Home

ସ୍କିନ୍‌ କ୍ୟାନ୍‌ସର ଚିକିତ୍ସାର ସହଜ ଉପାୟ

ସ୍କିନ୍‌(ଚର୍ମ) କ୍ୟାନସର ଦ୍ୱାରା ଆକ୍ରାନ୍ତ ରୋଗୀଙ୍କ ପାଇଁ ଖୁସି ଖବର। ଏଥିରୁ ଉପଶମ ପାଇବାର ଏକ ଉପାୟ ଖୋଜି ପାଇବାରେ ସକ୍ଷମ ହୋଇଛନ୍ତି ୟେଲେ ୟୁନିଭର୍ସିଟି ଅଫ୍‌ ସାଇନ୍ସର କ୍ୟାନସର ବିଶେଷଜ୍ଞମାନେ। ସାଧାରଣତଃ ସୂର୍ଯ୍ୟଙ୍କଠାରୁ ନିର୍ଗତ ହେଉଥିବା ଅଲଟ୍ରା ଭାୟୋଲେଟ ରଶ୍ମୀ…

ଜମ୍ମୁ- କଶ୍ମୀରରେ ଟ୍ରେନ୍‌ ସେବା ଆରମ୍ଭ

ଜମ୍ମୁ,୧୮।୧୧: ଶ୍ରୀନଗର-ବନିହାଲ ମଧ୍ୟରେ ପୁନର୍ବାର ଟ୍ରେନ୍‌ ସେବା ଆରମ୍ଭ କରାଯାଇଛି। ଗତ ଅଗଷ୍ଟ ମାସରୁ ଏଠାରେ ଟ୍ରେନ୍‌ ସେବା ବନ୍ଦ ଥିବା ବେଳେ ସୋମବାରଠାରୁ ଏଠାରେ ପୁଣିଥରେ ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଓ ୩୫ଏ…

ପଦାର୍ଥ ବିଜ୍ଞାନର ପରିଚୟ

ଆଜିକୁ ୫୫ ଲକ୍ଷ ବର୍ଷ ତଳେ ମଣିଷ ଜାତି ପୃଥିବୀପୃଷ୍ଠରେ ଜନ୍ମ ନେଲା। ସେବେଠାରୁ ଆମର ଗବେଷଣା ଜାରି ରହିଛି। କିନ୍ତୁ ଆଜି ଯେଉଁ ଯୁଗକୁ ‘ବିଜ୍ଞାନର ଯୁଗ’ ବୋଲି କୁହାଯାଉଛି, ସେହି ବିଜ୍ଞାନ ଓ ଗବେଷଣା ଆରମ୍ଭ ହୋଇଛି ମାତ୍ର…

ତୀର୍ଥଯାତ୍ରୀଙ୍କ ପଛରେ ୪୮୦ କିମି ଚାଲିଚାଲି କୁକୁର କରୁଛି ତୀର୍ଥଯାତ୍ରା

ଚିକ୍କାମାଗାଲୁର୍‌,୧୮।୧୧: ସାଧାରଣତଃ ମଣିଷମାନେ ତୀର୍ଥଯାତ୍ରା କରିଥାନ୍ତି। ତେବେ ଏକ କୁକୁର ସାବରିମାଲା ଆସୁଥିବା ତୀର୍ଥଯାତ୍ରୀଙ୍କୁ ଅନୁସରଣ କରି ତୀର୍ଥଯାତ୍ରା କରିଚାଲିଛି। ଏବେ କୁକୁରର ଫଟୋ ଓ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୧୩ ଜଣିଆ ଆୟପ୍ପା ଶ୍ରଦ୍ଧାଳୁଦଳଙ୍କ ପଛରେ…

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ କରାଯାଇଛି। ନ୍ୟାଶନାଲ ଜର୍ନାଲିଷ୍ଟ ଓ୍ବେଲଫେୟାର ବୋର୍ଡ ପକ୍ଷରୁ ଭୁବନେଶ୍ୱରଠାରେ ଅନୁଷ୍ଠିତ ଜାତୀୟ ପ୍ରେସ ଦିବସରେ…

