍ଲବ ପକ୍ଷରୁ ଜିଲାର ବିଭିନ୍ନ ବିଦ୍ୟାଳୟରୁ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ରବିବାର ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଥିଲା। ଏଥିରେ ୨ଶହରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସେମାନଙ୍କୁ ଅନୁଷ୍ଠାନ ପକ୍ଷରୁ ଇକୋ ଫ୍ରେଣ୍ଡଲି…

କୋମ୍ବିଂ ଅପରେଶନ ବେଳେ ମହୁମାଛି ଆକ୍ରମଣରେ ୫ ଯବାନ ଆହତ

ଝରିଗାଁ,୧୮।୧୧(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଏସ୍‌ଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିବା ବେଳେ ମହୁମାଛି ଆକ୍ରମଣରେ ୫ ଜଣ ଏସ୍‌ଓଜି ଯବାନ ଆହତ ହୋଇଛନ୍ତି। ସେମାନେ ହେଲେ ସୁମନ୍ତ ଶ୍ରେଷ୍ଠା, ଗଜାନନ ଶବର, ରମେଶ ଗୌଡ, କାଳିଆ ମୋହଲା ଏବଂ…

ଘରେ ପଶି ଟଙ୍କା ଚୋରି: ଧରାପଡିଲେ ନାବାଳକ

ଯୋଡ଼ା, ୧୮।୧୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କୁଟୁଗାଁ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଟଙ୍କା ଚୋରି କରିଥିବା ଅଭିଯୋଗରେ ଜଣେ ନାବାଳକ ପୋଲିସ ହାତରେ ଧରାପଡିଛନ୍ତି। ସୂଚନାନୁଯାୟୀ, ଗତ ୧୬ ତାରିଖ ଶନିବାର ଅପରାହ୍ନରେ ଉକ୍ତ ଗ୍ରାମର…

ବଡ଼ବିଲ ବାଇପାସ୍‌ ରିଂରୋଡ୍‌ ଦାବି : ତହସିଲ କାର୍ଯ୍ୟାଳୟ ପହଞ୍ଚିଲା ସିଭିଲ ସୋସାଇଟି

ବଡ଼ବିଲ,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସହରକୁ ଟ୍ରାଫିକ ସମସ୍ୟାମୁକ୍ତ କରିବାକୁ ଏକ ବାଇପାସ୍‌ ରିଂରୋଡ଼ ନିର୍ମାଣ ଦାବି ଅଞ୍ଚଳରେ ଜୋର୍‌ ଧରିଛି। ଏ ନେଇ ପୂର୍ବରୁ ବଡ଼ବିଲ ସିଭିଲ ସୋସାଇଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟକାର୍ଡ ପ୍ରେରଣ କରିବା ସହ ରାଜ୍ୟ ସରକାରଙ୍କ…

‘ମୋ ପୁଅ ଆଜି ଯାହା ବି ସଫଳତା ପାଇଛି, ତାହା କେବଳ ଧୋନୀଙ୍କ ପାଇଁ’

ଭାରତୀୟ ପେସ୍‌ ବୋଲର୍‌ ଦୀପକ ଚହର ବାଂଲାଦେଶ ବିପକ୍ଷରେ ମ୍ୟାଜିକ ସ୍ପେଲ ଏବଂ ହ୍ୟାଟ୍ରିକ ସଫଳତା ପରେ ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ପୁଅର ଏଭଳି ସଫଳତା ପରେ ତାଙ୍କ ପିତା ମଧ୍ୟ ନିଜକୁ ଭାଗ୍ୟବାନ ମନେ କରିଛନ୍ତି। ଦୀପକ ନିଜ…

ନେହା-ଅଙ୍ଗଦ ପାଳିଲେ ଝିଅର ପ୍ରଥମ ଜନ୍ମଦିନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ନେହା ଧୂପିଆ ଓ ସ୍ବାମୀ ତଥା ଅଭିନେତା ଅଙ୍ଗଦ ବେଦୀ ତାଙ୍କ ଲଳନାଙ୍କ ପ୍ରଥମ ଜନ୍ମବାର୍ଷିକୀ ସୋମବାର ପାଳନ କରିଛନ୍ତି। ଏହି ଅବସରରେ ଦୁହେଁ ଝିଅ ମେହର ସହ ଏକ କ୍ୟୁଟ ଫଟୋ ଶେୟାର କରିଛନ୍ତି। ଏଥିସହ…

ବର୍ଷରେ ଥରେ ଖୋଲେ ଏହି ମନ୍ଦିର, ଜାଣନ୍ତୁ କାହିଁକି

ଦେଶରେ ଅନେକ ନାଗ ମନ୍ଦିର ରହିଛି, ଯେଉଁଠାରେ ତାଙ୍କର ପୂଜା କରାଯାଏ। କିନ୍ତୁ ଉଜ୍ଜୟିନୀରେ ଥିବା ଏକ ମନ୍ଦିର ସବୁଠାରୁ ଭିନ୍ନ। କାରଣ ଏହି ମନ୍ଦିରର ଦ୍ୱାର ବର୍ଷରେ ଥରେ ମାତ୍ର ଖୋଲିଥାଏ। ଉଜ୍ଜୟିନୀର ନାଗଚନ୍ଦ୍ରେଶ୍ୱର ମନ୍ଦିର ନାଗଦେବତାଙ୍କୁ ସମର୍ପିତ। ଏହି…

ଉଗ୍ର ରୂପ ନେଉଛି ଜେଏନ୍‌ୟୁୁ ଛାତ୍ରଙ୍କ ଆନ୍ଦୋଳନ: ଦିଲ୍ଲୀର ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଛାତ୍ରୀଛାତ୍ରମାନେ ବର୍ଦ୍ଧିତ ଫି’ ବିରୋଧରେ କରୁଥିବା ଆନ୍ଦୋଳନ ଧୀରେ ଧୀରେ ଉଗ୍ର ରୂପ ଧାରଣ କରୁଛି। ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପ୍ରଦର୍ଶନ ଯୋଗୁ କେନ୍ଦ୍ର ସଚିବାଳୟ, ଉଦ୍ୟୋଗ ଭବନ ଓ ପଟେଲ ଛକ ମେଟ୍ରୋ ଷ୍ଟେଶନକୁ ଅସ୍ଥାୟୀ…

ରାଜ୍ୟସଭାରେ ବଦଳିଲା ମାର୍ଶଲଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ରାଜ୍ୟସଭାର ୨୫୦ତମ ଅଧିବେଶନ। ଏହି ଅବସରରେ ରାଜ୍ୟସଭାରେ କିଛି ପରିବର୍ତ୍ତନ କରାଯାଇଛି। ଏଠାରେ ମାର୍ଶଲ ପିନ୍ଧୁଥିବା ଡ୍ରେସ୍‌କୋଡ୍‌କୁ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପୂର୍ବରୁ ସଂସଦରେ ମାର୍ଶଲଙ୍କ ଧଳା ରଙ୍ଗର…

ଦେଶ ପାଇଁ ଶହୀଦ ହେଲେ ପୁଅ, ଏବେ ମା’ ୩୫୦ ପିଲାଙ୍କୁ ସେନାରେ ଭର୍ତ୍ତି ପାଇଁ କରୁଛନ୍ତି ପ୍ରସ୍ତୁତି

ଗାଜିଆବାଦ୍‌,୧୮।୧୧: ସାଧାରଣତଃ ଦେଶ ପାଇଁ ପୁଅ ଶହୀଦ୍‌ ହେବା ପରେ ମା’ବାପାମାନେ ଭାଙ୍ଗିପଡନ୍ତି। କିନ୍ତୁ ସବିତା ତିଓ୍ବାରୀଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ପୁଅ ଦେଶ ପାଇଁ ଶହୀଦ ହେବା ପରେ ସେ ୩୫୦ ଗରିବ ପିଲାଙ୍କୁ ସେନାରେ ତ୍ତର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri