Home

ଆସାମରେ କୋହଳ କରାଗଲା କର୍ଫ୍ୟୁ

ଗୁଆହାଟୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲା ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ଭାରତରେ ସ୍ଥିତି ଏମିତି ହୋଇଥିଲା ଯେ ସେଠାରେ କୁର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାର ଏହା ଆଣାୟତ୍ତ ଥିଲା। ହେଲେ ଶୁକ୍ରବାର ଦିବ୍ରୁଗଡରେ ସକାଳ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ…

ପିସିସି ବଦଳାଅ, କଂଗ୍ରେସ ବଞ୍ଚାଅ:କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିବାକୁ ଦିଲ୍ଲୀ ଯାତ୍ରା

କଟକ ଅଫିସ,୧୩ା୧୨:ପିସିସି ବଦଳାଅ, ଓଡ଼ିଶାରେ କଂଗ୍ରେସକୁ ବଞ୍ଚାଅ। ପିସିସି ସଭାପତିଙ୍କୁ ବଦଳାଇବା ଦାବି କଂଗ୍ରେସରେ ଜୋର ଧରିବାରେ ଲାଗଛି। ଏହି ଦାବି ନେଇ ଦଳର କର୍ମକର୍ତ୍ତାମାନେ ଗୁରୁବାର ଦିଲ୍ଲୀ ଯାତ୍ରା କରିଛନ୍ତି। ସେଠାରେ ଆସନ୍ତା ୧୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା…

ଉଦ୍ଧବଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ:ଶିବସେନାକୁ ଗୃହ, ଏନ୍‌ସିପିକୁ ଅର୍ଥ

ମୁମ୍ବାଇ, ୧୩ା୧୨(ପି.ଟି.):ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଗୁରୁବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଶିବସେନାକୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗ ମିଳିଥିବାବେଳେ ସହଯୋଗୀ ଏନ୍‌ସିପିକୁ ଅର୍ଥ ଓ କଂଗ୍ରେସକୁ ରାଜସ୍ବ ବିଭାଗ ମିଳିଛି। ଶିବସେନା-ଏନ୍‌ସିପି-କଂଗ୍ରେସକୁ ନେଇ ଗଠିତ ମହା ବିକାଶ ଅଘାଡି…

ଝାଡ଼ଖଣ୍ଡରେ ୬୨% ମତଦାନ

ରାଞ୍ଚି, ୧୩ା୧୨(ପି.ଟି.):ଝାଡ଼ଖଣ୍ଡ ବିଧାନସଭା ଲାଗି ଗୁରୁବାର ଅନୁଷ୍ଠିତ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବାବେଳେ ୬୨ ପ୍ରତିଶତ ଭୋଟଗ୍ରହଣ କରାଯାଇଥିବା ଜଣାପଡ଼ିଛି। ୮ ଜିଲାର ୧୭ ଟି ଆସନରେ ଭୋଟ ଶାନ୍ତିପୂର୍ଣ୍ଣ ରହିଥିବା ପ୍ରକାଶ। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ରାଞ୍ଚିରେ ଭୋଟ…

ଲୋକ ସଭା, ବିଧାନସଭାରେ ସ୍ଥାନ ସଂରକ୍ଷଣ ଅବଧି ୧୦ ବର୍ଷ ବଢ଼ିବ

ନୂଆଦିଲ୍ଲୀ, ୧୩ା୧୨(ଆଇଏଏନ୍‌ଏସ୍‌):ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ଏସ୍‌ସି ଏବଂ ଏସ୍‌ଟିଙ୍କ ଲାଗି ସ୍ଥାନ ସଂରକ୍ଷଣ ଅବଧି ଆଉ ୧୦ ବର୍ଷ ବଢ଼ିବ। ଏ ସମ୍ପର୍କିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୁରୁବାର ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ୧୦ ତାରିଖରେ…

ଭାରତ ଗସ୍ତ ବାତିଲ କଲେ ବାଂଲାଦେଶର ଦୁଇ ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨:ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ବିକ୍ଷୋଭ ଜାରି ରହିଥିବାବେଳେ ଏହାର ପ୍ରଭାବ ଭାରତର ବୈଦେଶିକ ସମ୍ପର୍କ କ୍ଷେତ୍ରରେ ମଧ୍ୟ ଦେଖିବାକୁ ମିଳିଛି। ବାଂଲାଦେଶର ଦୁଇଜଣ ବରିଷ୍ଠ ମନ୍ତ୍ରୀ ଭାରତ ଗସ୍ତ ବାତିଲ କରିଦେଇଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏ.କେ. ଅବ୍‌ଦୁଲ…

ଆସାମବାସୀ ଚିନ୍ତା କରନ୍ତୁନି: ମୋଦି

ନୂଆଦିଲ୍ଲୀ,୧୩।୧୨(ପି.ଟି.):ନାଗରିକତ୍ୱ (ସଂଶୋଧନ) ବିଲ୍‌ (ସିଏବି)କୁ ବିରୋଧକରି ଆସାମରେ ଚାଲିଥିବା ବିକ୍ଷୋଭ ହିଂସାର ରୂପ ନେଇଥିବାବେଳେ ନୂଆ ଆଇନକୁ ନେଇ ଚିନ୍ତା କରିବାର କିଛି ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଆସାମ ବୁଝାମଣାପତ୍ରର ଧାରା ୬…

ସିଏବିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୩।୧୨(ପି.ଟି.):ନାଗରିକତ୍ୱ ସଂଶୋଧନ ବିଲ୍‌(ସିଏବି)କୁ ଇଣ୍ଡିଆନ ୟୁନିୟନ ମୁସ୍‌ଲିମ ଲିଗ୍‌ (ଆଇୟୁଏମ୍‌ଏଲ୍‌) ଗୁରୁବାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛି। ଏହା ସମାନତା ମୌଳିକ ଅଧିକାରର ଉଲ୍ଲଂଘନ କରୁଛି ଏବଂ ଧର୍ମ ଆଧାରରେ ଗୋଟିଏ ଗୋଷ୍ଠୀର ଶରଣାର୍ଥୀଙ୍କୁ ବିଦା କରିବା ପାଇଁ ଉଦ୍ୟମ ହେଉଛି ବୋଲି…

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ କର୍ମଚାରୀଙ୍କୁ ଗତ…

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ ନୂତନ ପ୍ରକଳ୍ପ କାର୍ଯ୍ୟାଳୟ ଅନୁଗୋଳ ସହରର ହେମସରପଡା ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଓଡିଶା ରାଜ୍ୟ…

ବ୍ରିଟେନ ସାଧାରଣ ନିର୍ବାଚନ ଲାଗି ମତଦାନ

ଲଣ୍ଡନ,୧୩।୧୨(ପି.ଟି.):ବ୍ରିଟେନରେ ପାଖାପାଖି ୧୦୦ ବର୍ଷ ପରେ ପ୍ରଥମ ଥର ଡିସେମ୍ବରରେ ସାଧାରଣ ନିର୍ବାଚନ ହେଉଥିବାବେଳେ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଛି। ଗୁରୁବାର ଭୋଟକେନ୍ଦ୍ରଗୁଡିକରେ ହଜାର ହଜାର ଭୋଟର ମତଦାନ ଲାଗି ଲମ୍ବା ଲାଇନ ଲଗାଇଥିବା ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀ…

ନାଗରିକତ୍ୱ ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୧୩।୧୨(ପି.ଟି.): ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ୨୦୧୯କୁ ଗୁରୁବାର ମଧ୍ୟରାତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିଛନ୍ତି। ଏଥିସହ ଏହି ବିଲ୍‌ ଆଇନରେ ପରିଣତ ହୋଇଛି। ଏନେଇ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଆଇନ କାର୍ଯ୍ୟକାରୀ ହୋଇଛି। ଉକ୍ତ ଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?