ଡକ୍ୟୁମେଣ୍ଟାରି ନିର୍ମାଣରେ ଓଡ଼ିଶା ପଛରେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ପ୍ରାମାଣିକ ବା ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ରାଜ୍ୟ ବହୁପଛରେ ରହିଛି। କେତେଜଣ ପ୍ରଯୋଜକ ଏଭଳି ଚଳଚ୍ଚିତ୍ର ନିର୍ମାଣ ଲାଗି ଆନ୍ତରିକତା ଦେଖାଉଥିଲେ ବି ପ୍ରୋତ୍ସାହନ ଅଭାବ ଓ ଫିଲ୍ମରେ ଲଗାଉଥିବା ଟଙ୍କା ଫେରସ୍ତ ପାଉ ନଥିବାରୁ…

ଡେଙ୍ଗୁ କବଳରେ ପାକିସ୍ତାନ: ୪୯ ହଜାର ରୋଗୀ ଚିହ୍ନଟ

ଇସ୍‌ଲାମାବାଦ,୧୮।୧୧: ପାକିସ୍ତାନରେ ଏବେ ଅଣାୟତ୍ତ ହେଲାଣି ଡେଙ୍ଗୁ। ଏବେସୁଦ୍ଧା ସେଠାରେ ୪୯ ହଜାର ୫ ଶହ ୮୭ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଥିବା ସୂଚନା ମିଳିଛି। ପାକିସ୍ତାନ ଜାତୀୟ ସ୍ବାସ୍ଥ୍ୟ ସେବା ମନ୍ତ୍ରଣାଳୟର ପ୍ରବକ୍ତା ସାଜିଦ ଶାହ କହିଛନ୍ତି ଚଳିତ…

ମହାରାଷ୍ଟ୍ରରେ ସରକାର ଗଠନ: ସୋନିଆଙ୍କୁ ଭେଟିବେ ଶରଦ

ନୂଆଦିଲ୍ଲୀ,୧୮।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଏବେବି ମନ୍ଥନ ଚାଲିଛି। ସୋମବାର ଏନ୍‌ସିପି ନେତା ଶରଦ ପାଓ୍ବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ହେଲେ ସରକାର ଗଠନକୁ ନେଇ ଆଉ କିଛି ସମୟ ଲାଗିବ ବୋଲି…

ଘନକୁହୁଡ଼ି ଯୋଗୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ

ଜୟପୁର,୧୮।୧୧: ରାଜସ୍ଥାନ ବିକାନେର୍‌ରେ ସୋମବାର ସକାଳ ୬ଟା ୩୦ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ: ମାଷ୍ଟରମାଇଣ୍ଡ ଗିରଫ, ଜଣେ ଫେରାର

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଜଣେ ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ କରି ସାଢେ ୩ଲକ୍ଷ ନେବା ଅଭିଯୋଗରେ ନୟାପଲ୍ଲୀ ପୋଲିସ ରବିବାର ମାଷ୍ଟରମାଇଣ୍ଡଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଖାରବେଳ ନଗର ବ୍ଲକ-ଡି ଶିଳ୍ପାଞ୍ଚଳରେ ରହୁଥିବା ଅକ୍ଷୟ କୁମାର ମହାରଣା।…

ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: କଲେଜ ଛାତ୍ର ଗିରଫ

ପୁରୁଣା ଭୁବନେଶ୍ୱର/ପିପିଲି,୧୮ା୧୧(ଡି.ଏନ.ଏ.): ପିପିଲି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଜଣେ କଲେଜ ଛାତ୍ରଙ୍କୁ ରବିବାର ଗିରଫ କରିଛି। କଲେଜ ଛାତ୍ରଙ୍କ ଘର ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଞ୍ଚଳରେ। ପୋଲିସ ସୂଚନା…

କାବୁଲ ଆତ୍ମଘାତୀ ବିସ୍ଫୋରଣ: ୪ ଯବାନ ଆହତ

କାବୁଲ,୧୮।୧୧: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳେ ହୋଇଥିବା ବିସ୍ଫୋରଣରେ ୪ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମିଲିଟାରୀ ଟ୍ରେନିଂ ସେଣ୍ଟର ନିକଟରେ ଏହି ଆତ୍ମଘାତୀ ବିସ୍ଫୋରଣ କରାଯାଇଥିବା ଜଣାପଡିଛି। ପାଜଓକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ ସୋମବାର କାବୁଲରେ ଦୁଇଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri